-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ସୁରୁ ପାଣିଗ୍ରାହୀ ସୁସ୍ଥ ହୋଇ ବୁର୍ଲା ରୁ ଫେରିଲେ

06-Sep-2023



ବରଗଡ( ନିରଞ୍ଜନ ତ୍ରିପାଠୀ)ବରଗଡ଼ ଜିଲ୍ଲା ବିଜେପୁର ସହରର ଜଣେ ଜଣାଶୁଣା ବରିଷ୍ଠ ସାମ୍ବାଦିକ ତଥା ବିଜେଡି ଦଳର ଜଣେ ଟାଣୁଆ କର୍ମୀ ଭାବେ ପରିଚିତ ଜନାର୍ଦ୍ଦନ ପାଣିଗ୍ରାହୀ(ସୁରୁ) ଆଜି ବୁର୍ଲାରୁ ଦିର୍ଘ ୧୫ ଦିନ ପରେ ସୁସ୍ଥ ହୋଇ ଘରକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି।କିଛିଦିନ ତଳେ ସେ ପେଟରେ ଯନ୍ତ୍ରଣା ଅନୁଭବ କରିବାରୁ ଏ ଅଞ୍ଚଳ ବଡ଼ ଡ଼ାକ୍ତରଖାନା ବୁର୍ଲାକୁ ତା୨୩.୦୮.୨୦୨୩ରିଖ ଦିନ ଯାଇ ପ୍ରଫେସର ଡା.ମଳୟ କୁମାର ନାୟକ ଏବଂ ପ୍ରଫେସର ଡା.ରୋହିତ ଗୋୟଲ (ଶଲ୍ୟ ଚିକିତ୍ସକ ବିଭାଗ)ଙ୍କ ସହ ଦେଖା କରିଥିଲେ।ତତ୍କ୍ଷଣାତ ପ୍ରଫେସର ତାଙ୍କୁ ସମସ୍ତ ପରୀକ୍ଷାନିରୀକ୍ଷା ପାଇଁ ପରାମର୍ଶ ପ୍ରଦାନ କରିଥିଲେ।ସମସ୍ତ ପରୀକ୍ଷା ନିରିକ୍ଷା ର ନଥି କୁ ନେଇ ପୁଣି ପ୍ରଫେସର୍ ଙ୍କୁ ଦେଖା କଲାପରେ ଜଣା ଗଲାଯେ,ତାଙ୍କ ବୃହତତନ୍ତ୍ର ରେ ଅସୁବିଧା ପରିଲକ୍ଷିତ ସକାଶେ ପେଟର ସମସ୍ୟା ଦେଖାଦେଇଛି।ଏହାକୁ ନେଇ ତା୨୮.୦୮.୨୦୨୩ରିଖ ଦିନ ସ୍ୱତନ୍ତ୍ର ଭାବେ ଅସ୍ତ୍ରୋପଚାର କରାଯାଇଥିଲା।ଦିର୍ଘ ୧୦ ଦିନ ପରେ ନିଜସ୍ୱ ବାସଭବନ ବିଜେପୁରକୁ ସୁସ୍ଥ ହୋଇ ଘରକୁ ଫେରିବା ସମୟରେ ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା,ତାଙ୍କ ସମର୍ଥକ ଓ ଗ୍ରାମବାସୀ ବୃନ୍ଦ ତାଙ୍କ ବାସଭବନକୁ ଆସି ସ୍ୱାଗତ କରିବା ସହିତ ଶ୍ରୀ ପାଣିଗ୍ରାହୀଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like