-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||     

HOME   ଜିଲ୍ଲା

ବିଗୁଲ ଟିଭି ର ନୁଆଁଖାଇ ଭେଟଘାଟ ପ୍ରସ୍ତୁତି

06-Sep-2023



ସୋନପୁର(ମନୋରଞ୍ଜନ ତ୍ରିପାଠୀ ): ସୁବର୍ଣ୍ଣପୁର ଜିଲ୍ଲାର ଘରୋଇ ୟୁଟୁବ ଚେନାଲ ବିଗୁଲ ଟିଭି ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ଅୟୋଜିତ ହେବାକୁ ଥିବା ନୁଆଁଖାଇ ଭେଟଘାଟ ଉତ୍ସବ ସହ ଦ୍ୱିତୀୟ ବାର୍ଷୀକି ଉତ୍ସବ ପାଳନ ପାଇଁ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ପଏଁରୀ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଏହି ବୈଠକରେ କାର୍ଯ୍ୟକ୍ରମର ରୁପ ରେଖ ନେଇ ଆଲୋଚନା କରାଯାଇଥିଲା ।  ବିଗୁଲ ଚେନାଲର  ହେଡ଼ ତଥା ନିର୍ଦ୍ଦେଶକ ସନ୍ତୋଷ କୁମାର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ଆସନ୍ତା ଅକ୍ଟୋବର ୮ ତାରିଖରେ ଚଳିତ ବର୍ଷ ଏହି ଉତ୍ସବ ପାଳନ କରାଯିବ ବୋଲି ସ୍ଥାନ ଓ ତାରିଖ ଧାର୍ଯ୍ୟ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଥିବା ମାନ୍ୟ ଗଣ୍ୟ ତଥା ମହାନୁଭବ ଅତିଥି,  ସମ୍ବର୍ଦ୍ଧିତ ପ୍ରତିଭା ମାନଙ୍କ  ତାଲିକା, ସଂlସ୍କୃତିକ କାର୍ଯ୍ୟକ୍ରମ  ର ପ୍ରାକ ଏଜେଣ୍ଡା ପ୍ରସ୍ତୁତ ସମେତ  ଏ ସବୁ ନେଇ  ବିଷଦ ଭାବରେ ଆଲୋଚନା ହୋଇଥିଲା । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉପଦେଷ୍ଟା  ଶ୍ରୀବତ୍ସ ମଲ୍ଲିକ, ପ୍ରାକ୍ତନ ନିଗମ ଅଧ୍ୟକ୍ଷ ଅଭିମନ୍ୟୁ କୁଶଳ, ଉପଦେଷ୍ଟା ଲଡୁ କିଶୋର ମଲ୍ଲିକ, ଚୌଧୁରି ବିଭାର, ସାନ୍ତନୁ ବାଗ, ଶେଷଦେବ ମେହେର, ଭାସ୍କର ଦାସ, ଗୋପାଳ ମେହେର, ବାବୁଲା ମିଶ୍ର, ଚନ୍ଦନ ଦନ୍ତା, ସଞ୍ଜୟ ସାହୁ , ଅମିୟ ରଞ୍ଜନ ଦାସ ପ୍ରମୁଖ ଉପସ୍ଥିତ ରହି ନିଜ  ନିଜର ସୁ  ଚିନ୍ତିତ ପରାମର୍ଶ କରି ଥିଲେ । ଶେଷରେ କାର୍ଯ୍ୟକ୍ରମ ର ସୁପରିଚାଳନା ପାଇଁ ବିଭିନ୍ନ ବିଭାଗ ର ଦାୟିତ୍ୱ ବଣ୍ଟନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026

You Might Also Like