-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ବିଶେଷ

ସୁବର୍ଣ୍ଣପୁର ପଞ୍ଚରଥ ମନ୍ଦିରରୁ ଚୋରୀ ଘଟଣାର ଅଭିଯୁକ୍ତ ଗିରଫ, ଉପସ୍ଥିତ ବୁଦ୍ଧି ଓ ସାଧୁତା ପାଇଁ ରଙ୍ଗ ମିସ୍ତ୍ରୀ ପ୍ରଶଂସିତ

04-Sep-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ସୋନପୁର ଜିଲ୍ଲା ସଦର ମହକୁମାର କେନ୍ଦ୍ର ସ୍ଥଳରେ ରହିଥିବା ପଞ୍ଚରଥ ମନ୍ଦିରରୁ ଚୋରୀ ହୋଇଥିବା ଘଟଣାର ଅଭିଯୁକ୍ତ କୁ ଗିରଫ କରିଛି ସୋନପୁର ପୋଲିସ l ଅଭିଯୁକ୍ତ ଜଣକ ହେଲେ ଲଛିପୁର ର ଆଲୋକ ସେଠୀ ଓ ତାକୁ ସୋନପୁର ପୋଲିସ ର ଏକ ଟିମ ତାଙ୍କ ଘରୁ ଗିରଫ କରିଥିବା ଆଇଆଇସି ପଦ୍ମାସିନୀ ମେହେର ସୂଚନା ଦେଇଛନ୍ତି। ସୂଚନା ଯୋଗ୍ୟ ଯେ ଦୁଇ ଦିନ ତଳେ ପଞ୍ଚରଥ ମନ୍ଦିର ରୁ କିଛି ମୂର୍ତ୍ତି ଚୋରୀ ହୋଇଥିବା ବେଳେ ସୋନପୁର-ବଲାଙ୍ଗୀର ରାସ୍ତାର ଝିଙ୍କି ଟିକ୍ରା ନିକଟରେ ଏକ ରଙ୍ଗ ମିସ୍ତ୍ରୀ ରଙ୍ଗକାମ କରୁଥିବା ସମୟରେ ଜଣେ ଯୁବକ ଆସି କିଛି ସାମଗ୍ରୀ ବିକ୍ରୀ କରିବାକୁ ଚାହିଁଥିଲା । ରଙ୍ଗ ମିସ୍ତ୍ରୀ ଜଣକ କି ସାମଗ୍ରୀ ବୋଲି ପଚାରିବାରୁ ଯୁବକ ଜଣକ ଗୋଟିଏ ବେଗରୁ କିଛି ଧାତୁ ମୂର୍ତ୍ତୀ ଦେଖାଇଥିଲା ଫଳରେ ରଙ୍ଗ ମିସ୍ତ୍ରୀ ଏହା ଚୋରୀ ସାମଗ୍ରୀ ବୋଲି ସନ୍ଦେହ କରିବା ସହ ଉକ୍ତ ଯୁବକକୁ ଧରି ପକାଇଥିଲେ । ହେଲେ ଯୁବକ ଜଣକ ଚତୁରତାର ସହ ବେଗ ଛାଡି ଘଟଣାସ୍ଥଳରୁ ଚମ୍ପଟ ମାରିଥିଲା । ବେଗ ଭିତରେ ଗୋଟିଏ ଶିବ, ପାର୍ବତି, ବିଷ୍ଣୁ, ଗଣେଶ ସହ ଏକ କଳସ ଏବଂ ଘଣ୍ଟି ରହିଥିବା ଜଣାପଡି ଥିଲା। ତେବେ ଏନେଇ ରଙ୍ଗ ମିସ୍ତ୍ରୀ କିରଣ ଚରଣ ଦାସ ସୋନପୁର ଥାନାକୁ ଆସି ଉକ୍ତ ସାମଗ୍ରୀ ସବୁକୁ ଜମା ଦେଇଥିବା ବେଳେ ତାହା ପଞ୍ଚରଥ ମନ୍ଦିରରୁ ଚୋରୀ ହୋଇଥିବା ସାମଗ୍ରୀ ବୋଲି ଆଇଆଇସି ସୂଚନା ଦେଇଥିଲେ। ରଙ୍ଗ ମିସ୍ତ୍ରୀ ଶ୍ରୀ ଦାଶ ଙ୍କ ଚତୁରତା ସାଧୁତା ଓ ମହାନତା କୁ ବୁଦ୍ଧିଜୀବୀ ପ୍ରଶଂସା କରିଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like