-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||      ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||      ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   (19-Apr-2026)       ||      ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   (19-Apr-2026)       ||      ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   (19-Apr-2026)       ||      ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   (19-Apr-2026)       ||      ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   (19-Apr-2026)       ||      ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   (19-Apr-2026)       ||      ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   (19-Apr-2026)       ||     

HOME   ଜିଲ୍ଲା

ତୁୁଷୁରାରେ ୧୬୧ତମ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତି ପାଳିତ

04-Sep-2023



ତୁଷୁରା (ପଞ୍ଚାନନ ନାୟକ)- ତୁଷୁରା ସହର ସ୍ଥିତ ତୋଷାଳୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ସୋମବାର ବିଦ୍ୟାଳୟର ପ୍ରତିଷ୍ଠାତା ସୁଧାଂଶୁ ଶେଖର ପଟ୍ଟନାୟକଙ୍କ ସଭାପତିତ୍ବ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୧ତମ ଜୟନ୍ତି ମହାସମାରୋହରେ ପାଳିତ ହୋଇଯାଇଛି । ତୁଷୁରା ଏନଏସିର ଅଧ୍ୟକ୍ଷ ଅଜୟ କୁମାର ଜୟଶ୍ବାଳ ମୁଖ୍ଯ ଅତିଥି ଭାବେ ଯୋଗଦେଇଥିବା ବେଳେ ସାହିତ୍ୟିକ ତୁଳସୀ ଜୈନ, ସାପ୍ତାହିକ ଖବରକାଗଜ ପ୍ରେରଣା ର ସଂପାଦକ ରଘୁନନ୍ଦନ ସିଂ, ସାମ୍ବାଦିକ ଶେଖ ମହମ୍ମଦ ୱାହିଦ ଓ ବିଦ୍ୟାଳୟ କମିଟିର ଅଧ୍ୟକ୍ଷ ସୁଧାରକର ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ବିଦ୍ୟାଳୟର ପିନ୍ସପାଲ ରବିନ୍ଦ୍ର ମହାକୁର ମଞ୍ଚ ପରିଚାଳନ କରିଥିବା ବେଳେ ବିଦ୍ୟାଳୟର ପୂର୍ବତନ ପରିଚାଳନ କମିଟିର ସଂପାଦକ ବଜରଙ୍ଗ କେଡିଆ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   20-Apr-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   20-Apr-2026
  ଜିଲ୍ଲା  
ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   20-Apr-2026
  ଜିଲ୍ଲା  
ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   20-Apr-2026
  ଜିଲ୍ଲା  
ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   20-Apr-2026
  ଜିଲ୍ଲା  
ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   20-Apr-2026
  ଜିଲ୍ଲା  
ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   20-Apr-2026
  ଜିଲ୍ଲା  
*ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   20-Apr-2026
  ଜିଲ୍ଲା  
ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   20-Apr-2026
  ଜିଲ୍ଲା  
ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି   20-Apr-2026
  ଜିଲ୍ଲା  
ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ   19-Apr-2026
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   19-Apr-2026

You Might Also Like