-+91-9937148622 |
prerana_bgr@rediffmail.com |
Monday 11th May 2026 |
R.N.I. Regd No. ODIODI/2010/46693
Breaking News
04-Oct-2020
ରାଜ୍ଯରେ ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୩୩୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏହି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୯୪୫ ଓ ଅନ୍ୟ ୧୩୮୧ ଲୋକାଲ କଣ୍ଟାକ୍ଟ ।ରାଜ୍ଯରେ ଏଯାବତ୍ ୨,୩୨,୭୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ରାଜ୍ଯ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି