-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ରାଜ୍ୟ

ନୂଆ ମାର୍କେଟ୍ କମ୍ପ୍ଲେକ୍ସ୍ ନିର୍ମାଣକୁ ବିରୋଧ, ପାରଳା-ବ୍ରହ୍ମପୁର ରାସ୍ତା ୩ ଘଣ୍ଟା ଅବରୋଧ

14-Dec-2020



(ପ୍ରେରଣା ଖବର) ଚନ୍ଦ୍ରଗିରି: ଗଜପତି ଜିଲ୍ଲା ମୋହନା ଥାନା ଚନ୍ଦ୍ରଗିରି ପାଣ୍ଡି ଅଧୀନ ଲବାରସିଂ ପଞ୍ଚାୟତ ୪ ନମ୍ବର ୱାର୍ଡ଼‌ ଝୁଲା ସାହିରେ ନୂତନ ମାର୍କେଟ୍ କମ୍ପ୍ଲେକ୍ସ୍ ନିର୍ମାଣକୁ ବିରୋଧ କରି ଆଜି ଉତ୍ତେଜନା ଦେଖାଦେଇଛି। ଝୁଲା ସାହିବାସିନ୍ଦା ଆଜି ସକାଳ ୮ଟାରୁ ସକାଳ ୧୧ଟା ପର୍ଯ୍ୟନ୍ତ ବ୍ରହ୍ମପୁର-ପାରଳାଖେମୁଣ୍ଡି ମୁଖ୍ୟରାସ୍ତାକୁ ଅବ‌ରୋଧ କରିଥିଲେ। ଫଳରେ ଯାନବାହନ ଚଳାଚଳ ସଂପୂର୍ଣ୍ଣ ଠପ୍ ହୋଇଯାଇଥିଲା। ଉଭୟ ପାର୍ଶ୍ବରେ ଅନେକ ଯାନବାହନ ଅଟକି ଥିଲା। ଏହାସହ ବିପକ୍ଷବାଦୀ ଝୁଲା ସାହି-ଲବାରସିଂ ଗ୍ରାମର ସପକ୍ଷବାଦୀ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ପରେ ମୋହନା ପୁଲିସ ସେଠାରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲା। ମୋହନା ତହସିଲ୍‌ ଚନ୍ଦ୍ରଗିରି ରାଜସ୍ବ ମଣ୍ତଳ ଅଧୀନରେ ଥିବା ଝୁଲାସାହିର ଏକ ଜମିରେ ପଞ୍ଚାୟତ ପକ୍ଷରୁ ମାର୍କେଟ କମ୍ପ୍ଲେକ୍ସ୍ ନିର୍ମାଣ ପାଇଁ ନିଷ୍ପତ୍ତି ନିଆଯାଇଥିଲା। କିନ୍ତୁ ସାହିବାସିନ୍ଦା ଓ ୪ ନମ୍ବର ୱାର୍ଡ଼ମେମ୍ବରଙ୍କୁ ଏବିଷୟରେ ‌ଆ‌ଦୌରୁ ଅବଗତ କରାଯାଇ ନଥିଲା। ଏହି ନିଷ୍ପତ୍ତିକୁ ବିରୋଧ ୨୫ ପରିବାର ଆଜି ରାଜରାସ୍ତାକୁ ଓହ୍ଲାଇଥିଲେ। ସେ ମାନଙ୍କ ଅଭିଯୋଗ ହେଉଛି, ଉକ୍ତ ଜମିରେ ମାର୍କେଟ କମ୍ପ୍ଲେକ୍ସ୍ ନିର୍ମାଣ ନକରି ବାସଗୃହ ନିମନ୍ତେ ଏହାକୁ ପ୍ରଦାନ କରାଯାଉ । କାରଣ କିଛି ବର୍ଷ ତଳେ ଜମି ଆନ୍ଦୋଳନ ବେଳେ ପ୍ରଶାସନ ପକ୍ଷରୁ କିଛି ଗ୍ରାମବାସୀଙ୍କୁ ଉକ୍ତ ଜମିରେ ଥଇଥାନ୍ କରାଯାଇଥିଲା। ସେଠାରେ ୮ରୁ ୧୦ ଜଣ କୁଡ଼ିଆ ଘର କରି