-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||     

HOME   ଜିଲ୍ଲା

ଶୁଣ୍ଢିମୁଣ୍ଡା ସରକାରୀ ବିଦ୍ୟାଳୟରେ ଅଭିଭାବକ ଆମର ଅଂଶିଦାର ବୈଠକ ଅନୁଷ୍ଠିତ ।

09-Sep-2023



ରେଢ଼ାଖୋଲ ( ଅନିଲ ପୃଷ୍ଟି ) ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ସହର ଶୁଣ୍ଡିମୁଣ୍ଡା ସ୍ଥିତ ସରକାରୀ(ଅନୁସୂଚିତ ଜାତି ତଥା ଜନଜାତି) ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ଦିନ ବିଦ୍ୟାଳୟରେ ଜିଲ୍ଲା ମଙ୍ଗଳ ବିଭାଗ ପକ୍ଷରୁ ଅଭିଭାବକ ଆମର ଅଂଶିଦାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।  ଏହି କାର୍ଯ୍ୟକ୍ରମର ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ କଳ୍ପନା ବାଗ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ଉପଜିଲ୍ଲାପାଳ ଶ୍ରୀଯୁକ୍ତ ପବିତ୍ର ବେହେରା  ଓ ସମ୍ମାନିତ ଅତିଥି ଭାବେ ରାମପୁର ରେଞ୍ଜ୍ ଅଧିକାରୀ ମୈତ୍ରୀମଞ୍ଜିତ ବିଶ୍ବାଳ ,  ଏବିଓ ନିରଞ୍ଜନ ପାତ୍ର, ସିଆରସିସି ରେଢ଼ାଖୋଲ ମେଘନାଦ ରାଉଳ,ସିଆରସି ଭରତାପୁର୍ ସନ୍ତୋଷ ନାରାୟଣ ପାଢ଼ୀ, ପଶୁ ଚିକିତ୍ସା   ଅଧିକାରୀ ପଞ୍ଚାନନ ପ୍ରଧାନ, ଏଏସ୍ଓ ରେଢ଼ାଖୋଲ ମୃତ୍ୟୁଞ୍ଜୟ ବେହେରା,ଏଚ୍ଇଡବ୍ଲୁ ସତ୍ୟସାଇ ପ୍ରଧାନ,ଆଇସିଡିଏସ୍ ପୁଷ୍ପାଞ୍ଜଳି ପ୍ରଧାନ, ସମେତ ଅନ୍ୟାନ୍ୟ ଅତିଥି ସମେତ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରୀ ମାନଙ୍କ ଅଭିଭାବକ ମାନେ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ଶିକ୍ଷୟିତ୍ରୀ  ସଞ୍ଜିବନି ପାଣିଗ୍ରାହୀ,ସ୍ମୃତିପ୍ରଭା ମାଝୀ ଅତିଥି ମାନଙ୍କୁ ସ୍ବାଗତ ଜଣାଇଥିଲେ ।  ଏଥି ସହିତ ଶିକ୍ଷୟତ୍ରୀ ସନ୍ତୋଷ୍ମିତା ଷଡ଼ଙ୍ଗୀ ଙ୍କ ନେତୃତ୍ବରେ ବିଦ୍ୟାଳୟ ର ଛାତ୍ରୀ ମାନେ ପ୍ରଥମେ ସ୍ବାଗତ ସଂଗୀତ ଗାନ କରିଥିଲେ । ପରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ କଳ୍ପନା ବାଗ ସମସ୍ତ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିବା ସହିତ ସମସ୍ତ ଛାତ୍ରଛାତ୍ରୀ ଓ ଅଭିଭାବକ ମାନଙ୍କୁ  କାର୍ଯ୍ୟକ୍ରମ ର ମହତ୍ତ୍ଵ ବିଷୟରେ ଅଭିଭାଷଣ ପ୍ରଦାନ କରିଥିଲେ । ଏଥିସହ ଛାତ୍ର ଛାତ୍ରୀ ମାନେ ରଙ୍ଗୋଲି ଆମ ଓଡ଼ିଶା ବିଶୟ ଆଧାରରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା  । ଶେଷରେ  ଏହି ପ୍ରତିଯୋଗିତାରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026

You Might Also Like