-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||     

HOME   ଜିଲ୍ଲା

ଯାତ୍ରା ନାଁରେ ସୁବଳୟାରେ ଜୁଆଖେଳ

03-Sep-2023




ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସୁବଳୟା ରେ ଆୟୋଜିତ ହୋଇଥିବା ପ୍ରସିଦ୍ଧ ଝୁଲଣ ଯାତ୍ରା ରେ ଘୁଡଘୁଡି ପଟି ନାମକ ଜୁଆଖେଳ ଜୋରଦାର ଚାଲିଥିବା ଦେଖିବାକୁ ମିଳିଛି। ସ୍ଥାନୀୟ ଖେଳପଡିଆ ରେ ଚାଲିଥିବା ମୀନା ବଜାର ରେ ପୁଲିସ ଉପସ୍ଥିତ ରେ ଏକାଧିକ ସ୍ଥାନରେ ବିଭିନ୍ନ ପ୍ରକାରର ଜୁଆ ଖେଳ ଚାଲିଥିବା ଅଭିଯୋଗ ହେଉଛି। ଯାତ୍ରା ସ୍ଥଳରେ ଏଭଳି ଖେଳକୁ ନେଇ ସାଧାରଣରେ ଗଭୀର ଉଦବେଗ ପ୍ରକାଶ ପାଇଛି। ଉକ୍ତ ସ୍ଥାନରେ ଲାଇଟ୍ ଲଗାଇ ରାତି ତମା ଖୋଲାଖୋଲି ଭାବେ ଘୁଡଘୁଡି ପଟି ଖେଳ ଚାଲି ଥିଲା। ଏଠାକୁ ଯାତ୍ରା ଦେଖିବାକୁ ଆସୁଥିବା ଲୋକେ ଏହି ଜୁଆ ଖେଳରେ ସର୍ବସ୍ବାନ୍ତ ହୋଇ ଘରକୁ ଫେରୁଥିବା ଦେଖିବାକୁ ମିଳିଥିଲା। ଉକ୍ତ ଯାତ୍ରା ସ୍ଥଳରେ ଆଇନ ଶୃଙ୍ଖଳା ରକ୍ଷା ପାଇଁ ପୁଲିସ କର୍ମଚାରୀ ନିୟୋଜିତ ହୋଇଥିଲେ ମଧ୍ୟ କିଛି ଜାଣିନପାରିବା ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏହି ଖେଳ ପାଇଁ ଜିଲ୍ଲା ପୋଲିସ ମୁଖ୍ୟ କାର୍ଯ୍ୟାଳୟ ଠାରୁ ଆରମ୍ଭ କରି ତଳ ପର୍ଯ୍ୟନ୍ତ ମୋଟା ଅଙ୍କର ଟଙ୍କା ନେଇ ଏହି ବେଆଇନ ଜୁଆ ଖେଳ ଚଲାଉଥିବା ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି।
ଏନେଇ ସ୍ଥାନୀୟ ପୋଲିସ ଅଧିକାରୀ ସୁଶାନ୍ତ ପ୍ରଧାନ ଙ୍କୁ ଫୋନ ଗ୍ରହଣ କରିନଥିଲେ।‌ ବୀରମହାରାଜପୁର ଉପଖଣ୍ଡ ପୁଲିସ ଅଧିକାରୀ ବାସୁଦେବ ଛତ୍ରିଆଙ୍କୁ ଯୋଗାଯୋଗ କରିବାରୁ ମୋ ପାଖରେ ଜୁଆ ଖେଳର କୈାଣସି ସୂଚନା ନାହିଁ ବୋଲି ଘଟଣାକୁ ହାଲୁକା ଭାବରେ ପ୍ରକାଶ କରିଥିଲେ। ତେବେ ପୁଲିସ ମୃତୟନ ଥିବା ବେଳେ ଏଠାରେ ଦୁଇ ଦିନ ହେଲା କିପରି ଜୁଆଖେଳ ଚାଲିଛି ବୋଲି ବିଭିନ୍ନ ମହଲରେ ଚର୍ଚ୍ଚା ଜୋର ଧରିଛି। ତେବେ ଜୁଆଖେଳ ଆୟୋଜନ କରୁଥିବା ମାଫିଆ ଓ ପୁଲିସ ବିଭାଗ ଅଧିକାରୀ, କର୍ମଚାରୀ ଙ୍କ ମଧ୍ୟରେ ଭିତିରି ବୁଝାମଣା ଥିବାରୁ ପୁଲିସ ସବୁ ଦେଖି ମଧ୍ୟ ସେଥିପ୍ରତି ଆଖି ବୁଜି ଦେଉଥିବା ଅଭିଯୋଗ ହେଉଛି। ଘଟଣାର ଉପଯୁକ୍ତ ତଦନ୍ତ କରିବାକୁ ଜନସାଧାରଣ ରେ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026

You Might Also Like