-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ନାଗରିକ କମିଟି ପକ୍ଷରୁ ଗୁରୁ ଦିବସ ପାଳିତ 

05-Sep-2023



ବଲାଙ୍ଗୀର , ଆଜି ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ବଲାଙ୍ଗିର ନାଗରିକ କମିଟି ପକ୍ଷରୁ କମିଟିର ସଭାପତି ଇଂ. ବେଲାରସିଂ ଭୋଇଙ୍କ ସଭାପତିତ୍ୱରେ ଗୁରୁ ଦିବସ ପାଳିତ ହୋଇଯାଇଛି । ଏଥିରେ ନାଗରିକ କମିଟିର ସଦସ୍ୟ, ସ୍କୁଲର ଛାତ୍ରୀ ଓ କର୍ମଚାରୀ ମାନେ ଅଂଶଗ୍ରହଣ କରିଥିଲେ । ମୁଖ୍ୟ ଅତିଥି ରୂପେ ପ୍ରଫେସର ମଧୁସୂଦନ ପତି ଯୋଗ ଦେଇ ଗୁରୁ ଓ ଶିଷ୍ୟ ର ସଂପର୍କ ଠିକ ରହି ନିଜର ତ୍ତ୍‌ର୍ବ୍ୟ କରି ଶିକ୍ଷାଦାନର ମହତ୍ତ୍ୱ ବୁଝିଲେ ଭାରତବର୍ଷ  ପୂର୍ବ ପର ଜଗତଗୁରୁ ହୋଇପାରିବ ବୋଲି କହିଥିଲେ । ମୁଖ୍ୟ ବକ୍ତା ରୂପେ ମହିଳା ମହାବିଦ୍ୟାଳୟର  ଅଧ୍ୟାପକ ରତିକାନ୍ତ ନାଏକ ଭାରତବର୍ଷରେ ଗୁରୁଶିଷ୍ୟର ସଂପର୍କ ବହୁତ ଉଚ୍ଚକୋଟିର, ବର୍ତ୍ତମାନ ତାର ପ୍ରାସଙ୍ଗିକତା ରହିଛି ବୋଲି ବକ୍ତବ୍ୟ ପ୍ରଦାନ କରିଥିଲେ ।

କମିଟିର ସାଧାରଣ ସଂପାଦକ ମନୋରଂଜନ ସାହୁ ଙ୍କ ପରିଚାଳନାରେ ଆୟୋଜିତ ଏହି ଉତ୍ସବରେ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ  ପ୍ରଧାନ ଶିକ୍ଷକ ନରେନ୍ଦ୍ର ନାଥ ମିଶ୍ର ଓ ଶିକ୍ଷୟିତ୍ରୀ ଭାରତୀ ପଟ୍ଟନାୟକଙ୍କୁ  କମିଟି ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏଥିରେ ଅଧ୍ୟାପକ ସଦାଶିବ ମଲ୍ଲିକ, ସାମ୍ବାଦିକ  ଅଖିଳ ଚନ୍ଦ୍ର ହୋତା, ଡ. ରାଧାକାନ୍ତ ମିଶ୍ର ଉପସ୍ଥିତ ରହି  କମିଟିର ସଭ୍ୟ ଓ ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ । ବରିଷ୍ଠ ସଭ୍ୟ ଗୋପଭୂଷଣ ନାଥ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ ବିମଳ ଚନ୍ଦ୍ର ଚୋପଦାର ଧନ୍ୟବାଦ ଅର୍ପଣ କରିଥିଲେ ।  

ସଭା ପରିଚାଳନାରେ ସଭ୍ୟ ଗଜେନ୍ଦ୍ର ଭ୍ରମର, ପୀତବାସ ପଣ୍ଡା, କସ୍ତୁରୀ ରଥ,  ଜୟରାମ ମିଶ୍ର, ଧର୍ମବ୍ରତ ରଥ, ରଘୁ ନନ୍ଦନ ସିଂହ, ଦିବାକର ହୋତା, ସରୋଜ ଚୋପଦାର, ସଲିମ୍ ଖାନ, ପର୍ଶୁରାମ ନାୟକ, ସୁବାଷ ଶତପଥୀ, ବାଦଲ ମହାକୁର, ଗୋବିନ୍ଦ ମିଶ୍ର, ହରେକୃଷ୍ଣ ପଟେଲ  ପ୍ରମୁଖ ଆୟୋଜନରେ ସହାୟତା କରିଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like