-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ତରଫରୁ ନୀଳ ଆକାଶ ନିମନ୍ତେ ସ୍ଵଚ୍ଛ ବାୟୁ ଦିବସ ପାଳିତ* - *ସଚେତନତା ରାଲି ଓ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ* - *ସ୍କୁଲ ପରିସରରେ ହେଲା ବୃକ୍ଷରୋପଣ*

08-Sep-2023



(ମନୋରଞ୍ଜନ ତ୍ରିପାଠୀ)
ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ତରଫରୁ ବ୍ଲକସ୍ତରୀୟ ଆନ୍ତର୍ଜାତୀୟ ନୀଲ ଆକାଶ ନିମନ୍ତେ ସ୍ଵଚ୍ଛ ବାୟୁ ଦିବସ ସ୍ଥାନୀୟ ନାରାୟଣପୁର ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରାୟ ୪୦୦ ଜଣ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ସହକାରୀ ପରିଚାଳିକା ଅଣସଂକ୍ରାମକ ରୋଗ ଗୀତାଞ୍ଜଳି ମେହେର, ସ୍ଵାସ୍ଥ୍ୟ କର୍ମଚାରୀଙ୍କୁ ନେଇ ଏକ ସଚେତନତା ରାଲି ବିଦ୍ୟାଳୟରୁ ବାହାରି ନାରାୟଣପୁର ଛକ ଦେଇ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଯାଏଁ ଯାଇ ପୁଣି ବିଦ୍ୟାଳୟକୁ ଫେରିଥିଲା। ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଅଧୀକ୍ଷକ ଡାକ୍ତର ରାମଶଙ୍କର ତ୍ରିପାଠୀ ଏବଂ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭୁବନେଶ୍ଵର ପାଣିଗ୍ରାହୀ ମିଳିତ ଭାବେ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ରାଲିର ଶୁଭାରମ୍ଭ କରିଥିଲେ। ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ବିଚାରକ ଭାବେ ଶିକ୍ଷକ ମାନସ ରଂଜନ ଭୋଇ, ଓମ ପ୍ରକାଶ ପୂଝାରୀ ଏବଂ କଲ୍ୟାଣ ସାମଲ ଦାୟିତ୍ଵ ନିର୍ବାହ କରିଥିଲେ। ପ୍ରତିଯୋଗିତାରେ ମିଲନ ମହାକୁର, ଅର୍ଚ୍ଚିତା ସାହୁ ଓ ମୀନତି ଭୋଇ ଯଥାକ୍ରମେ ପ୍ରଥମ, ଦ୍ଵିତୀୟ ଏବଂ ତୃତୀୟ ସ୍ଥାନ ଅଧିକାର କରି ସଚେତନତା ସଭାରେ ଅତିଥିଙ୍କ ଦ୍ଵାରା ପୁରସ୍କୃତ ହୋଇଥିଲେ। ଏହି ଅବସରରେ ବିଦ୍ୟାଳୟ ପରିସରରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସମଗ୍ର କାର୍ଯ୍ୟକ୍ରମଟି ଜନସ୍ଵାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିବା ବେଳେ ସ୍ଵାସ୍ଥ୍ୟ ପରିଦର୍ଶକ ଶାନ୍ତ୍ଵନୁ ମେହେର, ଦୀପକ ସାହୁ, ରତନ ବିଶି, ଶିକ୍ଷକ ହରେଶ ମେହେର ଏବଂ ଅନ୍ୟ ଶିକ୍ଷକ-ଶିକ୍ଷୟତ୍ରୀମାନେ ଆୟୋଜନରେ ସହଯୋଗ କରିଥିଲେ। ଏଠାରେ ସୂଚନାଯୋଗ୍ୟ ଯେ, ଚଳିତ ବର୍ଷ ୪ ସେପ୍ଟେମ୍ବର ଠାରୁ ୯ ସେପ୍ଟେମ୍ଵର ଯାଏଁ ଏହି ଦିବସଟି ଏକ ଅଭିଯାନ ଭାବେ ସମଗ୍ର ବିଶ୍ଵରେ ପାଳିତ ହେଉଛି।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like