-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||     

HOME   ଜିଲ୍ଲା

ଲୋକସାହିତ୍ୟ ଲୋକଜୀବନର ଉଦଗାର: ଲରମ୍ଭାରେ ଆୟୋଜିତ ହେଲା ଜାତୀୟ ପାଠ୍ୟଚକ୍ର।

05-Sep-2023



ବରଗଡ:-(ନିରଞ୍ଜନ ତ୍ରିପାଠୀ)
ବରଗଡ ଜିଲ୍ଲା ଅତାବିରା ବ୍ଲକ ସ୍ଥିତ ଲରମ୍ଭା ମହାବିଦ୍ୟାଳୟ, ଲରମ୍ଭା ଠାରେ 'ଓଡିଆ ଲୋକସାହିତ୍ୟ' ବିଷୟକୁ ନେଇ ଏକ ଜାତୀୟ ପାଠ୍ୟଚକ୍ର ଅନୁଷ୍ଠିତ ହୋଇଯାଇଅଛି। ଦିବସର ପ୍ରଥମ ଅଧିବେଶନରେ ଅଧ୍ୟକ୍ଷ ଡଃ ପ୍ରମୋଦ କୁମାର ଭୋଇଙ୍କ ସଭାପତିତ୍ବ ରେ  ମୁଖ୍ୟଅତିଥି ଡଃ ନୃପରାଜ ସାହୁ କୁଳସଚିବ ସମ୍ବଲପୁର ବିଶ୍ବବିଦ୍ୟାଳୟ ବୁର୍ଲା, ସମ୍ମାନିତ ଅତିଥି ଡଃ ଶରତ କୁମାର ଜେନା ଓଡିଆ ସହକାରୀ ପ୍ରାଧ୍ୟାପକ ବିଶ୍ବଭାରତୀ ବିଶ୍ବବିଦ୍ୟାଳୟ ଶାନ୍ତିନିକେତନ, ଡଃ ହରିହର ପ୍ରଧାନ ବିଭାଗ ମୁଖ୍ୟ ଓଡିଆ  ବିଭାଗ କୋହ୍ଲଣ ବିଶ୍ବବିଦ୍ୟାଳୟ ଚାଇଁବସା ,ଝାଡଖଣ୍ଡ  ଡଃ ରଘୁନାଥ ମେହେର ଅବସରପ୍ରାପ୍ତ ଓଡିଆ ପ୍ରାଧ୍ୟାପକ ଯୋଗ ଦେଇଥିଲେ । ପ୍ରଥମେ ମହାବିଦ୍ୟାଳୟର ପ୍ରାଣପ୍ରତିଷ୍ଠାତା ବ୍ରଜମୋହନ ପଣ୍ଡାଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରାଯାଇ ପ୍ରଦୀପ ପ୍ରଜ୍ଜଳନ କରାଯାଇ ଥିଲା। ବିଭାଗର ମୁଖ୍ୟ ଡଃ ଶାନ୍ତିଲତା ବାରିକ ସ୍ବାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଡଃ ଅଜିତ କୁମାର ନାଥ   କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।ପାଠ୍ୟଚକ୍ରର ଦ୍ବିତୀୟ ଅଧିବେଶନରେ ଡଃ ରଘୁନାଥ ମେହେରଙ୍କ ସଭାପତିତ୍ବରେ ଓଡିଆ ଲୋକସାହିତ୍ୟ ର ବିଭିନ୍ନ ଦିଗ ଉପରେ ଭିତ୍ତି ପ୍ରବନ୍ଧ ପାଠ କରାଯାଇଥିଲା । ଏଥିରେ ବିଭିନ୍ନ କଲେଜରୁ ଆସିଥିବା ଅଧ୍ୟାପକ,ଅଧ୍ୟାପିକା ,ଗବେଷକ  ମାନେ ନିଜର ପ୍ରବନ୍ଧ ପାଠ କରିଥିଲେ ।  ଏ ଉପରେ ଆଲୋଚକ ମାନେ ଲୋକସଂସ୍କୃତି କିପରି ଲୋକଜୀବନର ଅବିଚ୍ଛେଦ ଅଙ୍ଗ ଓ ଲୋକଜୀବନରେ ଏହାର ଆଭିମୁଖ୍ୟ କ'ଣ  ସେ ଉପରେ ମତାମତ ରଖିଥିଲେ । ସମସ୍ତ ଅଂଶଗ୍ରହଣକାରୀଙ୍କୁ ପ୍ରମାଣ ପତ୍ର ବଣ୍ଟନ କରାଯାଇ ଶେଷରେ ଅଧ୍ୟାପିକା ସଂଘମିତ୍ରା ମହାକୁର ଧନ୍ୟବାଦ ଅର୍ପଣ କରିଥିଲେ ।  ମହାବିଦ୍ୟାଳୟର ଡଃ ରଂଜିତ ପଧାନ  ଅଧ୍ୟାପିକା ଯଶୋବନ୍ତୀ ସା , ଅଧ୍ୟାପକ ଚୂଳରାଜ ମେହେର ସମେତ ସମସ୍ତ ଛାତ୍ରଛାତ୍ରୀ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026

You Might Also Like