-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ପୌରପାଳିକା ସଫେଇ କର୍ମଚାରୀ ଙ୍କ ପାଇଁ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର 

08-Sep-2023



ବଲାଙ୍ଗିର(ପ୍ରେରଣା ଖବର ): ପୌରପାଳିକା ସଫେଇ କର୍ମଚାରୀ ଙ୍କ ପାଇଁ ଏକ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ପରୀକ୍ଷା ଶିବିର କଲେଜ ଛକ, କଲ୍ୟାଣ ମଣ୍ଡପ ଠାରେ ଆୟୋଜନ କରାଯାଇଥିଲା lଜିଲ୍ଲା ପୌରପାଳିକା ରେ କାର୍ଯ୍ୟରତ ସଫେଇ କର୍ମଚାରୀ ସର୍ବମୋଟ ଦୁଇଶହ ଷାଠିଏ ବ୍ୟକ୍ତି ବିଶେଷ (ସଫେଇ କର୍ମଚାରୀ )ମାନଙ୍କ ସବିଶେଷ ସ୍ୱାସ୍ଥ୍ୟ ନିରୀକ୍ଷଣ, ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ତାଙ୍କ ବିଭିନ୍ନ ରୋଗ ଓ ସମ୍ଭାବ୍ୟ ସ୍ୱାସ୍ଥ୍ୟ ଜନିତ ସମସ୍ୟା ଯଥା ଉଚ୍ଚନିମ୍ନ ରକ୍ତଚାପ, ମଧୁମେହ, ଜ୍ୱରକାଶ, ମେଲେରିଆ, ଯକ୍ଷ୍ମା ଇତ୍ୟାଦିକୁ ତର୍ଜମା କରାଯାଇ ଉପଯୁକ୍ତ ସ୍ୱାସ୍ଥ୍ୟ ଓ ନିରନ୍ତର ସ୍ୱାସ୍ଥ୍ୟ ଯତ୍ନ ପାଇଁ ପରାମର୍ଶ ଦିଆଯାଇଥିଲା 

ବଲାଙ୍ଗିର ପୌରପାଳିକା ସଫେଇ କର୍ମଚାରୀ ଙ୍କ ପାଇଁ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ମଧ୍ୟରେ  ସ୍ୱାସ୍ଥ୍ୟ ଶିବିରରେ  ସଫେଇ କର୍ମଚାରୀ ନିଜର ସ୍ୱାସ୍ଥ୍ୟ ଯାଞ୍ଚ  କରାଗଲାବେଳେ ପ୍ରାୟେଏକଶହ ଚାଳିଶ ଜଣ ନିଜ ରକ୍ତ ପରୀକ୍ଷା ପାଇଁ ନମୁନା ସଂଗ୍ରହ କରାଇଥିଲେ ଓ ଏଥିରୁ ସତୁରି ଜଣ ଙ୍କ ଉଚ୍ଚ ରକ୍ତଚାପ, ଚାଳିଶ ଜଣଙ୍କର ମଧୁମେହ ଚିହ୍ନଟ କରାଯାଇଥିଲା l ଶିବିର ରେ ସମସ୍ତ ସଫେଇ କର୍ମଚାରୀ ମାନଙ୍କୁ ଉପଯୁକ୍ତ ସ୍ଥଳେ ଟିଟାନାସ ପ୍ରୟୋଗ କରଯାଇଥିଲାସ୍ୱାସ୍ଥ୍ୟ ଶିବିରରେ ବଲାଙ୍ଗିର ଜାତୀୟ ସ୍ୱାସ୍ଥ୍ୟ ମିଶନ ପକ୍ଷରୁ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଦିବ୍ୟ କିଶୋର ପତି (ଜନସ୍ୱାସ୍ଥ୍ୟ ଅଧିକାରୀ) ପୌରପାଳିକା ମୁଖ୍ୟ ଅଧିକ୍ଷକ ବିଶ୍ୱମ୍ବର ମିଶ୍ର,ଶ୍ରୀ ମୃତ୍ୟୁଞ୍ଜୟ ମୁଂଡ ( ଜିଲ୍ଲା ପ୍ରଜେକ୍ଟ ମ୍ୟାନେଜର,ସ୍ୱାସ୍ଥ୍ୟ ମିଶନ )  ଅତିଥି ଭାବେ ଯୋଗଦାନ କରିଥିଲେ ଓ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର , ଶାସ୍ତ୍ରୀ ନଗର

ମେଡିକାଲ ଅଫିସର ଡା. ମନୋରମା ଶତପଥୀ,ୟୁ ପି ଏଚ୍ ସି .କାନ୍ଧ ପାଲି ମେଡିକାଲ ଅଫିସର ଡା. ଏନ. କେ ପାଢୀ ଯୋଗଦାନ କରି ସମସ୍ତ କର୍ମଚାରୀ ମାନଙ୍କ ସବିଶେଷ ସ୍ୱାସ୍ଥ୍ୟ ଯାଞ୍ଚ କରାଇଥିଲେ lଉକ୍ତ ଶିବିରରେ ଏ ପି ଏମ୍ - ଏନ୍ ଏଚ୍ ଏମ୍ ରାମାନୁଜ ପଣ୍ଡା,  ନେସନାଲ ପିସ୍ ୟୁନିସନ୍ ର ନିର୍ଦ୍ଦେଶକ, ଚେୟାରମ୍ୟାନ ସତ୍ୟ ରଞ୍ଜନ ମିଶ୍ର  ଓ ରବି ରଞ୍ଜନ ପୂଜାରୀ,ଦେବେସ ରାଉତ(ସ୍ୱାସ୍ଥ୍ୟ ନିରୀକ୍ଷକ), ଶ୍ରୀ ଅଭିମନ୍ୟୁ ପଟେଲ ସ୍ୱାସ୍ଥ୍ୟ କର୍ମୀ ଙ୍କ ତରଫରୁ ସମସ୍ତ ସ୍ୱାସ୍ଥ୍ୟ କର୍ମଚାରୀ, ଆଶା ଦିଦି ଗଣ, ଏ.ଏନ.ମ୍ ଗଣ,ସ୍ୱାସ୍ଥ୍ୟ ନିରୀକ୍ଷକ (ଏନ୍ ଏଚ୍ ଏମ୍) ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ଶିବିରକୁ ପରିଚାଳନା କରିଥିଲେ l  ଉଭୟ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରର ସଭ୍ୟସଭ୍ୟାଙ୍କ ସକ୍ରିୟ ଅଂଶଗ୍ରହଣରେ ପୌରପରିଷଦ ସଫେଇ କର୍ମଚାରୀ ମାନଙ୍କ ସ୍ୱାସ୍ଥ୍ୟ ଶିବିର ସୁଚାରୁରୂପେ ସମ୍ପର୍ଣ୍ଣ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like