-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||     

HOME   ଜିଲ୍ଲା

ବର୍ଷା ଓ ପବନ ପ୍ରଭାବ ପକାଇଲା ବୋଡ଼େନ ଅଞ୍ଚଳକୁ

03-Sep-2023



ବୋଡ଼େନ(ଡୋଲେଶ୍ଵର ବାଗ ): - ଗତ ୨ ତାରିଖ ସନ୍ଧ୍ୟା ବେଳେ ବୋଡ଼େନ ଅଞ୍ଚଳର ଅନେକ ସ୍ଥାନରେ ଘଡଘଡି ସହ ବିଜୁଳି ଓ ପ୍ରବଳ ବେଗରେ ପବନ ବୋହିବା ଦ୍ଵାରା ଗଛ ଗୁଡ଼ିକ ଭାଙ୍ଗିବା ସାଙ୍ଗେ ରାସ୍ତା ଗୁଡିକରେ ଗଛ ପଡ଼ି ଯିବାଆସିବା ଓ   ବିଦ୍ୟୁତ ସଂଯୋଗିକରଣରେ ବ୍ୟାଘାତ ସୃଷ୍ଟି ହେବା ଦେଖା ଦେଇଛି। ବୋଡ଼େନ ଅଗ୍ନିଶମ ବାହିନୀଙ୍କ ଦୀର୍ଘ ଛଅ ଘଣ୍ଟା ପ୍ରଚେଷ୍ଟା ବଳରେ ରାସ୍ତା ଗୁଡିକରୁ ଗଛ କାଟିବା ସହ ଲୋକଙ୍କ ଯିବାଆସିବା ବ୍ୟବସ୍ଥା ସୁଚାରୁ ରୂପେ ସଂପାଦନ କରିଛନ୍ତି ।ରାତି ୧୧ ଟା ଯାଏଁ ଅଗ୍ନିଶମ ବାହିନୀ ଓ ବିଦ୍ୟୁତ୍ ବିଭାଗ ମିଳିତ ଭାବେ ପ୍ରୟାସ କରି ଅଞ୍ଚଳକୁ ବିଦ୍ୟୁତ୍ ଯୋଗାଇବାରେ ବଡ଼ ସଫଳତା ଆପଣେଇଛନ୍ତି ।ଗତ ମଇ ମାସ ୨୧ ତାରିଖ ଦିନ 5ଟି ସଚିବଙ୍କ ଗସ୍ତର ପୂର୍ବ ଦିନ ଠିକ ଏହିଭଳି କାଳ ବୈଶାଖୀ ତାର ତାଣ୍ଡବ କରିଥିଲା ସମ ଭାବରେ ଏବଂ ସେତେ ବେଳେ ମଧ୍ୟ ଅଗ୍ନି ସମ ବିଭାଗ ,ବିଦ୍ୟୁତ୍ ବିଭାଗ ତଥା ବି ଡି ଓ ଙ୍କ ସହ ବୋଡ଼େନ ବ୍ଲକ ସାମ୍ବାଦିକ ସଂଗଠନର କିଛି ସାମ୍ବାଦିକ ବନ୍ଧୁ ନିଜ ନିଜ କର୍ତ୍ତବ୍ୟ ଦେଖାଇଥିଲେ ।ଗତ କାଲିର ବର୍ଷା ଚାଷୀଙ୍କ ମନରେ ଖୁସି ଆଣିବା ସହ ମାଟିକୁ ଗାଧୋଇ ବାରେ ପୂର୍ଣ୍ଣ ସହଯୋଗ କରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026

You Might Also Like