-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||     

HOME   ଜିଲ୍ଲା

ଶିଶୁଶିଶୁ ଓ ମହିଳା ବିକାଶ ସୋସାଇଟି ତରଫରୁ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳିତ

09-Sep-2023



ବଲାଙ୍ଗୀର : ଶିଶୁ ଓ ମହିଳା ବିକାଶ ସୋସାଇଟି (ସିଡବ୍ଲୁଡିଏସ୍‌)ର ଅଧ୍ୟକ୍ଷ ମେଜର ଡା. କଳ୍ପନା ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବଲାଙ୍ଗୀର ଜିଲ୍ଲାର ସଇଁନ୍ତଳା ବ୍ଲକରେ  ଡେଙ୍ଗ  ଗ୍ରାମର ବିଦ୍ୟାଳୟ ପରିସରରେ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳିତ ଅବସରରେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ ଙ୍କୁ ନେଇ  ପ୍ରାଥମିକ ଚିକିତ୍ସା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଡେଙ୍ଗ ହାଇସ୍କୁଲର ପ୍ରଧାନ ଶିକ୍ଷକ ଚଣ୍ଡାଳ ମିଶ୍ର, ଶିକ୍ଷକ ସୁଦର୍ଶନ ଦାଶ, ସମୀର

ସେଠି, ଶିକ୍ଷୟିତ୍ରୀ ରଣୁକା ସାହୁ ଯୋଗଦେଇଥିଲେ । କାର୍ଯ୍ୟକ୍ରମରେ  ତାଲିକାଦାତା ଭାବରେ ପ୍ରାଥମିକ ଚିକିତ୍ସା  ଫାଷ୍ଟ ଏଡ଼ର ରାମ ନାରାୟଣ ଦାଶ ଯୋଗଦେଇ ପ୍ରାଥମିକ ଚିକିତ୍ସା ବିଷୟରେ ତାଲିମ ପ୍ରଦାନ କରିଥିଲେ । ପ୍ରାଥମିକ ଚିକିତ୍ସା ଉଦ୍ଦେଶ୍ୟ ଓ ଆବଶ୍ୟକତା ବିଷୟରେ ବୁଝାଇବା ସହ ଡେମୋଷ୍ଟେସନ ମାଧ୍ୟମରେ ରିକୋଭରି ପୋଜିସନ, ସକ୍ ,ମୁର୍ଚ୍ଛା, ଅସ୍ଥିଭଗ୍ନ, ରକ୍ତସ୍ରାବ, ଏପିଲେପସି, ବ୍ୟାଣ୍ଡେଜିଙ୍ଗ , ଆହତ ବ୍ୟକ୍ତିକୁ ସ୍ଥାନାନ୍ତରିତ କୌଶଳ, ଅଗ୍ନିରୁ ସୁରକ୍ଷା ପାଇବା ଉପାୟ ତଥା ଗୁଡସମରିତାନର ଭୂମିକା ଭଳି ବିଭିନ୍ନ କୌଶଳ ତାଲିମ ଦେଇଥିଲେ। ବିଜ୍ଞାନ ସମ୍ମତ ଅନୁସାରେ ଆହତ ବ୍ୟକ୍ତି କ’ଣ କରିବା ଉଚିତ, କଣ ନକରିବା ତାହା  ବୁଝାଇଥିଲେ। ଏହି ଅବସରରେ ଛତ୍ରଛାତ୍ରୀମାନଙ୍କୁ ୧୧୨ ଫୋନ ନମ୍ବର ବିଷୟରେ ସୂଚନା ପ୍ରଦାନ କରିଥିଲେ । ଏହି ଅବସରରେ ଶିଶୁ ଓ ମହିଳା ବିକାଶ ସୋସାଇଟି  ତରଫରୁ ସମସ୍ତଙ୍କୁ ଫଳ ବଣ୍ଟନ କରାଯାଇଥିଲା । କାର୍ଯ୍ୟକ୍ରମକୁ ଶିଶୁ ଓ ମହିଳା ବିକାଶ ସୋସାଇଟି ସଭ୍ୟ ଚନ୍ଦ୍ର ଶେଖର ସେଠ ପରିଚାଳନା କରିଥିଲା ବେଳେ ସଭ୍ୟ ଲିଙ୍ଗରାଜ ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ । ଓ ମହିଳା ବିକାଶ ସୋସାଇଟି ତରଫରୁ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳିତ


