-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||     

HOME   ଜିଲ୍ଲା

ତରଙ୍ଗ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

04-Sep-2023



ବରଗଡ:-ବରଗଡ଼ ଜିଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁର ସ୍ଥିତ ସଭାଗୃହ ଠାରେ ଆଶା କର୍ମୀ ମାନଙ୍କ ନିମନ୍ତେ ତରଙ୍ଗ ସାମାଜିକ ବ୍ୟବହାର ପରିବର୍ତ୍ତନ ଯୋଗାଯୋଗ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।ପ୍ରାରମ୍ଭେ ଗୋଷ୍ଠୀ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼. ସୁଶାନ୍ତ କୁମାର ମେହେର ପ୍ରାରମ୍ଭେ ଦ୍ୱୀପ ପ୍ରଜ୍ଜ୍ୱଳନ ସହ କାର୍ଯ୍ୟକ୍ରମ କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।ପରେ କାର୍ଯ୍ୟକ୍ରମ ମୂଳ ଉଦ୍ଦେଶ୍ୟ ଉପରେ ପ୍ରଶିକ୍ଷଣ ଆରମ୍ଭ ହୋଇଥିଲା।ଏକ ଶୈକ୍ଷିକ ପରିବେଶ ସୃଷ୍ଟି, ଯୋଗାଯୋଗ ପରିଚିତି ଖେଳ ମାଧ୍ୟମରେ ଅନୁଷ୍ଠିତ ପରେ ବ୍ୟବହାର ପରିବର୍ତ୍ତନ ପ୍ରକ୍ରିୟା,ଏକ ଉତ୍ସାହଜନକ ପରିବେଶ ସୃଷ୍ଟି,ଜଣେ ଭଲ ଯୋଗାଯୋଗକାରୀଙ୍କ ଗୁଣ ଇତ୍ୟାଦି ଉପରେ ଗୁରୁତ୍ବ ଦେଇ ପ୍ରଶିକ୍ଷକ ଭଟଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଗୋଷ୍ଠୀ ଜନସ୍ୱାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ଶ୍ରୀମାନ ଝସକେତନ ଧରାଇ,ସ୍ଥାନୀୟ

ଗୋଷ୍ଠୀ ଜନସ୍ୱାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ଶ୍ରୀମାନ ସୁଦାମ ଚରଣ ପାଣିଗ୍ରାହୀ ପ୍ରଶିକ୍ଷଣ ପ୍ରଦାନ କରିଥିଲେ।ଏହି କାର୍ଯ୍ୟକ୍ରମକୁ ଆଗେଇ ନେବାରେ ସ୍ଥାନୀୟ ବିଡିଏମ ଶ୍ରୀଯୁକ୍ତ ନାରାୟଣ ପାଢୀ,ଏସଟିଏସ ଶ୍ରୀଯୁକ୍ତ ଦେବାଶିଷ ଦେବତା ସମ୍ପୁର୍ଣ୍ଣ ରୂପେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026

You Might Also Like