-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||     

HOME   ରାଜ୍ୟ

ପୋଲିସ ଛାଉଣୀରେ ସାରା ଗାଁ, ଯେତେ ଖୋଜିଲେ ବି ମିଳୁନି ସ୍ୱାତୀ !

14-Dec-2020



(ପ୍ରେରଣା ଖବର) ଭୁବନେଶ୍ୱର: ତିନିଦିନ ହେଲାଣି ସ୍ୱାତୀ ମିଳୁନି। ସନ୍ଧାନୀ କୁକୁର ବୁଲି ସାରିଲାଣି। ଅଗ୍ନିଶମବାହିନୀ ପରେ ଆଜି ଓଡ୍ରାଫ୍ ଟିମ୍ ଓ ସ୍କୁବା ଡାଇଭର ବି ପାଣିରେ ବୁଡ଼ି ଘାଣ୍ଟି, ଦରାଣ୍ଡି ସାରିଲେଣି। ହେଲେ କୋଉଠି ବି ସ୍ୱାତୀର ପତ୍ତା ନାହିଁ। ମା-ବାପାଙ୍କ ଧୈର୍ଯ୍ୟ ଭାଙ୍ଗୁଛି। ଗାଁ ଲୋକଙ୍କ ଆଶଙ୍କା ବଢୁଛି। ନିଜ ପିଲା ପିଣ୍ଡା ତଳକୁ ଖସିଲେ ଛାତି ଥରୁଛି। ସ୍ୱାତୀ ନିଖୋଜ ପରଠୁ ଏବେ ରଣପୁର ବଧିପାଟଣା ଗାଁକୁ ରାଜନେତାଙ୍କ ସୁଅ ଛୁଟୁଛି। ବିଜେଡି ବିଧାୟକ ସତ୍ୟନାରାୟଣ ପ୍ରଧାନ ଓ ବିଜେପି ନେତ୍ରୀ ସୁରମା ପାଢ଼ୀ ସ୍ୱାତୀ ବାପା-ମାଆଙ୍କୁ ଭେଟିଛନ୍ତି। କାଲି ଭଳି ଆଜି ବି ଖୋଦ୍ ଏସ୍‌ପିଙ୍କ ତଦାରଖରେ, ପୋଲିସ୍ ଛାଉଣିରେ ଗାଁରେ ସ୍ୱାତୀ ନିଖୋଜର ତଦନ୍ତ ଚାଲିଛି। ହେଲେ ସ୍ୱାତୀକୁ କିଏ ନେଲା, କୁଆଡ଼େ ଗଲା, କାହା ପାଖରେ ଖବର ନାହିଁ। ମା ବାପାଙ୍କ ସନ୍ଦେହ ଗାଁକୁ ଆସିଥିବା କମ୍ବଳ ବିକାଳି ଉପରେ ଥିବାରୁ, ସେ ଦିଗରେ ବି ତଦନ୍ତ ଆଗକୁ ବଢୁଛି। ଏପଟେ ପରୀ ଅପହରଣ ଓ ହତ୍ୟା ଘଟଣାକୁ ନେଇ ରାଜନୀତି ଆହୁରି ତେଜୁଛି। ପରୀକୁ ନ୍ୟାୟ ପାଇଁ ପରୀ ଗାଁ ଯଦୁପୁରରୁ କଂଗ୍ରେସ ପରୀ ନ୍ୟାୟ ରଥର ଶୁଭାରମ୍ଭ କରିଛି। ମନ୍ତ୍ରୀ ଅରୁଣ ସାହୁଙ୍କ ବହିଷ୍କାର ଦାବିରେ ଜନ ଜାଗରଣ ଉଦ୍ଦେଶ୍ୟରେ ଗାଁ ଗାଁରେ ରଥ ବୁଲାଉଛି। ବିଜେପି ବି ଆନ୍ଦୋଳନକୁ ଜାରି ରଖିଛି। ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୯ ଦିନ ଧରି ଚାଲିଥିବା ଧାରଣାରେ ଆଜି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ୍ ସାମିଲ ହୋଇ ସରକାରଙ୍କ ଉପରେ ବର୍ଷିଛନ୍ତି। ମନ୍ତ୍ରୀ ଅରୁଣ ସାହୁଙ୍କୁ ବହିଷ୍କାର କରାନଯିବା ଯାଏଁ ପରୀକୁ ନ୍ୟାୟ ମିଳିବନି କହି ଦଳର ସିବିଆଇ ତଦନ୍ତ ଦାବି ଦୋହରାଇଛନ୍ତିି।
ପରୀ ଅପହରଣ ଓ ହତ୍ୟା ଘଟଣାକୁ ନେଇ ସାରା ରାଜ୍ୟ ହୁଲସ୍ତୁଲ ଥିବା ବେଳେ ସ୍ୱାତୀ ନିଖୋଜକୁ ଦୁଇ ଦିନ ପରେ ବି ତାର ଖୋଜ୍ ଖବର ନମିଳିବା ପୁରା ବ୍ୟବସ୍ଥାର ପାରିଲା ପଣିଆ ଉପରେ ପ୍ରଶ୍ନବାଚୀ ଠିଆ କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026

You Might Also Like