-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ଜିଲ୍ଲା

ମାଗଣା ସ୍ୱାସ୍ଥ୍ୟ ସେବା ଶିବିର

03-Sep-2023



ବରଗଡ: ବରଗଡ଼ ଜିଲ୍ଲା ବିଜେପୁର ସ୍ଥିତ ଏକମାତ୍ର ଘରୋଇ ନର୍ସିଂ ହୋମ ଅମୃତଧାର ଏବଂ ଦିପ୍ତିପୁର ସ୍ଥିତ ଖ୍ରୀଷ୍ଟିଆନ ହସ୍ପିଟାଲ ର ମିଳିତ ଆନୁକୂଲ୍ୟରେ ବିଜେପୁର ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ ବୁଡାପାଲି ପରିସରରେ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇ ଯାଇଛି।ଏହି ଶିବିରକୁ ଅମୃତଧାରା ନର୍ସିଂ ହୋମ ର ମୁଖ୍ୟ ଅସ୍ତ୍ରୋପଚାର ବିଶେଷଜ୍ଞ  ଡା.ରୋଜାଲିନ ମେହେର ଆନୁଷ୍ଠାନିକ ଭାବେ ଉଦଘାଟନ କରି ଗ୍ରାମ ତଥା ବିଭିନ୍ନ ଅଞ୍ଚଳରୁ ଆସିଥିବା ରୋଗୀ ମାନଙ୍କ ରୋଗ ନିରୂପଣ ସକାଶେ ନାମ ପଞ୍ଜିକୃତ ପରେ ଡା.ରୋଜାଲିନ ମେହେର ପରୀକ୍ଷା ନିରିକ୍ଷା,ପରାମର୍ଶ ଦେବା ସହ ମାଗଣାରେ ଔଷଧ ପ୍ରଦାନ କରିଥିଲେ।ଗୋଟିଏ ପଟରେ ସର୍ବସାଧାରଣଙ୍କ ପାଇଁ ଉଦ୍ଧିଷ୍ଠ ରୋଗ ନିରୁପଣ ସହ ଔଷଧ ପ୍ରଦାନ କରୁଥିବା ସମୟରେ ଆଉ ଗୋଟିଏ ପଟରେ ଦିପ୍ତିପୁର ର ଆଖି ବିଭାଗର ଡା.ପ୍ରତ୍ୟୁଷ ରଞ୍ଜନ ସୁନାଙ୍କ ସହ ତାଙ୍କ କର୍ମଚାରୀଙ୍କ ସହଯୋଗରେ ରୋଗୀମାନଙ୍କ ମୋତିଆ ବିନ୍ଦୁ,ବିଭିନ୍ନ ଚକ୍ଷୁ ରୋଗ ସମସ୍ୟା ଉପରେ ପରୀକ୍ଷା ନିରିକ୍ଷା କରାଯାଇଥିଲା।ଏଠାରେ ଉଲ୍ଲେଖନୀୟ ଏହିଯେ,ଓଡ଼ିଶା ସରକାରଙ୍କ ପ୍ରଚଳିତ ବିଜୁ ସ୍ୱାସ୍ଥ୍ୟ ସେବା ଯୋଜନା ଉପରେ ଜନସଚେତନତା ସୃଷ୍ଟି ଏହାର ମୂଳଲକ୍ଷ୍ୟ ବୋଲି ଅମୃତଧାରା ନର୍ସିଂ ହୋମର ଅଧ୍ୟକ୍ଷ

ଯଶୋବନ୍ତ ମେହେର ମତବ୍ୟକ୍ତ କରିଛନ୍ତି।ଏହି ମାଗଣା ସ୍ୱାସ୍ଥ୍ୟ ଶିବିର ବୁଡାପାଲି ହାଇସ୍କୁଲର ଅଧ୍ୟକ୍ଷ ତୁଳା କାନ୍ତ ସାହୁ, ନର୍ସିଂ ହୋମର କର୍ମଚାରୀ ଆଲୋକ ପାଇକ,କାବ୍ୟାକାନ୍ତୀ ଗିରି,ତପସ୍ୱିନୀ ବୁଦ୍ଧିଆ,ସଞ୍ଜୁକ୍ତା ସାହୁ,ରବିନାରାୟଣ ମେହେର,ଦିବ୍ୟ ମେହେରଙ୍କ ଅକ୍ଲାନ୍ତ ପରିଶ୍ରମରେ ସଫଳ ହୋଇଥିବା ବେଳେ,ଦିପ୍ତିପୁର ଖ୍ରୀଷ୍ଟିଆନ ହସ୍ପିଟାଲର କର୍ମଚାରୀ ଦୀପିକାରାଣୀ ସୁନା,ଦିନେଶ ନନ୍ଦ,ମନୋଜ ସାଗର,ଭାରତୀ ବିଶି,ବେଦମତୀ ନାଏକଙ୍କ ସହଯୋଗରେ ସମାପନ ହୋଇଥିଲା।ଶିବିରରେ ଅଞ୍ଚଳର ଶତାଧିକ ରୋଗୀଙ୍କ ସମାଗମ ଦେଖିବାକୁ ମିଳିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like