-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ସଡ଼କ ଦୁର୍ଘଟଣାରେ ଦୁଇ ମୃତ ଜଣେ ଗୁରୁତର

05-Sep-2023




(ପ୍ରେରଣା ଖବର)
 ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଥାନା ଅନ୍ତର୍ଗତ 353 ଜାତୀୟ ରାଜପଥ ବଡ଼ମହେଶ୍ୱର ଗ୍ରାମ ଠାରେ ମଙ୍ଗଳବାର ଭୋର୍ ସକାଳ ପ୍ରାୟ 3ରୁ 4 ଘଣ୍ଟା ପାଖାପାଖି ସମୟରେ ଏକ ମର୍ମତୁତ ସଡ଼କ ଦୁର୍ଘଟଣା ହୋଇଥିବା ବେଳେ ଘଟଣା ସ୍ଥଳରେ ଦୁଇ ଜଣ ଯୁବକଙ୍କ ମୃତ୍ୟୁ ହୋଇଯାଇଛି l ଆଉ ଜଣେ ଯୁବକ ଗୁରୁତର ଅବସ୍ଥାରେ ଖଡ଼ିଆଳ ହସ୍ପିଟାଲ୍ ରେ ଭର୍ତ୍ତି ହୋଇ ଚିକିତ୍ସା କରା ଯାଉଥିବା ଜଣା ପଡ଼ିଛି l ସୂଚନା ମିଳିଛି କି, ଯୁବକ ମାନେ ହେଲେ ଖଡ଼ିଆଳ ଥାନା ବରପଦର ଗ୍ରାମର ତିନି ଜଣ ଯୁବକ ଗୋବିନ୍ଦ ରାଉତ ( 25) ମାରୁତି ବେହେରା (25) ଓ ଆଲୋକ ରାଉତ (25) ତିନି ଜଣ ବୁଲେଟ୍ ଗାଡ଼ି (08ଏସ୍5228) ରେ ବସି କୋମନା ପଟ୍ କୁ ଯାଉଥିଲେ l ଜାତୀୟ ରାଜପଥ 353 ବଡ଼ ମହେଶ୍ବର ଗ୍ରାମ ଠାରେ କୌଣସି ଅଜଣା ଗାଡ଼ି ରେ ଧକ୍କା ହୋଇଥିଲା l ଯାହା ଫଳରେ ଦୁଇ ଜଣ ଯୁବକ ଗୋବିନ୍ଦ ରାଉତ ଓ ମାରୁତି ବେହେରା ଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଯାଇଥିଲା l ଆଉଜଣେ ଯୁବକ ଆଲୋକ ରାଉତ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି l ସକାଳ ସମୟରେ ଘଟଣା ଜଣା ପଡ଼ିବା ପରେ ପରିବାର ଲୋକେ ଆସି ସବ ପାଖରେ ରହି ରାସ୍ତା ରୋକ୍ କରିଛନ୍ତି l ଦୁର୍ଘଟଣା ଘଟାଇ ଥିବା ଟ୍ରକ୍ ର ନମ୍ବର୍ ସିଜି 04ଏନକେ 8838 ନମ୍ବର ପ୍ଲେଟ ପଡ଼ିଥିବା ବେଳେ ଏହି ଗାଡ଼ିଟି ଛତିଶଗଡ଼ ରାୟପୁର ର ଶ୍ରୀନିବାସ ରୋଡ଼ ଲାଇନ ର ବୋଲି ନେଟ୍ ରୁ ଜଣାପଡ଼ିଛି l 

ଦୁର୍ଘଟଣା ଘଟାଇ ଥିବା ଗାଡ଼ି ବିରୋଧରେ କଠୋର କାର୍ଯ୍ୟନୁଷ୍ଠାନ ନେବା ସହ ମୃତ ବ୍ୟକ୍ତିଙ୍କ ପରିବାର କୁ କ୍ଷତିପୂରଣ ଦାବୀରେ ପରିବାର ଲୋକେ  ଦାବିକରି ରାସ୍ତା ରୋକ କରିଛନ୍ତି l ଦାବୀ ପୂରଣ ନ ହେବା ପଯ୍ୟନ୍ତ ଆନ୍ଦୋଳନ ଜାରି ରଖିବେ ବୋଲି ପରିବାର ସୂତ୍ରରୁ ପ୍ରକାଶ l ଖଡ଼ିଆଳ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ପରିସ୍ଥିତି କୁ କଣ୍ଟ୍ରୋଲ ରେ ରଖିଥିବା ଜଣାପଡ଼ିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like