-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବଡସାଇମରା ଠାରେ ନୂତନ ଧରଣୀ ପୀଠ  ଉତଘାଟନୀ ଉତ୍ସବ

06-Sep-2023



ମୁରିବାହାଲ(ସୁଦାମ ଚରଣ ବଘାର ): ବଲାଙ୍ଗୀର ଜ଼ିଲ୍ଲା ମୁରିବାହାଲ ବ୍ଲକ ବଡ଼ସାଇମରା ସଦର ମହୁକୁମା ଠାରେ ମଙ୍ଗଳବାର ଦିନ ନୂତନ ନିର୍ମାଣ ହୋଇଥିବା ଧରନୀ ପୀଠ ର ଉଦଘାଟନୀ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି I         ରାଜ୍ୟ ସଭା ସାଂସଦ  ନିରଞ୍ଜନ ବିଶି ଙ୍କର ଉଦ୍ଯମରେ କେବଳ ଏକ ଲକ୍ଷ ଟଙ୍କା ରେ ନୂତନ ଧରଣୀ ପିଠ ନିର୍ମାଣ ହୋଇ ଥିଲା I ଏହି ଅବସରରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ନେତୃତ୍ୱ ରେ ମୁରିବାହାଲ ବ୍ଲକ ଆଦିବାସୀ କଲ୍ୟାଣ ସଂଘ ସହ ଯୋଗ ରେ ପ୍ରାରମ୍ଭ ରେ ଆଦିବାସୀ ମାନେ ପାରମ୍ପାରିକ ବାଦ୍ଯ ସହ  ନଗର ପରୀକର୍ମା କରି ପୀଠ ରେ ରୀତିନୀତି ରେ ପୁଜା ଅର୍ଚନା କରି ଥିଲେ।        

ଏହା ପରେ ମୁରିବାହାଲ ବ୍ଲକ ଆଦିବାସୀ କଲ୍ୟାଣ ସଂଘ ର ସଭାପତି ରାଜୀବ କୁଅଁର ଙ୍କ ସଭାପତିତ୍ୱ ରେ ପୀଠ ଉତଘାଟନୀ  ସଭା ର ଆୟୋଜନ କରାଯାଇଥିଲା।ଏଥିରେ  ବଲାଙ୍ଗୀର ଜ଼ିଲ୍ଲା ପରିଷଦ ଉପାଧକ୍ଷା ମିଥିଲା ମାଝୀ ମୁଖ୍ୟ ଅତିଥି ରୂପେ ଉପସ୍ଥିତ ରହି  ଅନୁଷ୍ଠାନିକ ଭାବରେ ଉତଘାଟନ କରି ଥିଲେ I      ସମ୍ମାନନିୟ ଅତିଥି ରୂପେ ଅବସରପ୍ରାପ୍ତ ସୈନିକ ତଥା ସମିତି ସଭ୍ଯ ଗିରିରାଜ ସିଂ ମାଝୀ, ବଡ଼ସାଇମରା ଗ୍ରାମ ପଂଚାୟତ ସଂଘ ର ସଭାପତି ବିଶ୍ୱାମିତ୍ର ଭୋଇ,ଗୁଡିଘାଟ ସଂଘ ର ସଭାପତି  ଜୟଲାଲ ସିଂ ମାଝୀ, ସୁରେଶ ଭୋଇ, ପ୍ରମୁଖ ଉପସ୍ଥିତ ରହି ଏହି ପୁରାତନ ପିଠ ର ମହିମା, ଅଧିବାସୀ ମାନଙ୍କର ଇଷ୍ଟ ଦେବୀ ଅନେକ ଦିନରୁ ଅବହେଲିତ ଭାବରେ ପଡି ରହିଥିଲା କିନ୍ତୁ ଶ୍ରୀ ବିଶି ଙ୍କର ପ୍ରଚେଷ୍ଟା ରେ ଧରଣୀ ପୀଠନିର୍ମାଣ ହୋଇ ଥିବା ନେଇ କୃତଜ୍ଞତା ଜଣାଇ ଥିଲେ i

     ଏହି କାର୍ଯ୍ୟକ୍ରମ ରେ ସମ୍ପାଦକ ମକରଧଜ ଧରୁଆ, ନାଥ ହାତୀଖୁଜିଆ, ସୁରେଶ ମାଝୀ, ଅଗସ୍ତି ଶିକା, କୁମାର ଭୋଇ, ଡୁଳେଶ୍ଵର ଭୋଇ, ଜଗଦା ଭୋଇ, ପଦ୍ମଲୋଚନ ବରିହା, ରତନ ଲାଲ ଭୋଇ, ଭରତ ମାଝୀ, ଶ୍ରୀକାନ୍ତ ମାଝୀ, ରାମଧାରୀ ଵାରଲେବାଡିଆ, ଶେଷଦେବ ହାତୀଖୁଜିଆ, ସୌଦାକର ଭୋଇ, ବ୍ୟାସଦେବ ଭୋଇ, ସରସ୍ୱତୀ ଭୋଇ,ମୀରା ଭୋଇ, ଲକ୍ଷ୍ମି ମାଝି,ପତରଙ୍ଗୀ ମାଝି,ସଂଗଦ ଭୋଇ ପ୍ରମୁଖ ତଥା ଅଂଚଳ ର ଆଦିବାସୀ ବ୍ରୁନ୍ଦ ବହୁ ସଂଖ୍ଯା ରେ କାର୍ଯ୍ୟକ୍ରମ ରେ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like