-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ପୌରାଞ୍ଚଳ ସଫେଇ କର୍ମଚାରୀ ମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା ଓ ରୋଗ ଚିହ୍ନଟ ଶିବିର 

08-Sep-2023



ବଲାଙ୍ଗିର ୮ ସେପ୍ଟେମ୍ବର : ଆଜି ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡ଼ା ଯାହା (ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ) ତରଫରୁ ବଲାଙ୍ଗିର ପୌରାଞ୍ଚଳ ସଫେଇ କର୍ମଚାରୀ ଓ ତାଙ୍କ ପରିବାର ଲୋକଙ୍କ ଅଣସଂକ୍ରାମକ ରୋଗ ଚିହ୍ନଟ ସ୍ବାସ୍ଥ୍ୟ ଶିବିର କଲେଜ ଛକ କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଥିଲା। ଶିବିରକୁ ବଲାଙ୍ଗିର ପୌର ସଂସ୍ଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ବିଶ୍ବମ୍ବର ମିଶ୍ର ଯୋଗ ଦେଇ

ଉଦ୍ଘାଟନ କରିଥିଲେ। ମୁନସୀ ପାଲଟି ସ୍ବାସ୍ଥ୍ୟ ପରିଦର୍ଶକ ଦେବେଶ ରାଉତ, ସାନିଟାରୀ ଇଁଚାର୍ଜ୍ ଭୀଷ୍ମ ସାହୁ, ଗରିମା ଇଞ୍ଚାର୍ଜ ଈଶ୍ୱର ଦତ୍ତ ଦୀପ ସ୍ଥାନୀୟ କାଉନସିଲର ଓ ମହିଳା ଆରୋଗ୍ୟ ସମିତି ର ସମସ୍ତ ସଦସ୍ୟ ମାନେ ମିଶି ସମସ୍ତ କର୍ମଚାରୀ ଙ୍କୁ ସ୍ବାସ୍ଥ୍ୟ ପରୀକ୍ଷା ରେ ସହଯୋଗ କରିଥିଲେ । ଏହି ସ୍ବାସ୍ଥ୍ୟ ଶିବିର ର ମୂଳ ଉଦ୍ଦେଶ୍ୟ ନଗର ଜନସାଧାରଣ ପରିମଳ ବ୍ୟବସ୍ଥା ଓ ସ୍ବାସ୍ଥ୍ୟ ରକ୍ଷା ଦିଗରେ କାମ କରୁଥିବା ସଫେଇ କର୍ମଚାରୀ ମାନଙ୍କ ସ୍ବାସ୍ଥ୍ୟ ର ଯତ୍ନ ଓ ସେମାନଙ୍କ ଭିତରେ ଥିବା ରୋଗର ଚିହ୍ନଟ କରି ଔଷଧ ବ୍ୟବସ୍ଥା କରିବା।ଅଣସଂକ୍ରମକ ରୋଗ ର ଚିହ୍ନଟ ସହ , ମାଗଣା ରକ୍ତ ପରୀକ୍ଷା, ମାଗଣା ଔଷଧ, ଜୀବନ ଶୈଳୀ ଓ ଖାଦ୍ୟପେୟ ଉପରେ ପରାମର୍ଶ ଏବଂ ମାଗଣା ଡାକ୍ତର ସେବା ।ଏହି ସ୍ବାସ୍ଥ୍ୟ ଶିବିର ରେ ୨୫୦ ରୁ ଉର୍ଦ୍ଧ ସଂଖ୍ୟକ ସଫେଇ କର୍ମଚାରୀ ରୋଗୀ ଚିକିତ୍ସା ଲାଭ କରିଥିଲେ ।ଉକ୍ତ ସ୍ବାସ୍ଥ୍ୟ ଶିବିର ର ନିରୀକ୍ଷଣ (DPHO) ଜିଲ୍ଲା ପ୍ରାଥମିକ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ଦିବ୍ୟ କିଶୋର ପତି କରିଥିଲେ। ଅତିରିକ୍ତ ପ୍ରକଳ୍ପ ଅଧିକାରୀ ରାମାନୁଜ ପଣ୍ଡା, ୟୁ ଡି ଏମ ଅନିଲ ମହାକୁର ଯୋଗଦାନ ଦେଇ ସମସ୍ତଙ୍କୁ ଉତ୍ସାହିତ କରିବା ସହ ଏହି ଶିବିର ର ତଦାରଖ କରିଥିଲେ । ଏହି ସ୍ବାସ୍ଥ୍ୟ ଶିବିର ରେ ଡାକ୍ତର ନନ୍ଦ କିଶୋର ପାଢି ଓ ଭୀମ ଭୋଇ ମେଡିକାଲ କଲେଜ୍ ର ଡାକ୍ତର ନିଜାମ୍ ଅଲି, ଡାକ୍ତର ନବନିତ କିଶନ , ଡାକ୍ତର ନରେନ୍ଦ୍ର କୁମାର ଫାଲୋଡ଼ିଆ ଓ ଅନ୍ୟ ମାନଙ୍କ ସମେତ ଷ୍ଟାଫ ନର୍ସ ସନ୍ତୋଷିନି କରନ,ବିଜୟିନୀ ଛତ୍ରିଆ ,ଫାର୍ମାସିଷ୍ଟ ମୁକେଶ ରଣା, ଲେଵ ଟେକନିଶିଆନ ପ୍ରମୋଦ ଥନପତି, ଡାଟା

ଆସିଷ୍ଟାଣ୍ଟ ସୁମନ ଭାଟି , ସଗୀର ମହମ୍ମଦ ,ମାନସ ହୋତା , ସ୍ଵର୍ ଜିତ ଶତପଥୀ ଅବିନାଶ ପୋଡ଼ ପ୍ରମୁଖ ସହଯୋଗ କରିଥିଲେ। ଆୟୋଜକ ସଂସ୍ଥା ତରଫରୁ ସଫେଇ କର୍ମଚାରୀ ମାନଙ୍କୁ ସ୍ବାସ୍ଥ୍ୟ ପରୀକ୍ଷଣ ପରେ ଗୋଟିଏ ଲେଖା ହାତ ଧୁଆ ସାବୁନ ଦିଆ ଯାଇଥିଲା।ଉକ୍ତ ସ୍ବାସ୍ଥ୍ୟ ଶିବିର ର ଆୟୋଜନ ଓ ପରିଚାଳନା ସୁନ୍ଦର ଭାବେ ହେଇଥିଲା ଯେଉଁଥିରେ ସଫେଇ କର୍ମଚାରୀ ମାନଙ୍କ ବ୍ୟତୀତ ଅଞ୍ଚଳ ର ଜନ ସାଧାରଣ ସୁବିଧା ନେଉଥିବା ଦେଖା ଯାଇଥିଲା।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like