-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ବଲାଙ୍ଗିର ଗସ୍ତ

07-Sep-2023



ଆଜି ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ଡଃ. ସୁରେଶ ଚନ୍ଦ୍ର ଦଲାଇ ବଲାଙ୍ଗିର ଜିଲ୍ଲା ଗସ୍ତରେ ପହଞ୍ଚି ପ୍ରଥମେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ବିଭିନ୍ନ ବିଭାଗ ଗୁଡିକର ଉନ୍ନୟନ ମୂଳକ କାର୍ଯ୍ୟପନ୍ଥାର ସମୀକ୍ଷା ସମ୍ପୃକ୍ତ ଅଧିକାରୀ ମାନଙ୍କ ସହ କରିଛନ୍ତି । ଏହି ସମୀକ୍ଷା ବୈଠକରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଚଞ୍ଚଳ ରାଣା, ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର  ଧୁରୁଆ, ଶ୍ରୀ ମହେନ୍ଦ୍ର ମହାପାତ୍ର ସହ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହା ପରେ ଉତ୍ତରାଞ୍ଚଳ  ରାଜସ୍ୱ ଆୟୁକ୍ତ ଶ୍ରୀଯୁକ୍ତ ଡଃ. ସୁରେଶ ଚନ୍ଦ୍ର ଦଲାଇ ସନ୍ଥ ଭୀମ ଭୋଇ ଭେଷଜ ମହାବିଦ୍ୟାଳୟ,

ବଲାଙ୍ଗିରର ପରିଚାଳନା କମିଟି ବୈଠକରେ ଉପସ୍ଥିତ ରହି ଭୀମ ଭୋଇ ଭେଷଜ ମହାବିଦ୍ୟାଳୟର ଅଗ୍ରଗତି ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିଥିଲେ । ଡଃ. ସୁରେଶ ଚନ୍ଦ୍ର ଦଲାଇ ଭେଷଜ ମହାବିଦ୍ୟାଳୟର ନୂତନ ଶିକ୍ଷା ଭେଷଜ ମହାବିଦ୍ୟାଳୟର କୋଠରି ନିର୍ମାଣ, ବିଭିନ୍ନ ଯନ୍ତ୍ରପାତି, ବିଦ୍ୟୁତକରଣ, ପାନୀୟ ଜଳ ଯୋଗାଣ, ରାସ୍ତା, ଔଷଧ ୱାର୍ଡ, ସେଣ୍ଟ୍ରାଲ ଆଇସିୟୁ , ଭେଷଜ ମହାବିଦ୍ୟାଳୟର ଅଧିନସ୍ତ କର୍ମଚାରୀ ମାନଙ୍କ ପାଇଁ ଗୃହ ନିର୍ମାଣ, ଆହାର କେନ୍ଦ୍ର, ଜରୁରୀ ଚିକିଶ୍ଵା (କୋଭିଡ) ହସ୍ପିଟଲ, ଛାତ୍ରଛାତ୍ରୀ ମାନଙ୍କ ପାଇଁ ଉପଯୁକ୍ତ ଖେଳ ଓ ଷ୍ଟାଡିୟମନିର୍ମାଣର ଅଗ୍ରଗତି , ନୂତନ ବାଳକ ହୋଷ୍ଟେଲ, ନୂତନ ବାଳିକା ଓ ସହାୟିକାଙ୍କ ହୋଷ୍ଟେଲ ସମସ୍ୟା ଓ ତାହାର ସମାଧାନ ବିଷୟରେ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରି ଉଚିତ ସମୟରେ ମଧ୍ୟରେ ସମସ୍ତ କାର୍ଯ୍ୟ ସଂପୂର୍ଣ୍ଣ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ତାଗିତ କରିଥିଲେ ।  ସେହିପରି ଭାବେ ଓଡିଶା ସରକାରଙ୍କ ଦ୍ଵାରା ନୂତନ ଗୃହିତ ପ୍ରସ୍ତାବ ଉପରେ ସବିଶେଷ ଆଲୋଚନା କରିଥିଲେ  ।  ସନ୍ଥ ଭୀମ ଭୋଇ ଭେଷଜ ମହାବିଦ୍ୟାଳୟ, ବଲାଙ୍ଗିରର 77.826 ଏକର  ଜମିର ଆଲୋଚନା, ମହାବିଦ୍ୟାଳୟ ସୂଚାରୁ ରୂପେ ପରିଚାଳନା କରିବା ଓ ଏକାଡେମିକ ୩ ବର୍ଷିୟା ଏମଡି / ଏମଏସ ପାଠ୍ୟକ୍ରମ, ବିଷୟ ଆଲୋଚନା କରାଯାଇଥିଲା ।

ଏହି ପରିଚାଳନା ବୈଠକରେ  ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ଶ୍ରୀଯୁକ୍ତ ଡଃ. ସୁରେଶ ଚନ୍ଦ୍ର ଦଲାଇ, ଜିଲ୍ଲାପାଳ ଶ୍ରୀ ଚଞ୍ଚଳ ରାଣା, ଶ୍ରୀମତୀ ଲିକା ସାହୁ ,  ଆଭାଷୀ ମଧ୍ୟମରେ  ଡଃ। ସଚିଦାନନ୍ଦ ମହାନ୍ତି, ଡଃ. ସବିତା ମହାପାତ୍ର, ଡିନ ଓ ଅଧକ୍ଷ୍ୟା, ଭୀମ ଭୋଇ ଭେଷଜ ମହାବିଦ୍ୟାଳୟ, ଡଃ. ମାନସୀ ପଣ୍ଡା, ଡଃ. ସିକତା ନନ୍ଦ, ଡଃ. ଶ୍ରୀକାନ୍ତ ପଣ୍ଡା, ଶ୍ରୀ ମଧୁସୂଦନ ପତି, ଅବସରପ୍ରାପ୍ତ ପ୍ରଫେସର, ବିଶାଳ ପଣ୍ଡା, ସଭାପତି, ଛାତ୍ର ସଂଘ ତଥା ଭୀମ ଭୋଇ ଭେଷଜ ମହାବିଦ୍ୟାଳୟ ର  ବିଭିନ୍ନ ପଦାଧିକାରୀ ଅଂଶଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like