-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ପାଳିତ

06-Sep-2023



ପଦ୍ମପୁର-(ପ୍ରେରଣା ଖବର ) ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, ପଦ୍ମପୁର ରେ ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ  ପାଳିତ ହୋଇଯାଇଛି ।ମୁଖ୍ୟ ଅତିଥି ଭାବରେ ଶ୍ରୀଯୁକ୍ତ ଦ୍ୱାଦଶ କୁମାର ପଧାନ (ସଂକୁଳ ପ୍ରମୁଖ) ଯୋଗ ଦେଇ ଦୀପ ପ୍ରଜ୍ୱଳନ  କରିଥିଲେ ।ଅନ୍ୟତମ ଅତିଥି ଭାବରେ ଶ୍ରୀଯୁକ୍ତ ଜନକଲାଲ ମେହେର (ସମ୍ପାଦକ),ଶ୍ରଯୁକ୍ତ ପୃଥିରାଜ ସାହୁ( ସଭାପତି )ଯୋଗ ଦେଇଥିଲେ । ଶ୍ରୀକୃଷ୍ଣ ଙ୍କ ପୂଜା ଅର୍ଚ୍ଚନା କରାଯାଇଥିଲା ଏଥିରେ ଯଦୁମଣି ଦାଶ ପୂଜକ ଦାୟିତ୍ୱ ତୂଳାଇ ଥିଲେ ।ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଯୁବରାଜ ପଧାନ ଅତିଥି ପରିଚୟ ପ୍ରଦାନ କରିଥିଲେ ଓ ଶ୍ରୀକୃଷ୍ଣ ଜନ୍ମ ବିଷୟରେ ଧାରଣା ଦେଇଥିଲେ ।ପରେ ପରେ ରାଧା କୃଷ୍ଣ ବେଶଧାରୀ ଶିଶୁ ମାନଙ୍କ ପୂଜନ କରାଯାଇ ସୁସଜ୍ଜିତ ଦୋଳି ରେ ଶ୍ରୀକୃଷ୍ଣ ଙ୍କ ବିଭିନ୍ନ ଭଜନ ର ତାଳେ ତାଳେ  ଶିଶୁ ମାନଙ୍କୁ ଦୋଳି ଝୁଲଣ କରାଯାଇ ବେଶ ଧାରି ଶିଶୁ ମାନଙ୍କୁ ଶ୍ରୀ କୃଷ୍ଣ ଙ୍କ ଫଟୋ ଚିତ୍ର ଦିଆଯାଇଥିଲା  ।ପରେପରେ ଶିଶୁ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।ଏହି କାର୍ଯ୍ୟକ୍ରମ ରେ ୧୨୦ ଜଣ ବେଶଧାରୀ ଶିଶୁ ସହିତ ଅଭିଭାବକ ଅଭିଭାବିକା ମାନେ ଯୋଗଦେଇ ଥିଲେ ।ଏହି ଅବସରରେ ୫ ଜଣ ଭାଇ ଭଉଣୀ ଙ୍କ ଜନ୍ମଦିନ ହିନ୍ଦୁ ରୀତି ନୀତି ଅନୁସାରେ ପାଳନ କରାଯାଇଥିଲା ।ସମସ୍ତ ଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like