-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

        ହରଭଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁ ଦିବସ ପାଳିତ

06-Sep-2023



ସାଲେଭଟା(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ହରଭଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଦୁର୍ଯ୍ୟୋଧନ ପଶାୟତଙ୍କ ଅଧ୍ୟକ୍ଷତାରେ ପବିତ୍ର ଗୁରୁ ଦିବସ ପାଳିତ ହୋଇଯାଇଛି । ପ୍ରାରମ୍ଭରେ ଡ଼. ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍ ଙ୍କ ଫଟୋଚିିତ୍ର ରେ ପୁଷ୍ପମାଲ୍ୟ ଦେଇ ପୂଜାର୍ଚ୍ଚନା କରାଯାଇଥିଲା । ଏହା ପରେ ଛାତ୍ର ଛାତ୍ରୀମାନେ ଶିକ୍ଷକମାନଙ୍କୁ ଫୁଲ ଚନ୍ଦନ ଦେଇ ଗୁରୁ ବନ୍ଦନା କରିଥିଲେ । ବରିଷ୍ଠ ଶିକ୍ଷକ ଗୋବିନ୍ଦ ସାହୁ ଗୁରୁ ଦିବସର ମହତ୍ତ୍ୱ ବିଷୟରେ ପିଲାମାନଙ୍କୁ ବୁଝାଇ ଥିଲେ । ଏହି ଅବସରରେ ଆୟୋଜିତ ସଙ୍ଗୀତ ଓ ବକ୍ତୃତା ପ୍ରତିଯୋଗୀତାରେ ସଫଳତା ହାସଲ କରିଥିଲା ଛାତ୍ର ଛାତ୍ରୀ ଆଲିସା ବଡମିଲା, ତନିଶା ସାହୁ, ଅତୁଲ ସାହୁ, ବିନ୍ଦିଆ ନାଏକ, ଇତିଶ୍ରୀ ସାହୁ, ପୂଜା ଶତପଥି ଓ ପ୍ରିୟାଂସୀ ସାହୁଙ୍କୁ ମାନପତ୍ର ଓ ମେଡାଲ ଦେଇ ପୁରସ୍କୃତ କରା ଯାଇଥିଲା । ତତ୍‌ପରେ ସ୍ୱଚ୍ଛତା ଅଭିଯାନ କାର୍ଯ୍ୟକ୍ରମରେ ସମସ୍ତ ଛାତ୍ର ଛାତ୍ରୀ ଓ ଶିକ୍ଷକ ଏକତ୍ରିତ ହୋଇ ବିଦ୍ୟାଳୟ ପରିସର ସଫାଇ କରିଥିଲେ । ବିଦ୍ୟାଳୟର ଶିକ୍ଷକ ଦିଲ୍ଲିପ କୁମାର ଥନାପତି , ରାଜ କିଶୋର ମହାକୁର, ମଣ୍ଟେଶ କୁମାର ସାହୁ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଅଷ୍ଟମ ଶ୍ରେଣୀର ଛାତ୍ରୀ ବବିତା ଥନାପତି ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like