-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ସିନିୟର ଫୂଟବଲ ଲିଗ

06-Sep-2023



ସୋନପୁର(ମନୋରଞ୍ଜନ ତ୍ରିପାଠୀ ):  ଜିଲ୍ଲା କ୍ରୀଡା ସଂଘ ଦ୍ୱାରା ଆୟୋଜିତ ସୋନପୁର ମୁନିସିପାଲିଟି ଜୋନ ଫୁଟବଲ ଲିଗ ର  ଆଜି ପ୍ରଥମ ଦିବସ ମ୍ୟାଚ କଲେଜ ପଡିଆରେ ସୁବର୍ଣ୍ଣପୁର ରିଜର୍ଭ ପୋଲିସ ଓ ସୁବର୍ଣ୍ଣପୁର ଭେଟରେନ ମଧ୍ୟରେ ଅତି ସଙ୍ଘର୍ଷ ପୂର୍ଣ୍ଣ  ଖେଳ ହୋଇଥିଲା, l ପେନାଲଟି ସୁଟ ରେ ସୁବର୍ଣ୍ଣପୁର ରିଜର୍ଭ ପୋଲିସ ଟିମ 2-1ଗୋଲ ରେ ବିଜୟୀ ହୋଇଛନ୍ତି  l ଆଜି ର ଏହି ସଭାରେ ମୁଖ୍ୟ ଅତିଥି ଭାବରେ ଜ଼ିଲ୍ଲାପାଳ ବିମଲେନ୍ଦୁ  ରାୟ, ସମ୍ମାନିତ ଅତିଥି ଭାବରେ ଏସ. ପି ଅମରେଶ ପଣ୍ଡା, ସମାଜ ସେବୀ  ଶ୍ରୀବତ୍ସ ମଲ୍ଲିକ ଯୋଗ ଦେଇ ଖେଳାଳି ଓ ଦର୍ଶକ ଙ୍କୁ ଉତ୍ସାହିତ କରିଥିଲେ l ଜ଼ିଲ୍ଲା କ୍ରୀଡା ସଂଘ ସମ୍ପାଦକ ପିୟୁଷ କୁମାର ପଣ୍ଡା , ପୋଲିସ ଆର ଆଇ କାଁହୁ ଚରଣ ମାରାଣ୍ଡି, , ସୋନପୁର ଜ଼ିଲ୍ଲା କ୍ରିକେଟ ସଂଘ ସମ୍ପାଦକ ପ୍ରଦୀପ କୁମାର ସେଠି,ଜ଼ିଲ୍ଲା କ୍ରୀଡା ସଂଘ ର ଫୂଟବଲ ସମ୍ପାଦକ ରାଜୀବ କୁମାର ସାହୁ, କ୍ରୀଡ଼ାପ୍ରେମୀ ସତ୍ୟ ନାରାୟଣ ରାଓ, ଦିଲୀପ ଗୁରୁ,  ଗୋବିନ୍ଦ ତରେଇ, ଗୌରୀଶ୍ୟାମ ପଣ୍ଡା,ଜିତେନ୍ଦ୍ର ସାହୁ,କଇରୁ ସ୍ୱାଇଁ,ଜନ୍ମଜୟ ପାତ୍ର, ଶାଶ୍ୱତ କୁମାର ମିଶ୍ର, ନନ୍ଦ କିଶୋର ତ୍ରିପାଠୀ, ସନତ ହୋତା, ଦୀନେଶ ମିଶ୍ର, ସୁଦଂlଶୁ ମେଣ୍ଡଳୀ, ପୁରୋଶୋତ୍ତମ ପାଣିଗ୍ରାହୀ, ବଳରାମ ପଟ୍ଟନାୟକ, ଜଳନ୍ଧର ଦୀପ ଉପସ୍ଥିତ ରହି ଉତ୍ସାହିତ କରିଥିଲେ l ରେଫରୀ ଭାବରେ, ସଂଜୀବ ସାହୁ, ପ୍ରଶାନ୍ତ ସେଠି,  ବିକାଶ ପଣ୍ଡା, ରାଜେଶ ଥନା ପତି, ସୁଶାନ୍ତ ନାୟକ, ଖେଳ ପରିଚାଳନା କରିଥିଲେ l ଏବଂ ଜ଼ିଲ୍ଲା କ୍ରୀଡା ସଂଘ ର ସମସ୍ତ ସଭ୍ୟ  ଉପସ୍ଥିତ ଥିଲେ l ସାମ୍ବାଦିକ ମନୋରଞ୍ଜନ ତ୍ରିପାଠୀ ଅତିଥି ଙ୍କୁ ସ୍ୱାଗତ କରି ଖେଳ ପରିଚାଳନା କରିଥିବା ବେଳେ  ବେଷ୍ଟ ପ୍ଲେୟାର ଭାବେ ସୁମିତ କୁମାର ଓ  ବେଷ୍ଟ ଗୋଲ କିପର ଭାବେ ଅମିତ ପଟ୍ଟ ନାୟକ ଙ୍କୁ ଅତିଥି ଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like