-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଜେଏସଏମ କମର୍ସ ଆଣ୍ଡ ଆର୍ଟ ମହାବିଦ୍ୟାଳୟରେ ଜନମାଷ୍ଟମୀ ପାଲନ ଉପଲକ୍ଷେ ଦହି ହାଣ୍ଡି ଭଙ୍ଗା କର୍ଯ୍ୟକ୍ରମ 

07-Sep-2023



ବଲାଙ୍ଗିର(ପ୍ରେରଣା ଖବର ): କୃଷ୍ଣ ଜନମାଷ୍ଟମୀ, ଯାହା କୃଷ୍ଣଷ୍ଟମୀ, ଜନ୍ମାଷ୍ଟମୀ କିମ୍ବା ଗୋକୁଲାଷ୍ଟମୀ ନାମରେ ଜଣାଶୁଣା, ଏହା ହେଉଛି ବାର୍ଷିକ ହିନ୍ଦୁ ପର୍ବ ଯାହାକି ବିଷ୍ଣୁଙ୍କ ଅଷ୍ଟମ ଅବତାର କୃଷ୍ଣଙ୍କର ଜନ୍ମଦିନ ପାଳନ  କରାଯାଇ ଥାଏ |
ଜେଏସଏମ କମର୍ସ ଆଣ୍ଡ ଆର୍ଟ ମହାବିଦ୍ୟାଳୟରେ ଛାତ୍ର ଛାତ୍ରୀ ପୁଣି ଶିକ୍ଷ୍ୟକ ଶିକ୍ଷ୍ୟୟତ୍ରୀ ମାନଙ୍କ ମଧ୍ୟରେ ଜନ୍ମାଷ୍ଟମୀ

ପର୍ବ ପାଲନ କରାଯାଇଛି | ଉକ୍ତ କାର୍ଯ୍ୟକ୍ରମରେ କଲେଜର ଅଧ୍ୟକ୍ଷ୍ୟ ସିଏ ଶ୍ରୀକାନ୍ତ ଶର୍ମା, ନିଦ୍ଦେଶିକା ସୁମନ ର୍ଶମା, ଉପଦେଷ୍ଟା ପିତବାସ ପଣ୍ଡା ଓ ପ୍ରଧାନ ଅଧ୍ୟାପିକା ମୋନିକା ଜେସଓ୍ୱାଲ ଉପସ୍ଥିତ ରହିଥିଲେ ପୁଣି ମୁଖ୍ୟ ଅତିଥି ଭାବରେ ମାନ୍ୟଗଣ୍ୟ ସିଏ ଦିପକ ଛାପଡିଆ, ଶ୍ରୀମତୀ ନିକିତା ଛାପଡିଆ ପୁଣି ସମାଜ ସେବା କର୍ମି ଶ୍ରୀ ଅନିଲ୍ ମୋଦି ଯୋଗଦାନ କରି ସମସ୍ତଙ୍କୁ ଉସାହିତ କରିଥିଲେ |
ପିଲାମାନେ ଆନେକ ପ୍ରକାର ନୁତ୍ୟ, ଗୀତ ପରିବେଷଣ କରିବା ସହିତ ଆପଣା ଆପଣା ଛୋଟ ଛୋଟ ଭାଇ ଭଉଣୀମାନଙ୍କୁ ରାଧା କୃଷ୍ଣ ବସ୍ତ୍ର ପରିଧାନ କରାଇ ଅତି ସୁନ୍ଦର ପରିବେଶ ସୃଷ୍ଟି କରିଥିଲେ ପୁଣି ନିଆର ଡଙ୍ଗଭାବରେ ଏହି ବର୍ଷ କଲେଜର 

ଛାତ୍ରମାନଙ୍କ ମଧ୍ୟରେ ପୁଣି ଛାତ୍ରୀମାନଙ୍କ ମଧ୍ୟରେ ମଧ୍ୟ ଏକ ପ୍ରତିଯୋଗିତା ମୁଲକ ଦହି ହାଣ୍ଡି ଭଙ୍ଗା କାର୍ଯ୍ୟକ୍ରମ କରା ଯାଇଥିଲା | ଶେଷରେ ମୁଖ୍ୟ ଅତିଥି ବୃନ୍ଦ ସିଏ ଦିପକ ଛାପଡିଆ, ଶ୍ରୀମତୀ ନିକିତା ଛାପଡିଆ, ଶ୍ରୀ ଅନିଲ୍ ମୋଦି ପୁଣି ଅଧ୍ୟକ୍ଷ୍ୟ ସିଏ ଶ୍ରୀକାନ୍ତ ଶର୍ମା, ନିଦ୍ଦେଶିକା ସୁମନ ର୍ଶମା ପିଲାମାନଙ୍କୁ ତଥା ବିଜୟତା ମାନଙ୍କୁ ପୁରସ୍କାର ବିତରଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like