-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ବିବେକାନନ୍ଦ ଶିକ୍ଷା କେନ୍ଦ୍ର, ବଡ଼ ବଜାର, ସମ୍ବଲପୁର ଠାରେ ପବିତ୍ର ଗୁରୁ ଦିବସ ମହାସମାରୋହରେ ପାଳିତ

05-Sep-2023




ସମ୍ବଲପୁର : ( ସଂଜୀବକୁମାରପାଣିଗ୍ରାହୀ ) : ସମ୍ବଲପୁର ବଡ଼ ବଜାର ସ୍ଥିତ ବିବେକାନନ୍ଦ ଶିକ୍ଷା କେନ୍ଦ୍ର ପକ୍ଷରୁ ଆଜି ପବିତ୍ର ଗୁରୁ ଦିବସ ଓ ଭାରତର ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ଡ଼ଃ ସର୍ବପଲ୍ଲୀ ରାଧାକୃଷ୍ଣନ୍ ଙ୍କର 136ତମ ପବିତ୍ର ଜନ୍ମ ଜୟନ୍ତୀ ଉତ୍ସବ ମହାସମାରୋହ ରେ ପାଳିତ ହୋଇ ଯାଇଛି | ଶିକ୍ଷାକେନ୍ଦ୍ର ର ଅଧ୍ୟକ୍ଷା ଶ୍ରୀମତୀ ବବିତା ଦାସ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବରେ ସଂସ୍କୃତିରତ୍ନ ଶ୍ରୀଯୁକ୍ତ କାର୍ତ୍ତିକ ପ୍ରସାଦ ବହିଦାର୍ ଏବଂ ସମ୍ମାନୀତ ଅତିଥି ଭାବରେ ବରିଷ୍ଠ ସାମ୍ବାଦିକ ଶ୍ରୀଯୁକ୍ତ ହରି ଶଙ୍କର ମିଶ୍ର ଯୋଗଦାନ କରିଥିଲେ |
               ପ୍ରାରମ୍ଭରେ ମୁଖ୍ୟ ଅତିଥି ସଂସ୍କୃତି ରତ୍ନ ଶ୍ରୀଯୁକ୍ତ କାର୍ତ୍ତିକ ପ୍ରସାଦ ବହିଦାର୍ ଙ୍କ ଦ୍ୱାରା ମାଁ ସମଲେଶ୍ୱରୀ, ସ୍ୱାମୀ ବିବେକାନନ୍ଦ ଓ ଭାରତରତ୍ନ ଡ଼ଃ ସର୍ବପଲ୍ଲୀ ରାଧାକୃଷ୍ଣନ୍ ଙ୍କ ଫଟୋଚିତ୍ର ଉପରେ ପୁଷ୍ପ ମାଲ୍ୟାର୍ପଣ, ପ୍ରଦୀପ ପ୍ରଜ୍ବଳନ, ଧୂପ ଦୀପ ଦ୍ୱାରା ପୂଜାର୍ଚ୍ଚନା ପରେ ଛାତ୍ରଛାତ୍ରୀ ମାନେ ସାମୂହିକ ଗୁରୁ ବନ୍ଦନା ଗାନ କରିଥିଲେ |
               ଭାରତୀୟ ସଂସ୍କୃତିରେ ମାତା ପିତା ଏବଂ ଗୁରୁ ମାନଙ୍କୁ ଦେବୀଦେବତା ଙ୍କ ଶ୍ରେଷ୍ଠ ଆସନ ଓ ମର୍ଯ୍ୟାଦା ପ୍ରଦାନ ପୂର୍ବକ ସମ୍ମାନ ଦେବାର ପରମ୍ପରା ଏବଂ ମହାନ୍ ଗୁରୁ ଶିଷ୍ୟ ପରମ୍ପରା ଆବାହମାନ କାଳରୁ ରହି ଆସିଛି | ଏହାଦ୍ୱାରା ଛାତ୍ରଛାତ୍ରୀ ମାନଙ୍କ ବିଦ୍ୟାଶିକ୍ଷା