-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||     

HOME   ରାଜ୍ୟ

ବୌଦ୍ଧ ବ୍ଲକ୍ ରେ ସଂସାଧନ ସଭ୍ୟଙ୍କ ପ୍ରଶିକ୍ଷଣ ଶିବିର ଉଦଯାପିତ

08-Sep-2023



 

________________________________________

ବୌଦ୍ଧ-ପ୍ରେରଣାଖବର)  ବୌଦ୍ଧ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ଜିଲ୍ଲା ସଂସ୍କୃତି ବିଭାଗର ମିଳିତ ଆନୁକୁଲ୍ୟରେ  ବ୍ଲକ୍ ସମ୍ମିଳନୀ କକ୍ଷରେ ବୌଦ୍ଧ ବ୍ଲକ୍ ସ୍ତରୀୟ ସଂସାଧନ ସଭ୍ୟଙ୍କ ଦୁଇଦିନିଆ ପ୍ରଶିକ୍ଷଣ ଶିବିରର ଉଦଜ୍ଜାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଅଶ୍ୱିନୀ କୁମାର ପାଣ୍ଡେ ପ୍ରଶିକ୍ଷଣ ଶିବିରର ଉଦ୍ଦେଶ୍ୟ ଜ୍ଞାପନ, କଳା, ସାହିତ୍ୟ, ସଂସ୍କୃତି ଓ ପରମ୍ପରା କ୍ଷେତ୍ରରେ ବୌଦ୍ଧର ବିକାଶ, ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କିତ ବାର୍ତ୍ତା ଲୋକକଳା ମାଧ୍ୟମରେ ସମସ୍ତ ଗ୍ରାମରେ ପହଞ୍ଚାଇବା ପାଇଁ କଳାକାରମାନଙ୍କୁ ଆହ୍ଵାନ କରିଥିଲେ ।  ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ  ରିତାକାନ୍ତି ବଳିୟାର ସିଂହ  ପୂର୍ବଦିନର କାର୍ଯ୍ୟକ୍ରମ ର ସମୀକ୍ଷା,  ଶିବିରର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଉପରେ ଆଲୋଚନା କରିବା ସହ ଆସନ୍ତା ସେପ୍ଟେମ୍ବର ତା. ୧୫ ରୁ ୩୦ ରିଖ ମଧ୍ୟରେ ପାଲା, ଦାସକାଠିଆ, ଘୋଡା ନାଚ, ଫୋକ ସଂଗୀତ ଓ ନୃତ୍ୟ ମାଧ୍ୟମରେ ପ୍ରତ୍ୟେକ ଗ୍ରାମରେ ସରକାରଙ୍କ ବିଭିନ୍ନ ଯୋଜନାର ସଫଳ ବାର୍ତ୍ତା ଲୋକମାନଙ୍କ ନିକଟରେ ପହଞ୍ଚାଇବା ପାଇଁ ତଥା ସୂଚନା, ଶିକ୍ଷା ଏବଂ ଯୋଗାଯୋଗ ଉପକ୍ରମରେ ଆୟୋଜିତ ଜିଲ୍ଲା ବ୍ୟାପୀ ସାଂସ୍କୃତିକ କାର୍ଯ୍ୟକ୍ରମ ସମ୍ପର୍କରେ କଳାକାରମାନଙ୍କର ଗୁରୁତ୍ଵପୂର୍ଣ୍ଣ ଭୁମିକା ରହିବ ଏବଂ ସମସ୍ତ କଳାକାରଙ୍କୁ ସୁଯୋଗ ଦିଆଯିବ  ବୋଲି ମତବ୍ୟକ୍ତ କରିବା ସହ ଏହି କାର୍ଯ୍ୟକ୍ରମର ମାର୍ଗଦର୍ଶିକା