-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||     

HOME   ଜିଲ୍ଲା

ନୂଆଁଖାଇ ପାଇଁ କୋଶଳୀ ସର୍ଟ ଫିଲ୍ମ "କୁରେ ପତର" ବଲାଂଗୀର ଲାଲ୍ ଟିକ୍ରା ଠାରେ ଶୁଭାରମ୍ଭ

09-Sep-2023



(ପ୍ରେରଣା ଖବର )
ନୂଆଁଖାଇ ପାଇଁ କୋଶଳୀ ସର୍ଟ ଫିଲ୍ମ "କୁରେ ପତର"  ବଲାଂଗୀର ଲାଲ୍ ଟିକ୍ରା ଠାରେ ଶୁଭାରମ୍ଭ ହୋଇ ଯାଇଛି । ଆଜିକାଲି ନୂଆଁଖାଇ ରେ ଅନେକ ଆମର ପରମ୍ପରା ସଂସ୍କୃତିକୁ ଭୁଲି ଯାଇ କୁରେ ପତର ରେ ଖାଇବା ବଡଳରେ ସିଲଭର ଖଲି ଦନା ବ୍ୟବହାର କରିବା ଦେଖିବାକୁ ମିଳୁଛି । ସେଭଳି ଏକ ଘଟଣା ଦେଖି ନୂଆ ଅନ୍ନ ଖାଇବା ଫିକା ପଡ଼ିଯାଇଛି । ଏଇ କଥାକୁ ଆଖି ଆଗରେ ରଖି ଏଇ ଫିଲ୍ମ ନିର୍ମାଣ କରାଯାଉଛି । କାଇଁଚ ମିଡ଼ିଆ ପ୍ରସ୍ତୁତ ଏଇ ଫିଲ୍ମ ର ଲେଖକ ଓ ନିର୍ଦ୍ଦେଶକ ଚୂଡ଼ାମଣି ମୁଦୁଲି ଥିବାବେଳେ ପ୍ରଯୋଜକ ଅଛନ୍ତି ଗୋପୀନାଥ ଦଣ୍ଡସେନା । କ୍ୟାମେରାରେ ସାନନ୍ଦ ମହାଲିଙ୍ଗ, ଦିନେଶ ମେହେର ଓ ଧରଣୀ ପଟେଲ ଅଛନ୍ତି । ଅଭିନୟରେ ନିନାଇଁ ଚରଣ ପାଣିଗ୍ରାହୀ, କୁମୁଦିନୀ ପୃଷ୍ଟି, ରୁଦ୍ରଦେବ ସାହୁ, ସୁଷମା ବାଗ, ଉପେନ୍ଦ୍ର ମେହେର, ଚନ୍ଦ୍ରମା ହୋତା , ନିରଞ୍ଜନ ପଣ୍ଡା, ବିକାଶ ଦଲାଇ, ଗୋପୀନାଥ ଦଣ୍ଡସେନା, ଅଂଶିତା ସାହୁ, ଆୟୁଷମାନ ବାରିକ , ଉମେଶ ବିଶ୍ବାଳ ଓ ଗଜେନ୍ଦ୍ର ସେଠୀ । ପରିଚାଳନାର ସହଯୋଗ କରିଥିଲେ ସଚ୍ଚିଦାନନ୍ଦ ସାହୁ,  ବିପିନ ବିହାରୀ ପୋଢ଼ ଓ ଚିନ୍ତାମଣି ମେହେର ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026

You Might Also Like