-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ସରସ୍ବତୀ ଶିଶୁ ମନ୍ଦିର ଚନ୍ଦନଭାଟି ଠାରେ ଗୁରୁ ଦିବସ ପାଳନ

05-Sep-2023



ବଲାଙ୍ଗିର (ସୁଦାମ ଚରଣ  ବଘାର)
ସରସ୍ବତୀ ଶିଶୁ ମନ୍ଦିର ଚନ୍ଦନଭାଟି ଠାରେ  ପବିତ୍ର ଗୁରୁ ଦିବସ ପାଳିତ ହୋଇଯାଇଅଛି। କଅଗାଁ ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ଶ୍ରୀଯୁକ୍ତ ଭାଗିରଥି ମିଶ୍ର ମୁଖ୍ଯ ଅତିଥି ଭାବରେ ଯୋଗ ଦେଇ ଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ। ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ଶ୍ରୀଯୁକ୍ତ ରାମଚନ୍ଦ୍ର ପ୍ରଧାନ ଉପସ୍ଥିତ ରହିବା ସହିତ ଶିଶୁ ଭାଇଭଉଣୀ ଙ୍କୁ ଆରୁଣୀ ଓ ଏକଲବ୍ୟ କାହାଣୀ ମାଧ୍ଯମରେ ଶିଶୁଙ୍କୁ ଗୁରୁଶିଷ୍ୟ ସଂପର୍କ ଉପରେ ମାର୍ଗଦର୍ଶନ କରିଥିଲେ। ବିଦ୍ୟାଳୟ ର ପ୍ରଧାନ ଆଚାର୍ଯ୍ୟ ପ୍ରଭୁଦତ୍ତ ବିଶି ଅତିଥି ପରିଚୟ ପ୍ରଦାନ କରିଥିଲେ। ଅଷ୍ଟମ ଶ୍ରେଣୀ ର ଭଉଣୀ ମାନେ ସ୍ବାଗତ ସଙ୍ଗୀତ ଗାନ କରିଥିଲେ। ଆଚାର୍ଯ୍ୟ ଟିକେଶ୍ବର ମିଶ୍ର ନିଜ ବକ୍ତବ୍ଯ ରେ ଶିଶୁଙ୍କୁ ଗୁରୁ ଭକ୍ତି ଉପରେ ମାର୍ଗଦର୍ଶନ କରିଥିଲେ। ଶିଶୁଭଉଣୀ ସିଦ୍ଧି ଥନାପତି , ଅଞ୍ଜଳି ପଟେଲ, ଅଞ୍ଜଳି ମେହେର ଓ ଶ୍ରୁତି ମେହେର ଗୁରୁ ଦିବସ ବିଷୟରେ ନିଜ ନିଜର ଭାଷଣ ପ୍ରଦାନ କରିଥିଲେ।ଏହି ଅବସରରେ ସଭାପତି ଶ୍ରୀଯୁକ୍ତ ରାମଚନ୍ଦ୍ର ପ୍ରଧାନ ସମସ୍ତ ଆଚାର୍ଯ୍ୟ,ଆଚାର୍ଯ୍ୟା ତଥା ସେବକ, ସେବିକାଙ୍କୁ ଅନୁଷ୍ଠାନ ତରଫରୁ ଗଣବେଶ ପ୍ରଦାନ କରିଥିଲେ।ଆଚାର୍ଯ୍ୟା ଶ୍ରୀମତୀ ସରିତା ପାଣିଗ୍ରାହୀ ସଭା ସଂଯୋଜନା କରିଥିବା ବେଳେ ଆଚାର୍ଯ୍ୟ ଦୀଲିପ ଥନାପତି ଧନ୍ଯବାଦ ଅର୍ପଣ କରିଥିଲେ । ସମସ୍ତ ଆଚାର୍ଯ୍ୟ ଆଚାର୍ଯ୍ୟା ତଥା ସେବିକା ଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳତାର ସହ ସମାପିତ ହୋଇଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like