-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||     

HOME   ଜିଲ୍ଲା

ଫାର୍ଷ୍ଟ ଏଡ ଇନ ଡିଜିଟାଲ ସ୍କିଲ ଥିମ୍ ଅନୁସାରେ ବିଶ୍ବ ପ୍ରାଥମିକ ଚିକିତ୍ସା ଦିବସ ପାଳିତ

09-Sep-2023



ଡୁଙ୍ଗୁରିପାଲି, (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ହାଇସ୍କୁଲରେ ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ପଶାୟତ ଙ୍କ ଅଧ୍ୟକ୍ଷତାରେ ଫାର୍ଷ୍ଟ ଏଡ ଇନ ଡିଜିଟାଲ ସ୍କିଲ ଥିମ୍ ଅନୁସାରେ ଆଜି ବିଶ୍ବ ପ୍ରାଥମିକ ଚିକିତ୍ସା ଦିବସ ପାଳିତ ହୋଇଯାଇଛି । ପ୍ରାରମ୍ଭରେ  ବରିଷ୍ଠ ଶିକ୍ଷକ ତଥା ଜିଲ୍ଲା ସ୍କାଉଟ ତାଲିମ କମିଶନର ଦୀନବନ୍ଧୁ ପ୍ରଧାନ ପ୍ରାଥମିକ  ଚିକିତ୍ସା ଗୁରୁତ୍ବ ବିଷୟ ରେ ଅବଗତ କରାଇଥିଲେ ।  ସ୍କୁଲ ପରିଚାଳନା କମିଟି ସଦସ୍ୟ ଗୋକୁଳ ଦାସ, ସମାଜସେବୀ ରାଧାକାନ୍ତ ଯୁଆଡି , ଅଭିବାବିକ ତଥା  କମିଟି ସଦସ୍ୟା କଲ୍ୟାଣୀ ବରିହା ପ୍ରମୁଖ ପ୍ରାଥମିକ ଚିକିତ୍ସା  ର ମହତ୍ତ୍ଵ ବିଷୟ ରେ ମତବ୍ୟକ୍ତ କରିଥିଲେ । ଜୁନିୟର ମଧ୍ୟ ରେ  ତନୁଶ୍ରୀ ଯୁଆଡି, ମୁସ୍କାନ ସାହୁ, ଶୁଭଶ୍ରୀ ପଟେଲ, ଟିକେଶ୍ୱରୀ, ଜନନିକା, ଅର୍ଚ୍ଚିତା, ସୌମ୍ୟା, କୁନାଲ, ରାଜ, ବଲରାମ, ଶୁଭଶ୍ରୀ ବରିହା ପ୍ରମୁଖ ନିଜ ନିଜ ର ବକ୍ତବ୍ୟ ରଖି ଦିବସର ଗୁରୁତ୍ୱାରୋପ କରିବା  ସହିତ ପ୍ରାଥମିକ  ଚିକିତ୍ସା  ଉପଚାର ର ମୂର୍ଚ୍ଛା, ରିକୋଭାରି ପୋଜିସନ୍, ରକ୍ତସ୍ରାବ, ଅସ୍ଥିଭଗ୍ନ, ରୋଗୀ ସ୍ଥାନାନ୍ତରଣ ପ୍ରଭୃତି ବିଷୟ ରେ ଡେମୋ ପ୍ରଦର୍ଶନ କରିଥିଲେ ।ଶେଷରେ  ଛାତ୍ର ପ୍ରିନ୍ସ ବାଘ ଧନ୍ୟବାଦ ଅର୍ପଣ କରିଥିଲେ। ଜିଲ୍ଲା ଜୁନିୟର ରେଡ  କ୍ରସ ଅଫିସର ରବିଚନ୍ଦ୍ର ପଶୟାତ ଙ୍କ ବକ୍ତବ୍ୟ ଅନୁସାରେ ସୁବର୍ଣ୍ଣପୁର ଜିଲ୍ଲାର ପାଖାପାଖି ୧୦୦ ଟି ଜୁନିୟର ରେଡ କ୍ରସ ୟୁନିଟ ତରଫରୁ ଅଜି ବିଶ୍ଵ ରେଡ କ୍ରସ ଦିବସ ପାଳିତ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026

You Might Also Like