ରହୁଥିଲେ। ଯାହାକି ଗତବର୍ଷ ତିତଲି ବାତ୍ୟାରେ ଭାଙ୍ଗିଯାଇଥିଲା। କିନ୍ତୁ ଲବାରସିଂ ସରପଞ୍ଚ କିଛି ବ୍ୟକ୍ତିଙ୍କୁ ନେଇ ସେଠାରେ ମାର୍କେଟ କମ୍ପ୍ଲେକ୍ସ୍ ନିର୍ମାଣ ପାଇଁ ଜେସିବି ମାଧ୍ୟମରେ ଫାଉଣ୍ଡେସନ୍ ଖୋଳିଥିଲେ। ଏହାର ଦୁଇଦିନ ପରେ ଝୁଲା ସାହି ବାସିନ୍ଦା ମେଳି ହୋଇ ଫାଉଣ୍ଡେସନରେ ମାଟି ପକାଇବା ସହ ଘର ତିଆରି ପାଇଁ କାଠ ପୋତିଥିଲେ। ଏହାପରେ ସରପଞ୍ଚ ଅଭିମନ୍ୟୁ ରଇତ ଏନେଇ ମୋହନା ତହସିଲଦାରଙ୍କ ଦୃଷ୍ଟିଆକର୍ଷଣ କରିଥିଲେ। କାଠ ସମେତ ବିଭିନ୍ନ ସାମଗ୍ରୀକୁ ବାହାର କରି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ରଖାଯାଇଥିଲା। ଏହାକୁ ନେଇ ମାର୍କେଟ୍ କମ୍ପ୍ଲେକ୍ସ ନିର୍ମାଣକୁ ସପକ୍ଷ କରୁଥିବା ଗୋଷ୍ଠୀ ଓ ବିପକ୍ଷ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ମୋହନା ତହସିଲଦାର ଆପୋଷ ଆଲୋଚନାରେ ଏହାର ସମାଧାନ ପାଇଁ ପରାମର୍ଶ ଦେଇଥିଲେ। କିନ୍ତୁ ଆଜି ସକାଳେ ହଠାତ୍ ସରପଞ୍ଚ ଓ ସମର୍ଥକ ମାନେ ଉକ୍ତ ଜାଗାରେ ପହଞ୍ଚି ସେଠାରେ କାମ ଆରମ୍ଭ ପାଇଁ ପ୍ରସ୍ତୁତ ହେଉଥିଲେ। ଯାହାକୁ ଝୁଲା ସାହିବାସିନ୍ଦା ମେଳି ବାନ୍ଧି ବିରୋଧ କରିଥିଲେ। ଯାହାକୁ ନେଇ ପୁଣି ମୁହାଁମୁହିଁ ପରିସ୍ଥିତି ଉପୁଜିଛି। ବିପକ୍ଷବାଦୀ ସକାଳ ୮ଟାରୁ ରାସ୍ତାରୋକ କରିଥିଲେ। ଚନ୍ଦ୍ରଗିିରି ଫାଣ୍ତି ଆଧିକାରୀ ନିରଞ୍ଜନ ପାଣିଗ୍ରାହୀ ଓ ମୋହନା ପୁଲିସ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ଅବରୋଧ ପ୍ରତ୍ୟାହୃତ ହୋଇଥିଲା। ଉଭୟ ପକ୍ଷରୁ ଲିଖିତ ଅଭିଯୋଗ ପାଇଁ ପରାମର୍ଶ ଦିଆଯାଇଥିଲା। ସରପଞ୍ଚ ଅଭିମନ୍ୟୁ ୧୮ ଜଣ ବିଶୃଙ୍ଖଳାକାରୀଙ୍କ ବିରୋଧରେ ଥାନାରେ ଏତଲା ଦେଇଛନ୍ତି। ସେହିପରି ଝୁଲା ସାହି ବାସିନ୍ଦାଙ୍କ ପକ୍ଷରୁ ବି ପାଲଟା ଏତଲା ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like