ବଲାଙ୍ଗୀର : ଶିଶୁ ଓ ମହିଳା ବିକାଶ ସୋସାଇଟି (ସିଡବ୍ଲୁଡିଏସ୍‌)ର ଅଧ୍ୟକ୍ଷ ମେଜର ଡା. କଳ୍ପନା ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବଲାଙ୍ଗୀର ଜିଲ୍ଲାର ସଇଁନ୍ତଳା ବ୍ଲକରେ  ଡେଙ୍ଗ  ଗ୍ରାମର ବିଦ୍ୟାଳୟ ପରିସରରେ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳିତ ଅବସରରେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ ଙ୍କୁ ନେଇ  ପ୍ରାଥମିକ ଚିକିତ୍ସା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଡେଙ୍ଗ ହାଇସ୍କୁଲର ପ୍ରଧାନ ଶିକ୍ଷକ ଚଣ୍ଡାଳ ମିଶ୍ର, ଶିକ୍ଷକ ସୁଦର୍ଶନ ଦାଶ, ସମୀର ସେଠି, ଶିକ୍ଷୟିତ୍ରୀ ରଣୁକା ସାହୁ ଯୋଗଦେଇଥିଲେ । କାର୍ଯ୍ୟକ୍ରମରେ  ତାଲିକାଦାତା ଭାବରେ ପ୍ରାଥମିକ ଚିକିତ୍ସା  ଫାଷ୍ଟ ଏଡ଼ର ରାମ ନାରାୟଣ ଦାଶ ଯୋଗଦେଇ ପ୍ରାଥମିକ ଚିକିତ୍ସା ବିଷୟରେ ତାଲିମ ପ୍ରଦାନ କରିଥିଲେ । ପ୍ରାଥମିକ ଚିକିତ୍ସା ଉଦ୍ଦେଶ୍ୟ ଓ ଆବଶ୍ୟକତା ବିଷୟରେ ବୁଝାଇବା ସହ ଡେମୋଷ୍ଟେସନ ମାଧ୍ୟମରେ ରିକୋଭରି ପୋଜିସନ, ସକ୍ ,ମୁର୍ଚ୍ଛା, ଅସ୍ଥିଭଗ୍ନ, ରକ୍ତସ୍ରାବ, ଏପିଲେପସି, ବ୍ୟାଣ୍ଡେଜିଙ୍ଗ , ଆହତ

ବ୍ୟକ୍ତିକୁ ସ୍ଥାନାନ୍ତରିତ କୌଶଳ, ଅଗ୍ନିରୁ ସୁରକ୍ଷା ପାଇବା ଉପାୟ ତଥା ଗୁଡସମରିତାନର ଭୂମିକା ଭଳି ବିଭିନ୍ନ କୌଶଳ ତାଲିମ ଦେଇଥିଲେ। ବିଜ୍ଞାନ ସମ୍ମତ ଅନୁସାରେ ଆହତ ବ୍ୟକ୍ତି କ’ଣ କରିବା ଉଚିତ, କଣ ନକରିବା ତାହା  ବୁଝାଇଥିଲେ। ଏହି ଅବସରରେ ଛତ୍ରଛାତ୍ରୀମାନଙ୍କୁ ୧୧୨ ଫୋନ ନମ୍ବର ବିଷୟରେ ସୂଚନା ପ୍ରଦାନ କରିଥିଲେ । ଏହି ଅବସରରେ ଶିଶୁ ଓ ମହିଳା ବିକାଶ ସୋସାଇଟି  ତରଫରୁ ସମସ୍ତଙ୍କୁ ଫଳ ବଣ୍ଟନ କରାଯାଇଥିଲା । କାର୍ଯ୍ୟକ୍ରମକୁ ଶିଶୁ ଓ ମହିଳା ବିକାଶ ସୋସାଇଟି ସଭ୍ୟ ଚନ୍ଦ୍ର ଶେଖର ସେଠ ପରିଚାଳନା କରିଥିଲା ବେଳେ ସଭ୍ୟ ଲିଙ୍ଗରାଜ ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026

You Might Also Like