ସଙ୍ଗେ ସଙ୍ଗେ ନୈତିକ ଶିକ୍ଷା, ଆଧ୍ୟାତ୍ମିକ ଶିକ୍ଷା, ସଂସ୍କୃତି ର ଶିକ୍ଷା ଓ ଚରିତ୍ର ନିର୍ମାଣ ସହ ପୂର୍ଣ୍ଣାଙ୍ଗ ବିକାଶ ହୋଇ ପାରିଥାଏ ବୋଲି ମୁଖ୍ୟ ଅତିଥି ସଂସ୍କୃତି ରତ୍ନ ଶ୍ରୀଯୁକ୍ତ କାର୍ତ୍ତିକ ପ୍ରସାଦ ବହିଦାର୍ ନିଜ ଉଦ୍'ବୋଧନ ରେ କହିଥିଲେ | ଭାରତରତ୍ନ ଡ଼ଃ ସର୍ବପଲ୍ଲୀ ରାଧାକୃଷ୍ଣନ୍ ଙ୍କ ଜୀବନ ଦର୍ଶନ ଉପରେ ସେ ଆଲୋକପାତ କରିଥିଲେ |
               ସମ୍ମାନୀତ ଅତିଥି ଶ୍ରୀଯୁକ୍ତ ହରି ଶଙ୍କର ମିଶ୍ର ନିଜ ବକ୍ତବ୍ୟରେ ସ୍ୱାମୀ ବିବେକାନନ୍ଦ ଙ୍କ ଆଦର୍ଶରେ ପରିଚାଳିତ ଏହି ଶିକ୍ଷାକେନ୍ଦ୍ରର ସମସ୍ତ ଶିକ୍ଷୟିତ୍ରୀ ମାନଙ୍କ ଅଧ୍ୟବସାୟ ଓ ସ୍ନେହପୂର୍ଣ୍ଣ ବ୍ୟବହାରର ସେ ଭୁୟସୀ ପ୍ରଶଂସା କରିଥିଲେ |
               ଶିକ୍ଷୟିତ୍ରୀ ସୁଶ୍ରୀ ତୃପ୍ତି ମାଝୀ,  ସୁଶ୍ରୀ ସୁଜ୍ଞାନୀ ମାହାଣା ଓ ଶ୍ରୀମତୀ ସନ୍ତୋଷିନୀ ଦେବୀ ଙ୍କ ପରିଚାଳନାରେ ଶିକ୍ଷାକେନ୍ଦ୍ରର ଛାତ୍ରଛାତ୍ରୀ ମାନେ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ | ଏହି ଅବସରରେ ଶିକ୍ଷାକେନ୍ଦ୍ରର ଅଧ୍ୟକ୍ଷାଙ୍କ ସମେତ ସମସ୍ତ ଶିକ୍ଷୟିତ୍ରୀ ମାନଙ୍କୁ ତିଳକ ଲଗାଇ, ପୁଷ୍ପଗୁଚ୍ଛ ଦେଇ, ଉତ୍ତରୀୟ ଦେଇ ଏବଂ ଉପହାର ଦେଇ ମୁଖ୍ୟ ଅତିଥି ଶ୍ରୀଯୁକ୍ତ ବହିଦାର୍ ସମ୍ମାନୀତ ଓ ସମ୍ବର୍ଦ୍ଧିତ କରିଥିଲେ |
               ବିବେକାନନ୍ଦ ଶିକ୍ଷା କେନ୍ଦ୍ର ର ଛାତ୍ରଛାତ୍ରୀ, ଅବିଭାବକ ମାନଙ୍କ ସମେତ ସହରର ବହୁ ଭଦ୍ରବ୍ୟକ୍ତି ଓ ଭଦ୍ର ମହିଳା ଉପସ୍ଥିତ ଥିଲେ | ସମସ୍ତଙ୍କ ଦ୍ୱାରା ସାମୁହିକ ଜାତୀୟ ସଂଗୀତ ଗାନ ପରେ ଶିକ୍ଷୟିତ୍ରୀ ସୁଶ୍ରୀ ତୃପ୍ତି ମାଝି ଧନ୍ୟବାଦ ଅର୍ପଣ କରିଥିଲେ |
========================

 


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like