-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଗୁଡିଆ ସମାଜ ତରଫରୁ ‘ଚୋପଦାର ବଂଶାବଳୀ’ ପୁସ୍ତକ ଉନ୍ମୋଚିତ

04-Sep-2023



ବଲାଙ୍ଗୀର , ଗତକାଲି ସଂଧ୍ୟାରେ ସ୍ଥାନୀୟ ରୁଗୁଡି ପଡା ଠାରେ ବଲାଙ୍ଗୀର ମଧୁବୈଶ୍ୟ ସମାଜ (ଗୁଡିଆ) ତରଫରୁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ସମାଜର ବରିଷ୍ଠ ସଭ୍ୟ ଆଦିତ୍ୟ ଚୋପଦାରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ବକ୍ତା ଭାବେ ଅବବସରପ୍ରାପ୍ତ ନ୍ୟାୟାଧୀଶ  ଗୋପାଳ ଚନ୍ଦ୍ର ଚୋପଦାର, ମୁଖ୍ୟ ଅତିଥି ଭାବରେ ଗୁଡିଆ ସମାଜର

 

ପ୍ରଦେଶିକ କର୍ମକର୍ତ୍ତା ତଥା  ନାଗରିକ କମିଟିର ସଂପାଦକ ମନୋରଂଜନ ସାହୁ ,   ସମ୍ମାନିତ ଅତିଥି ଭାବେ ଗୁଡିଆ ସମାଜର ଜିଲ୍ଲା ସଂପାଦକ ଜୟକୃଷ୍ଣ ସାହୁ  ଓ ପ୍ରମୁଖ ମଞ୍ଚାସୀନ ରହି ଗୁଡିଆ ସମାଜର ଭାଇଭାଉଣୀ ମାନଙ୍କ ଏକତ୍ରିତ ଓ ସଂଘବଦ୍ଧ ଭାବରେ ରହି ସମାଜକୁ ଉନ୍ନତି ପଥରେ ଆଗେଇ ନେବାକୁ ପରାମର୍ଶ ଦେଇଥିଲେ । ସମାଜରେ ସଂସ୍କାର ଆଣିବାକୁ ଜାତି ସମାଜର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ଅତିଥି ମାନେ ମତ ଦେଇଥିଲେ l ଏହି ଅବସରରେ ବିମଳ କୁମାର

ଚୋପଦାରଙ୍କ ଲିଖିତ ପୁସ୍ତକ ‘ଚୋପଦାର ବଂଶାବଳୀ’ କୁ ଅତିଥି ମାନେ ଉନ୍ମୋଚନ କରିଥିଲେ । ପୁସ୍ତକର ପ୍ରକାଶିକ ଚିତ୍ରାଙ୍ଗି ଚୋପଦାର ପୁସ୍ତକ ସଂପର୍କରେ ସୂଚନା ଦେଇଥିଲେ ।  ସଭା ପ୍ରାରମ୍ଭରେ ଇଷ୍ଟଦେବ ଶ୍ରୀ ଗଣେଶ ଓ ଚୋପଦାର ବଂଶର ଅୟମାରମ୍ଭର ମୁଖ୍ୟ କର୍ତ୍ତା ସ୍ୱର୍ଗତ ରତ୍ନାକର ଚୋପଦାରଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ଓ ପ୍ରଦୀପ ପ୍ରଜ୍ୱଳନ କରାଯାଇଥିଲା । ସଭାକୁ ପୁସ୍ତକର ଲେଖକ ବିମଳ ଚୋପଦାର ପରିଚାଳନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ । 
ସଭାରେ ଅନ୍ୟ ମାନଙ୍କ ମଧ୍ୟରେ ଧୃବଚରଣ ଚୋପଦାର, ସୁରିତ ଚୋପଦାର, ପ୍ରକାଶ ଚୋପଦାର, କୈଳାସ ଚୋପଦାର, ଅମ୍ବରୀଶ ସରାଫ , ବିନୋଦ ଚୋପଦାର, ବିନୟ ଚୋପଦାର, ପ୍ରଶାନ୍ତ ଚୋପଦାର, ସରୋଜ ଚୋପଦlର, ପ୍ରଦୀପ ଚୋପଦାର ପ୍ରମୁଖ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like