-+91-9937148622 |
prerana_bgr@rediffmail.com |
Friday 24th April 2026 |
R.N.I. Regd No. ODIODI/2010/46693
Breaking News
06-Sep-2023
ରୁପ୍ରାରୋଡ (ସଞ୍ଜିବ ଦାସ )
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ଠାରେ ଜନ୍ମାଷ୍ଟମୀ ଉତ୍ସବ ପାଳନ ହୋଇ ଯାଇଛି l ଶିଶୁଭାଇ ଭଉଣୀ ମାନଙ୍କ ମଧ୍ୟରେ ଶ୍ରୀକୃଷ୍ଣ ବେଶ ପ୍ରତିଯୋଗିତା ହୋଇଥିଲା ଓ ସମସ୍ତଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା l ପ୍ରଧାନ ଆଚାର୍ଯ୍ୟ ହେମନ୍ତ କୁମାର ଭୋଇ ଅତିଥିଙ୍କ ପରିଚୟ ପ୍ରଦାନ କରିଥିଲେ ଓ ବିଦ୍ୟାଳୟ ର ବରିଷ୍ଠ ଗୁରୁଜୀ ପବିତ୍ର ମୋହନ ଛୁରିଆ ମାର୍ଗଦର୍ଶନ କରିଥିଲେ l ରୋଜି ଗୁରୁମା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l