-+91-9937148622 |
prerana_bgr@rediffmail.com |
Friday 24th April 2026 |
R.N.I. Regd No. ODIODI/2010/46693
Breaking News
06-Sep-2023
ତୁୁଷୁରା (ପଞ୍ଚାନନ ନାଏକ)- ତୁଷୁରା ସହର ସ୍ଥିତ ସରସ୍ବତୀ ଶିଶୁବିଦ୍ୟା ମନ୍ଦିର ପରିପରରେ ଜନ୍ମାଷ୍ଟମୀ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ସୁଶୀଲ କୁମାର ଦାସଙ୍କ ସଭାପତିତ୍ବରେ ଏକ ସଭା ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ଯଅତିଥି ଭାବେ ପ୍ରମୋଦ କୁମାର ସାହୁ ଯୋଗଦେଇଥିଲେ । ବ୍ୟାସଦେବ ମେହେର ସଂଯୋଜନା କରିଥିବା ବେଳେ ବୃନ୍ଦାବନ ମେହେର ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ଶିଶୁମାନେ ରାଧାକୃଷ୍ଣ ବେଶରେ ସୁସଜ୍ଜିତ ହୋଇ ନଗର ପରିକ୍ରମା କରିଥିଲେ ।