-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ଗ୍ରେଡ଼ ପେ ଏବଂ ଘରଭଡ଼ା ପାଇଁ ଅଧ୍ୟାପକ ଙ୍କ ପ୍ରତିବାଦ

05-Sep-2023



ବଲାଙ୍ଗିର (ପ୍ରେରଣା ଖବର )ରାଜ୍ୟ ର 488 ଟି କଲେଜ୍ ରେ ଥିବା ପ୍ରାୟ 4000 ଅଧ୍ୟାପକ ଆଜି ଆନ୍ଦୋଳନ କୁ ଓହ୍ଲାଇ ଛନ୍ତି I ସେମାନଙ୍କ ଅଭିଯୋଗ ହେଲା ଯେ State Selection Board ଦ୍ଵାରା ଲିଖିତ, ମୌଖିକ ଏବଂ କ୍ୟାରିଅର ମାର୍କ ଏଭଳି ତିନୋଟି ପର୍ଯ୍ୟାୟ ଦେଇ ସେମାନଙ୍କୁ ଅଧ୍ୟାପକ ପାଇଁ ଚୟନ କରାଯାଉଥିବା ବେଳେ ମିଳୁଛି ହାଇସ୍କୁଲ ଶିକ୍ଷକ ଙ୍କ ସହିତ ସମାନ ଦରମା I ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଏକଲ ବିଦ୍ୟାଳୟ ଏବଂ କେନ୍ଦ୍ରୀୟ ବିଦ୍ୟାଳୟ ର ପିଜିଟି ଶିକ୍ଷକ ମାନେ ଯେତେ ଦରମା ପାଉଛନ୍ତି ଓଡ଼ିଶାର ଡ଼ିଗ୍ରୀ କଲେଜ୍ ରେ କାର୍ଯ୍ୟରତ ଥିବା ଅଧ୍ୟାପକ ମାନେ ମଧ୍ୟ ସେତିକି ପାଉଛନ୍ତି I ଘର ଠାରୁ ଦୂର ଦୂରାନ୍ତ ରେ ସରକାର ନିଯୁକ୍ତ ଦେଇଥିଲେ ଥିଲେ ମଧ୍ୟ ଘର ଭଡ଼ା ଦେଉନାହାନ୍ତି I ଅନେକ କଲେଜ୍ ରେ ଯୁକ୍ତ ଦୁଇ ଠାରୁ ସ୍ନାତକୋତ୍ତର ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ାଉ ଠିଲେ ହେଁ ମିଳୁଛି ହାଇସ୍କୁଲ ଶିକ୍ଷକ ଙ୍କ ଗ୍ରେଡ଼ ପେ 4600 ହାର ରେ ଦରମା I ତେଣୁ ଏଇ ଅସଙ୍ଗତି କୁ ଦୂର କରି 5600 ଗ୍ରେଡ୍ ପେ ଆକାରରେ ଦରମା ପିଛଲା ଭାବରେ ଲାଗୁ କରିବା ପାଇଁ ଏବଂ ଘର ଭଡ଼ା ଦେବା ପାଇଁ ଅଧ୍ୟାପକ ମାନେ ବାରମ୍ବାର ଗୁହାରି କରିଥିଲେ ବି ସରକାର ଶୁଣୁ ନଥିବାରୁ ଆଜି କଳା ବ୍ୟାଚ୍ ପିନ୍ଧି ଆନ୍ଦୋଳନ କୁ ଓହ୍ଲାଇ ଛନ୍ତି I ତେବେ ପାଠ ପଢ଼ାରେ କୌଣସି ବ୍ୟାଘାତ ନ କରି ଅଧ୍ୟାପକ ମାନେ କଳା ଵ୍ୟାଚ୍ ପିନ୍ଧି ପ୍ରତିବାଦ କରିଛନ୍ତି I ବଲାଙ୍ଗୀର ଜିଲ୍ଲାରେ ଡି. ଏ. ଭି.( ସ୍ୱୟଂ ଶାସିତ) କଲେଜ, ଟିଟିଲାଗଡ଼, ଜବାହାର କଲେଜ,ପାଟଣା ଗଡ଼, କେ ଭି କଲେଜ କଣ୍ଟାବାଞ୍ଜି, ଏପି ଏସ କଲେଜ୍ ରୋଥ, ଆଗଲପୁର, ବେଲ ପଡା କଲେଜ, ଲୋଇସିଂହା କଲେଜ, ସଇଁତଳା କଲେଜ ରେ ଆଜି ଷ୍ଟେଟ ସିଲେକ୍ସନ୍ ବୋର୍ଡ ଦ୍ଵାରା ନିଯୁକ୍ତ ଅଧ୍ୟାପକ ମାନେ କଳା ବ୍ୟାଜ ପିନ୍ଧି ନିରବ ପ୍ରତିବାଦ କରିଥିଲେ I ସମସ୍ୟା ର ସମାଧାନ ନ ହେଲେ ଆଗକୁ ଆନ୍ଦୋଳନ କରିବା ପାଇଁ ବାଧ୍ୟ ହେବୁ ବୋଲି ଅଧ୍ୟାପକ ଅଧ୍ୟାପିକା ମାନେ କହିଛନ୍ତି I ତେଣୁ ଏଇ ଅସଙ୍ଗତି


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like