ବିଷୟରେ ଆଲୋକପାତ କରିଥିଲେ । ସଂସାଧନ କର୍ମୀ ଭାବେ ଜିଲ୍ଲା କଳା ସଂସ୍କୃତି ସଂଘର  ଉପସଭାପତି ଦିବ୍ୟଶଙ୍କର ରାଉତ  ଲୋକକଳା ପରିବେଷଣରେ ନାଟକୀୟତାର ଗୁରୁତ୍ଵ, ପ୍ରମୁଖ ଆଠଗୋଟି ଯୋଜନାର ରୂପରେଖ, ସୂଚନା, ଶିକ୍ଷା ଓ ସଂଚାର ଅଭିଯାନ କୁ ସଫଳ କରିବା ପାଇଁ ବିଭିନ୍ନ ପଦକ୍ଷେପ ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିବା ସହ ଆଲୋଚନାର ସାରାଂଶ, ଚୂଡାନ୍ତୀକରଣ ଓ ପ୍ରଶ୍ନୋତ୍ତର  ରଖିଥିଲେ ।ଏହି କାର୍ଯ୍ୟକ୍ରମରେ  ବରିଷ୍ଠ କଳାକାର, ସାହିତ୍ୟିକ, ନାଟ୍ୟକାର, ଗଣମାଧ୍ୟମପ୍ରତିନିଧି ଯୋଗ ଦେଇ ଆଲୋଚନା ରେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ l ରଘୁନାଥ କୀର୍ତନ୍ୟ ମଣ୍ଡଳୀ, ଗୌଡି ସମ୍ପ୍ରଦା ଦଳ ଓ ସାଥି, ଗୋବିନ୍ଦପୁର ସଂକୀର୍ତ୍ତନ୍ୟ ପରିବେଷଣ , ବସନ୍ତ ରାଜହଂସ ପୁରମୁଣ୍ଡା ଖାଲିଆପାଲି ଏବଂ ରଘୁନାଥ ମେହେର, ବାଉଁଶୁଣି, ଜଗତ ରାମ ଜଗଦଲା, ଗୁଡ଼ପଡା ବାଉଁଶୁଣୀ, କୃଷ୍ଣଚନ୍ଦ୍ର ମିଶ୍ର  ସରକାରଙ୍କ ବିଭିନ୍ନ ଯୋଜନା ଉପରେ ସଂଗୀତ ଓ ଭଜନ ପରିବେଷଣ କରିଥିଲେ l ଅନୁଜା ବେହେରା, ବାଉଁଶୁଣି, ଅଭାଗିନୀ ବେହେରା, ଜଗତି ଏବଂ ସାଥି କୃଷ୍ଣଗୁରୁ ପରିବେଷଣ କରିଥିଲେ l ଗଣେଶ୍ୱର ନାଗ ଓ ସାଥି, ପୂର୍ଣ୍ଣମାସି ପାଲା ଦଳ ବ୍ରହ୍ମଣି ପାଲା ପରିବେଷଣ କରିଥିଲେ l କାର୍ଯ୍ୟକ୍ରମରେ ରଞ୍ଜିତ ମହାନ୍ତି, ସାନନ୍ଦ ସାହୁ, ବ୍ଲକ ସଂସାଧାନ ସଭ୍ୟ ରଞ୍ଜନ ପାତ୍ର, କରୁଣାକର ବଗର୍ତ୍ତୀ, ସୌମିତ୍ରୀ ମାଟିଆ, ମାଧବ ରଣା, ଅଜିତ କୁମାର ସାହୁ, ରମାକାନ୍ତ ପ୍ରଧାନ ଘାସିରାମ ଝାଙ୍କର, ମନୋରଞ୍ଜନ ସାହୁ, ଜଗଦିଶ ପ୍ରଧାନ ଏବଂ ଜିତେନ୍ଦ୍ର କୁମାର ମହାନ୍ତି ସହଯୋଗ କରିଥିଲେ l କାର୍ଯ୍ୟକ୍ରମ ଶେଷରେ କଳାକାର ମାନଙ୍କୁ ସାର୍ଟିଫିକେଟ ପ୍ରଦାନ କରାଗଲା ଏବଂ ସୁଶ୍ରୀ ରିତାକାନ୍ତି ବଳିୟାର ସିଂହ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026

You Might Also Like