-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ଟ୍ରାଫିକ ନିୟନ୍ତ୍ରଣ ପାଇଁ ଉପଜିଲ୍ଲାପାଳଙ୍କୁ ଫେରାଦ ହେଲା ସିନ୍ଧେକେଲା ବଣିକସଂଘ

08-Sep-2023



ସିନ୍ଧେକେଲା (ଅନୀଲ କୁମାର ତ୍ରିପାଠୀ ): ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ମୁଖ୍ଯ ରାସ୍ତା ସଂକୀର୍ଣ୍ଣ ହୋଇ ପଡିଥିବାରୁ ଅଧିକାଂଶ ସମୟ ଟ୍ରାଫିକ ଜାମ ରହିଥାଏ। ଆଗକୁ ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ ପର୍ବ ଥିବାରୁ ଏହି ସମସ୍ୟା ଜଟିଳ ହେବା ଆଶଙ୍କା ରହିଛି। ତେଣୁ ଏହାର ନିୟନ୍ତ୍ରଣ ପାଇଁ ସ୍ଥାନିୟ ବଣିକସଙ୍ଘ ଉପଜିଲ୍ଲାପାଳ ଙ୍କ ଦ୍ଵାରସ୍ଥ ହୋଇଛି। ସେପ୍ଟେମ୍ବର ୧୦ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ (୧୦ ଦିନ) ସକାଳ ୮ ଟାରୁ ରାତି ୮ ଟା ପର୍ଯ୍ୟନ୍ତ ଭାରିଯାନ ଚଳାଚଳ ବନ୍ଦ କରିବା ପାଇଁ ଆଦେଶ ଦେବାକୁ ଟିଟିଲାଗଡ ଉପଜିଲ୍ଲାପାଳ ଦୟାମୟ ପାଢ଼ୀ ଙ୍କୁ ସଂଘ ଭେଟି ଦାବିପତ୍ର ପ୍ରଦାନ କରିଛି। ଦାବିପତ୍ର ପ୍ରଦାନ ସମୟରେ ସଂଘ ସଭାପତି ସୁବାଷ ଜୈନ, ସମ୍ପାଦକ ସନ୍ତୋଷ ଜୈନ, ସହ ସମ୍ପାଦକ ଅନିଲ କୁମାର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ। ପ୍ରକାଶ ଯୋଗ୍ଯ ବିଗତ ବର୍ଷ ମାନଙ୍କରେ ନୁଆଖାଇ ସମୟରେ ସିନ୍ଧେକେଲା ମୁଖ୍ଯ ରାସ୍ତାର

ଟିଟିଲାଗଡ ପଟ, କଣ୍ଟାବାଞ୍ଜି ପଟ ,କଳାହାଣ୍ଡି ଓ ନୁଆପଡା ଜିଲ୍ଲା ପଟରୁ ଆସୁଥିବା ଭାରିଯାନ ମାନଙ୍କ ପାଇଁ ସିନ୍ଧେକେଲା ରାଧାକୃଷ୍ଣ ମନ୍ଦିର ନିକଟରୁ ସିନ୍ଧେକେଲା ବସଷ୍ଟାଣ୍ଡ ପର୍ଯ୍ୟନ୍ତ ଉଭୟ ଟିଟିଲାଗଡ ଓ କଣ୍ଟାବାଞ୍ଜି ରାସ୍ତା ସମ୍ପୁର୍ଣ୍ଣ ଟ୍ରାଫିକ ଜାମ ହୋଇଯିବା ଦ୍ବାରା ପ୍ରାୟ ଦୁଇ ରୁ ତିନିଘଣ୍ଟା ଧରି ଲୋକେ ବେଶ ହଇରାଣ ହରକତ ହୋଇଥିଲେ। ଏଥିପାଇଁ ବ୍ୟବସାୟୀ, ଗ୍ରାହକ, ଛାତ୍ର ଛାତ୍ରୀ, ରୋଗୀ ଓ ଯାତାୟତ କାରୀ ବେଶ ହନ୍ତସନ୍ତ ହୋଇଥିଲେ। ପରେ ସିନ୍ଧେକେଲା ପୋଲିସ, ସରପଞ୍ଚ, ସାମ୍ବାଦିକ ଅନିଲ କୁମାର ତ୍ରିପାଠୀ ଓ ଯୁବଗୋଷ୍ଠୀ ବହୁ ସମୟର କସରତ ପରେ ଟ୍ରାଫିକ ନିୟନ୍ତ୍ରଣ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like