-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||     

HOME   ଜିଲ୍ଲା

ହାଉସ ଡ୍ରେସ ଏବଂ ନୂତନ ୟୁନିଫର୍ମ ପିନ୍ଧି ଖୁସିରେ ଗୁରୁ ଦିବସ ପାଳନ କଲେ

05-Sep-2023



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ହାଇସ୍କୁଲରେ ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ପଶାୟତ ଙ୍କ ଅଧ୍ୟକ୍ଷତାରେ ଆଜି ପବିତ୍ର ଗୁରୁ ଦିବସ ପାଳିତ ହୋଇଯାଇଛି । ପ୍ରାରମ୍ଭରେ ଡ ସର୍ବପଲ୍ଲି ରାଧାକୃଷ୍ଣ ଙ୍କ ଫଟୋ ଚିତ୍ର ପ୍ରତି ପୂଜାର୍ଚ୍ଚନା କରାଯାଇଥିଲା। ଏହାପରେ ଛାତ୍ରୀମାନେ ଶିକ୍ଷକ ମାନଙ୍କୁ ଫୁଲ ଚନ୍ଦନ ଦେଇ ଗୁରୁ ବନ୍ଦନା କରିଥିଲେ । ବରିଷ୍ଠ ଶିକ୍ଷକ ଦିନବନ୍ଧୁ ପ୍ରଧାନ, ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ, ସ୍ନିଗ୍ଧା ପଧାନ, କିରଣ ପଟେଲ ପ୍ରମୁଖ ଗୁରୁ ଦିବସ ର ମହତ୍ତ୍ଵ ବିଷୟ ରେ ମତବ୍ୟକ୍ତ କରିଥିଲେ । ଛାତ୍ରଛାତ୍ରୀ ସିତୁ ସାହୁ, ନିରୁ ଷଣ୍ଢ , ମୁସ୍କାନ, ପ୍ରିନ୍ସ, ଲିପ୍ସା, ଶୁଭଶ୍ରୀ ପ୍ରମୁଖ ନିଜ ନିଜ ର ବକ୍ତବ୍ୟ ରଖି ଦିବସର ଗୁରୁତ୍ୱାରୋପ କରିଥିଲେ । ନବମ ଶ୍ରେଣୀର ଜନନୀକା ଓ ଝରଣା କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ । ସରକାରଙ୍କ ତରଫରୁ ଯୋଗାଇ ଦିଆ ଯାଇଥିବା ନୂତନ ୟୁନିଫର୍ମ ଏବଂ

ହାଉସ ଡ୍ରେସ ଆଜିର ଦିନରେ ପ୍ରଥମେ ପରିଧାନ କରି ସମସ୍ତ ଛାତ୍ରଛାତ୍ରୀ ଖୁସିରେ ଗୁରୁ ଦିବସରେ ଅଂଶ ଗ୍ରହଣ କରିଥିଲେ। ଜିଲ୍ଲା ସ୍ତରୀୟ ବିଜ୍ଞାନ ସେମିନାର ରେ କୃତିତ୍ଵ ହାସଲ କରିଥିବା ଦଶମ ଶ୍ରେଣୀର ଛାତ୍ରୀ ସିତୁ ସାହୁ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ମୋ ସ୍କୁଲ ଅଭିଯାନ ସଭାପତି ସତ୍ୟ ପ୍ରଧାନ , ସଦସ୍ୟ କିଶୋର ପୁଟେଲ, ବିରେନ୍ଦ୍ର ସାହୁ, ସୁବଳ ଯୁଆଡି ପ୍ରମୁଖ ଙ୍କ ସହଯୋଗ ରେ ଆଜିର ଦିବସରେ ସ୍କୁଲ ଖେଳ ପଡ଼ିଆରେ ଆମ୍ବ, ନିମ୍ବ ପ୍ରଭୃତି କିସମର ୧୦ ଗୋଟି ଚାରା ରୋପଣ କରାଯାଇଥିଲା। ଶେଷରେ କିରଣ ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026

You Might Also Like