-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||      ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||      ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   (19-Apr-2026)       ||     

HOME   ଜିଲ୍ଲା

ବାହାର ରାଜ୍ୟର ଶ୍ରମିକ ଲଗାଇ ନିମ୍ନ ମାନର ନିର୍ମାଣ କରାଯାଉଛି ସକ୍ପିଟ

04-Sep-2023



ବେଲପଡା (ପୁର୍ଣ୍ଣ ଶଶୀ ଶେଖର ରାଓ) ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ଲୋକଙ୍କୁ ବାସନକୁସନ ମାଜିବା ଲାଗି ମନରେଗା ଯୋଜନାରେ ସକ୍ପିଟ ନିର୍ମାଣ କରୁଥିବା ବେଳେ ଏଠି ଠିକାଦାର ଓ ଅଧିକାରୀ ମିଶି ନିମ୍ନ ମାନର ନିର୍ମାଣ କରୁଥିବା ସହ ବାହାର ରାଜ୍ୟର ଶ୍ରମିକ ଲଗାଇ କାର୍ଯ୍ୟ କରୁଥିବା ଦେଖିବାକୁ ମିଳୁଛି। ସୂଚନାଯୋଗ୍ୟ ଯେ ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ ସରମୁହାଣ ପଞ୍ଚାୟତ ସରମୁହାଣ ଗାଁ ରେ ଶତାଧିକ ଲୋକ ଙ୍କ ପାଇଁ ସକ୍ପିଟ ଆସିଥିବା ବେଳେ ଅତ୍ୟନ୍ତ ନିମ୍ନ ମାନର ନିର୍ମାଣ କାର୍ଯ୍ୟ ଚାଲୁରହିଛି। ଗୋଟିଏ ସକ୍ପିଟ ପିଛା ୭୫୦୦ ଟଙ୍କା ଖର୍ଚ୍ଚ କରିବାକୁ ଦିଆଯାଇଥିବା ବେଳେ କମ୍ ପରିମାଣରେ ନିର୍ମାଣ କରି ଅଳ୍ପ ମୂଲ୍ୟରେ ସାରିଦେଉଥିବା ଦେଖିବାକୁ ମିଳୁଛି। ଗାଁ ସାରା ଯେତେ ବି ନିର୍ମାଣ କରାଯାଉଛି ଗୋଟିଏ ମଧ୍ୟ ସୁଚାରୁରୂପେ କାର୍ଯ୍ୟ କରାଯାଉନାହିଁ।ଯାହା ଫଳରେ ଅଳ୍ପ ଦିନ ମଧ୍ୟରେ ଭାଙ୍ଗିରୁଜି ଚୁରମାର ହୋଇ ବ୍ୟବହାର ପାଇଁ ଅନୁପଯୋଗୀ ହୋଇଯିବ।ସରକାର ଙ୍କ ସ୍ବଚ୍ଛ ଭାରତ ମିଶନ ଠିକାଦାର ଓ ଅଧିକାରୀ ଙ୍କ ପାଇଁ ବର୍ବାଦ ହୋଇଯିବ ଏଥିରେ ତିଳେ ମାତ୍ର ସନ୍ଦେହ ନାହିଁ।ଏ ବିଷୟରେ ଆମେ କନିଷ୍ଠ ଯନ୍ତ୍ରୀ ଅମୃତା ଜେନା ଙ୍କୁ ପଚାରିବାରୁ ସେ କହିଲେ କି ଘଟଣା ସ୍ଥଳକୁ ଯାଇ ଦେଖିବି ଓ କହିପାରିବି । ତାହେଲେ ନିର୍ମାଣ କାର୍ଯ୍ୟ ଶେଷ ହେବା ପରେ କନିଷ୍ଠ ଯନ୍ତ୍ରୀ ତଦାରଖ କରିବେ ଓ ବିଲ୍ କରିବେ ବେଳେ ଏଥରୁ ଅନୁମାନ କରାଯାଉ ଯେ ସକ୍ପିଟ ଦୁର୍ନୀତି କେମିତି ଚାଲିଛି।ଏଥିପ୍ରତି ଜିଲ୍ଲା ପ୍ରଶାସନ ଧ୍ୟାନ ଦେଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026
  ଜିଲ୍ଲା  
ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   20-Apr-2026
  ଜିଲ୍ଲା  
ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   20-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ   20-Apr-2026
  ଜିଲ୍ଲା  
ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   20-Apr-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   20-Apr-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   20-Apr-2026
  ଜିଲ୍ଲା  
ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   20-Apr-2026
  ଜିଲ୍ଲା  
ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   20-Apr-2026
  ଜିଲ୍ଲା  
ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   20-Apr-2026
  ଜିଲ୍ଲା  
ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   20-Apr-2026

You Might Also Like