-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ରାଜ୍ୟ

ରାସ୍ତା ଉପରେ ବାରବୁଲା ଗାଈଗୋରୁ ଙ୍କର ରାଜତ୍ୱ ଯୋଗୁଁ ବୃଦ୍ଧି ପାଉଛି ରାସ୍ତା ଦୁର୍ଘଟଣା : ସୂର୍ଯ୍ୟ ପାଣିଗ୍ରାହୀ, ବରିଷ୍ଠ ବିଜେପି ନେତା

06-Sep-2023



 

ସମ୍ବଲପୁର :(ସଂଜୀବକୁମାରପାଣିଗ୍ରାହୀ) 
ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ସମ୍ବଲପୁର ସହରରେ ଦିନକୁ ଦିନ ରାସ୍ତା ଉପରେ ବୃଦ୍ଧି ପାଇବାରେ ଲାଗିଛି ବାରବୁଲା ଗାଈଗୋରୁ ଙ୍କର ଦୌରାତ୍ମ l ସମ୍ବଲପୁର ସହରରେ ଏମିତି ଗୋଟିଏ ରାସ୍ତା ନାହିଁ ଯେଉଁଠି ସେମାନଙ୍କର  ରାଜୁତି ନାହିଁ l ଏହାଦ୍ୱାରା ନିୟମିତ  ଭାବରେ  ଅନେକ ସଡ଼କ ଦୁର୍ଘଟଣା  ହେଉଥିବା ବେଳେ ଅନେକ ଲୋକ ଆହତ ହେଉଛନ୍ତି ଓ ଗାଈଗୋରୁ ଙ୍କର ମୃତ୍ୟ ବି ହେଉଛି l
ବିଶେଷ ଭାବରେ ଅନେକ ଗାଈଗୋରୁ ଙ୍କର ମାଲିକମାନେ ତାଙ୍କର ଯତ୍ନ ନେବାର  ମୁକ୍ତି ପାଇବା ପାଇଁ ଘର ଗୁହାଳ ରେ ନରଖି ରାସ୍ତାରେ ଛାଡିଦେଉଥିବା ଅତ୍ୟନ୍ତ ଦୁର୍ଭାଗ୍ୟ ଜନକ ବିଷୟ ବୋଲି ବିଜେପି ର ବରିଷ୍ଠ ନେତା ସୂର୍ଯ୍ୟ ପାଣିଗ୍ରାହୀ ଏକ ପ୍ରେସ ବିବୃତ୍ତି ରେ ପ୍ରକାଶ କରିଛନ୍ତି l ଶ୍ରୀ ପାଣିଗ୍ରାହୀ ଏହା ମଧ୍ୟ୍ୟ କହୁଛନ୍ତି ଯେ, ଆଗରୁ  ରାସ୍ତାରେ ଅଡ୍ଡା ଜମାଉଥିବା ଗାଈଗୋରୁ ଙ୍କୁ ଉଠାଇ ନେଇ ପୌର ପ୍ରଶାସନ ନିଜ ଅଧୀନ ରେ ରଖୁଥିଲା, ନହେଲେ ଗୋଶାଳା ମାନଙ୍କୁ ଦେଇଦେଉଥିଲା l ଆଜିକାଲି ତାହା ବନ୍ଦ ହେବା ଦ୍ୱାରା ଏହି ସମସ୍ୟା ବଢ଼ିବାରେ ଲାଗିଛି ବୋଲି ଶ୍ରୀ ପାଣିଗ୍ରାହୀ ପ୍ରକାଶ କରିଛନ୍ତି l ତେଣୁ ସମ୍ପୃକ୍ତ ଗାଈଗୋରୁ ମାଲିକ ମାନଙ୍କ ବିରୁଦ୍ଧରେ କଠୋର ଦଣ୍ଡ ବିଧାନ କରିବାର ଆବଶ୍ୟକତା ରହିଛି l
ଏହି ବାରବୁଲା ଗାଈଗୋରୁ ଙ୍କର ସମସ୍ୟା ଏତେ ମାତ୍ରା ରେ ବଢିଲା ସତ୍ୱେ ମଧ୍ୟ ଜିଲ୍ଲା ପ୍ରଶାସନ ତଥା  ସମ୍ବଲପୁର ମହାନଗର ନିଗମ  କତ୍ତୃପକ୍ଷ ନିରବ ଦ୍ରଷ୍ଟା ସାଜିବା ଅତ୍ୟନ୍ତ ଦୁର୍ଭାଗ୍ୟ ର ବିଷୟ ବୋଲି ମଧ୍ୟ ଶ୍ରୀ ପାଣିଗ୍ରାହୀ ଉଦବେଗ ପ୍ରକାଶ କରିଛନ୍ତି l
ବିଜେପି ର ବରିଷ୍ଠ ନେତା ଶ୍ରୀ ପାଣିଗ୍ରାହୀ ଏହି ବାରବୁଲା ଗାଈଗୋରୁ ଙ୍କର ସମସ୍ୟା କୁ ଗୁରୁତ୍ୱ ର ସହ ଉପଲବ୍ଧି କରି  ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ  ଜିଲ୍ଲା ପ୍ରଶାସନ ପାଖରେ ଦାବୀ ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like