-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ସଭା ସାଂସଦ ନିରଞନ ବିଶି ଙ୍କ ମୁରିବାହାଲ ଗ୍ରସ୍ତ,ମୁରିବାହାଲ ରେ ଆଦିବାସୀ କଳା ପ୍ରଚାର ପ୍ରସାର କଳାକେନ୍ଦ୍ର ର ଶୁଭ ଉଦ୍ଘାଟନ

05-Sep-2023



ମୁରିବାହାଲ(ସୁଦାମ ଚରଣ ବଘାର ): ରାଜ୍ୟ ସଭା ସାଂସଦ ନିରଞନ ବିଶି ସୋମବାର ମୁରିବାହାଲ ଗ୍ରସ୍ତ ରେ ଆସି ପ୍ରଥମେ ଚଲକି ହାଇସ୍କୁଲ ର ବାଳିକା ହଷ୍ଟେଲ କୁ ତୁରନ୍ତ କାର୍ଯ୍ୟ କାରି କରିବା ନେଇ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।ମୁରିବାହାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ଡ଼ିଗ୍ରୀ କଲେଜ କୁ ଯାଇ ପରିଦର୍ଶନ କରିଥିଲେ ଏବଂ ଆଦିବାସୀ ଓ ହରିଜନ ଛାତ୍ରଛାତ୍ରୀ ଙ୍କ ନିମନ୍ତେ ୧୨୦ ଶଯ୍ୟା ବିଶିଷ୍ଟ ଛାତ୍ରବାସ ନିର୍ମାଣ ଆବଶକ୍ୟ ଥିବା ରୁ ଉଭୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ଡ଼ିଗ୍ରୀ କଲେଜ ରେ120 ଶଯ୍ୟା ବିଶିଷ୍ଟ ଛାତ୍ରବାସ ନିର୍ମାଣ ର ପ୍ରତିଶୃତି ଦେଇଥିଲେ l ଏହାପରେ ସେ ମୁରିବାହାଲ ଉଚ୍ଚବିଦ୍ୟାଳୟ ପରିଦର୍ଶନ ଯାଇ ସୁବିଧା ଅସୁବିଧା ଦେଖିଥିଲେ l ଏହାପରେ ମୁରିବାହାଲ କଲ୍ଯାଣ ମଣ୍ଡପ ଠାରେ ଆଦିବାସୀ କଳା ପ୍ରଚାର ପ୍ରସାର କଳାକେନ୍ଦ୍ର ର ଶୁଭ ଉଦ୍ଘାଟନ ରେ ମୁଖ୍ୟ ଅତିଥି ରୁପେ ଯୋଗ ଦେଇ ଥିଲେ ।

ଉଦ୍ଘାଟନୀ କାର୍ଯ୍ୟକ୍ରମ ରେ ରାଜ୍ଯ ସଭା ସାଂସଦ ନିରଞ୍ଜନ ବିଶି ମୁଖ୍ଯ ଅତିଥି ଭାବେର ଯୋଗ ଦେଇ ଆଦିବାସୀ କଳା ସଂସ୍କୁତି ବିଷୟରେ ମତବ୍ୟକ୍ତ କରିଥିଲେ। ସମ୍ମାନିତ ଅତିଥି ଭାବରେ ମୁରିବାହାଲ ବ୍ଲକ ଅଧକ୍ଷ ହରିବନ୍ଧୁ ମେହେର, କଳାକାର ସାଜିଦ ମହମ୍ମଦ, ମଧୁସୁଦନ ମହାନନ୍ଦ ଯୋଗ ଦେଇ କଳାକେନ୍ଦ୍ର ର ଶୁଭ ଉଦ୍ଘାଟନ କରିଥିଲେ। କାର୍ଯ୍ୟକ୍ରମ କୁ ଦୀପକ ରଞନ ବାଗ ପରିଚାଳନା କରିଥିବା ବେଳେ କଳାକାର ସୁଦ୍ରସନ ଦୀପ ଏହି କଳାକେନ୍ଦ୍ର ପ୍ରତିଷ୍ଠା ନେଇ ଅଞ୍ଚଳର କଳାକାର ମାନଙ୍କ ଉନ୍ନତି ସାଧନା ନିମନ୍ତେ ଏକ ଦ୍ରଢ ପଦକ୍ଷେପ ଗ୍ରହଣ କରିଥିବାର ଜଣାଯାଏ। ଏହି କାର୍ଯ୍ୟକ୍ରମ ରେ ମୁରିବାହାଲ ରାଜ୍ୟସଭା ସାଂସଦ ନୋମିନି ଶୀଧେଶ୍ୱର ଦାସ, ଆଦିବାସୀ କଲ୍ୟାଣ ସଂଘ ସଭାପତି ରାଜୀବ କୁଆଁର, ଦିଲୀପ ପଶାୟତ, ଗୋବିନ୍ଦ ବଘାର, ଭୁବନ ମାଝୀ, ଖୁସିରାମ ଧାରୁଆ, ଧନୁ ଧାରୁଆ, ଯୁଧିଷ୍ଠିର ମାଝୀ, ପତ୍ରଙ୍ଗି ମାଝୀ କ୍ଷୀର ଭୋଇ, ସରସ୍ବତୀ ଭୋଇ, ଲିଙ୍ଗରାଜ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like