-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||     

HOME   ଜିଲ୍ଲା

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ର ଗୁରୁଜୀ ଗୁରୁମାଁ ଙ୍କୁ ଗୁରୁପୁଜନ କଲେ ପଶ୍ଚିମାଞ୍ଚଲ୍ ଏକତା ମଞ୍ଚ୍ ନାରୀ ଶକ୍ତି*

05-Sep-2023




    ସମ୍ବଲପୁର ତା.(ସଂଜୀବକୁମାରପାଣିଗ୍ରାହୀ)- ଆଜି ହେଉଛି ଭରତ ର ପୁର୍ବତନ ରାଷ୍ଟ୍ରପତି ଡ.ସର୍ବପଲ୍ଲୀ ରାଧାକୃଷ୍ଣନ ଙ୍କ ଜନ୍ମଦିନ ତଥା ପୁଣ୍ୟ ପବିତ୍ର ଗୁରୁଦିବସ । ଆଜିର ଦିନରେ ବିଭନ୍ନ ଶିକ୍ଷାନୁଷ୍ଠାନ ସମେତ ଅନ୍ୟାନ୍ୟ ଅନୁଷ୍ଠାନ ପ୍ରତିଷ୍ଠାନ ମାନଙ୍କରେ ମଧ୍ଯ ଭିନ୍ନ ଭିନ୍ନ ଢ଼ଙ୍ଗରେ ଗୁରୁଦିବସ ପାଳନ କରାଯାଇଥାଏ ।
ଅଞ୍ଚଳ ର ଅଗ୍ରଣୀ ସାମାଜିକ ସାଂସ୍କୃତିକ ସ୍ବେଚ୍ଛାସେବୀ ଅନୁଷ୍ଠାନ ପଶ୍ଚିମାଞ୍ଚଲ୍ ଏକତା ମଧ୍ଯ ଆଜିର ଦିନଟିକୁ ଭିନ୍ନ ଏକ ଢଙ୍ଗ ରେ ପାଳନ କରିଛି । ପଶ୍ଚିମାଞ୍ଚଲ୍ ଏକତା ମଞ୍ଚ୍ ନାରୀ ଶକ୍ତି ପକ୍ଷରୁ ସ୍ଥାନୀୟ ସିଦ୍ଧେଶ୍ୱରବେର୍ଣ୍ଣା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଗୁରୁପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
       ଆଜି ସକାଳେ ମଞ୍ଚ ର ନାରୀ ଶକ୍ତି ର ସଦସ୍ୟା ମାନେ ପୂର୍ବନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁସାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ରେ ପହଞ୍ଚି ଥିଲେ । ସେଠାରେ ଉପସ୍ଥିତ ସମସ୍ତ ଗୁରୁଜୀ ଗୁରୁମାଁ ମାନଙ୍କୁ ଯଥା ବିଧି ରୀତିନୀତି ଅନୁସାରେ  ଗୁରୁପୂଜନ କରିଥଲେ । କାର୍ଯ୍ୟକ୍ରମ ରେ ଶିଶୁ ବିଦ୍ୟା ମନ୍ଦିର ର ଛାତ୍ରଛାତ୍ରୀ ମାନେ ମଧ୍ଯ ସାମିଲ ହୋଇଥିଲେ । କୌଣସି ଅନୁଷ୍ଠାନ ପକ୍ଷରୁ ବିଦ୍ୟାଳୟ ରେ ଏହା ପ୍ରଥମ ଥର ପାଇଁ ଗୁରୁପୂଜନ କାର୍ଯ୍ୟକ୍ରମ ର ଆୟୋଜନ ହୋଇଥିବାରୁ ବିଦ୍ୟାଳୟ ର ପ୍ରଧାନ ଆଚାର୍ଯ୍ୟ ମଞ୍ଚ କୁ ଧନ୍ୟବାଦ୍ ଜଣାଇଥିଲେ ।
      ନାରୀ ଶକ୍ତି ଜିଲ୍ଲା ସଂଯୋଜିକା ସ୍ଵସ୍ତିକା ନାୟକ ଙ୍କ ନେତୃତ୍ୱରେ ହୋଇଥିବା ଆଜିର କାର୍ଯ୍ୟକ୍ରମ ରେ ଝୁନୁ ତ୍ରିପାଠୀ, ପଙ୍କଜିନି ବୈଠାରୁ, ଲକ୍ଷ୍ମୀପ୍ରିୟା ପ୍ରଧାନ, ତୃପ୍ତିମୟୀ ପଣ୍ଡା, ଯାମିନୀ ଠାକୁର, ଜୟଶ୍ରୀ ପୁରୋହିତ, କାନ୍ତି ମେହେର, ପଦ୍ମିନୀ ବୈଠରୁ, ସବିତା ନନ୍ଦ ପ୍ରମୁଖ ସାମିଲ ହୋଇଥିଲେ । ମଞ୍ଚ ର ସକ୍ରିୟ କାର୍ଯ୍ୟକର୍ତ୍ତା ଶରତ କୁମାର ବହିଦାର, ଆବାହକ ଭବାନୀ ଶଙ୍କର ଭୋଇ ଓ ମୁଖ୍ୟ ସଂଯୋଜକ ମାନସ ରଞ୍ଜନ ବକ୍ସି କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026

You Might Also Like