-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||     

HOME   ଜିଲ୍ଲା

ଧାର ଟଙ୍କା ମାଗିବାରୁ ହତ୍ୟା ଧମକ : ଥାନାର ଦ୍ୱାରସ୍ତ ହେଲେ ଯୁବକ

03-Sep-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ଏକ ଠକେଇ ଘଟଣାରେ ନ୍ୟାୟ ପାଇବା ପାଇଁ ଥାନାର ଦ୍ୱାରସ୍ତ ହେଲେ ଠକାମିର ଶିକାର ହୋଇଥିବା ଯୁବକ । ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ଥାନା ବଡବଜାରର ଅନୁପ ମିଶ୍ର ଙ୍କ ପାଇଁ ଘଟିଛି ଏଭଳି କିଛି ଘଟଣା । ସୋନପୁର ସହରର ଅନୁପ ମିଶ୍ରଙ୍କର ବଲାଙ୍ଗୀର ସହରରେ ଟ୍ରାନ୍ସପୋର୍ଟ ବିଜନେସ ରହିଛି । ତେବେ ବ୍ୟବସାୟ ଭିତରେ ବଲାଙ୍ଗୀର ସହର ଇଚ୍ଛାପଡା,ପେଲେସ ଲାଇନ ନିବାସୀ  ନବୀନ ମିଶ୍ରଙ୍କ ସହ ଅନୁପ ମିଶ୍ର ଚିହ୍ନା ପରିଚୟ ହୋଇଥିଲା । କିଛିଦିନର ବନ୍ଧୁତା ପରେ ନବୀନ ମିଶ୍ର ଅନୁପଙ୍କଠାରୁ ଗତ ୨୭.୦୭,୨୨ ରେ ପ୍ରଥମେ ୬୫ ହଜାର ଟଙ୍କା ଓ ପରେ ଅନୁପଙ୍କ ମାଁଙ୍କ ଠାରୁ ଏକଲକ୍ଷ ଟଙ୍କା ଧାର ସୁତ୍ରରେ ନେଇଥିଲେ । ତେବେ ପରେ ଅନୁପ ସେହି ଟଙ୍କା ନବୀନଙ୍କୁ ମାଗିବାରୁ ସେ ଅରାଜି ହୋଇଥିଲେ । ଏମିତିକି ଅନୁପଙ୍କୁ ହତ୍ୟା ଧମକ ମଧ୍ୟ ଦେଇଥିଲେ ନବୀନ । ଏଣୁ ଆଜି ଏନେଇ ଅନୁପ ମିଶ୍ର ସୋନପୁର ଥାନାର ଦ୍ୱାରସ୍ତ ହେବାସହ ନବୀନଙ୍କ ବିରୁଦ୍ଧରେ ଏକ ଲିଖିତ ଅଭିଯୋଗ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି   21-Apr-2026
  ଜିଲ୍ଲା  
ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   21-Apr-2026

You Might Also Like