-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||     

HOME   ଜିଲ୍ଲା

ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ତରଫରୁ ନୀଳ ଆକାଶ ନିମନ୍ତେ ସ୍ଵଚ୍ଛ ବାୟୁ ଦିବସ ପାଳିତ, ସଚେତନତା ରାଲି ଓ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ, ସ୍କୁଲ ପରିସରରେ ହେଲା ବୃକ୍ଷରୋପଣ

09-Sep-2023



ସୋନପୁର (ମନୋରଞ୍ଜନ ତ୍ରିପାଠୀ ): ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ତରଫରୁ ବ୍ଲକସ୍ତରୀୟ ଆନ୍ତର୍ଜାତୀୟ ନୀଲ ଆକାଶ ନିମନ୍ତେ ସ୍ଵଚ୍ଛ ବାୟୁ ଦିବସ ସ୍ଥାନୀୟ ନାରାୟଣପୁର ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରାୟ ୪୦୦ ଜଣ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ସହକାରୀ ପରିଚାଳିକା ଅଣସଂକ୍ରାମକ ରୋଗ ଗୀତାଞ୍ଜଳି ମେହେର, ସ୍ଵାସ୍ଥ୍ୟ କର୍ମଚାରୀଙ୍କୁ ନେଇ ଏକ ସଚେତନତା ରାଲି ବିଦ୍ୟାଳୟରୁ ବାହାରି ନାରାୟଣପୁର ଛକ ଦେଇ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଯାଏଁ ଯାଇ ପୁଣି ବିଦ୍ୟାଳୟକୁ ଫେରିଥିଲା। ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଅଧୀକ୍ଷକ ଡାକ୍ତର ରାମଶଙ୍କର ତ୍ରିପାଠୀ ଏବଂ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭୁବନେଶ୍ଵର ପାଣିଗ୍ରାହୀ ମିଳିତ ଭାବେ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ରାଲିର ଶୁଭାରମ୍ଭ କରିଥିଲେ। ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ବିଚାରକ ଭାବେ ଶିକ୍ଷକ ମାନସ ରଂଜନ ଭୋଇ, ଓମ ପ୍ରକାଶ ପୂଝାରୀ ଏବଂ କଲ୍ୟାଣ ସାମଲ ଦାୟିତ୍ଵ ନିର୍ବାହ କରିଥିଲେ। ପ୍ରତିଯୋଗିତାରେ ମିଲନ ମହାକୁର, ଅର୍ଚ୍ଚିତା ସାହୁ ଓ ମୀନତି

ଭୋଇ ଯଥାକ୍ରମେ ପ୍ରଥମ, ଦ୍ଵିତୀୟ ଏବଂ ତୃତୀୟ ସ୍ଥାନ ଅଧିକାର କରି ସଚେତନତା ସଭାରେ ଅତିଥିଙ୍କ ଦ୍ଵାରା ପୁରସ୍କୃତ ହୋଇଥିଲେ। ଏହି ଅବସରରେ ବିଦ୍ୟାଳୟ ପରିସରରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସମଗ୍ର କାର୍ଯ୍ୟକ୍ରମଟି ଜନସ୍ଵାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିବା ବେଳେ ସ୍ଵାସ୍ଥ୍ୟ ପରିଦର୍ଶକ ଶାନ୍ତ୍ଵନୁ ମେହେର, ଦୀପକ ସାହୁ, ରତନ ବିଶି, ଶିକ୍ଷକ ହରେଶ ମେହେର ଏବଂ ଅନ୍ୟ ଶିକ୍ଷକ-ଶିକ୍ଷୟତ୍ରୀମାନେ ଆୟୋଜନରେ ସହଯୋଗ କରିଥିଲେ। ଏଠାରେ ସୂଚନାଯୋଗ୍ୟ ଯେ, ଚଳିତ ବର୍ଷ ୪ ସେପ୍ଟେମ୍ବର ଠାରୁ ୯ ସେପ୍ଟେମ୍ଵର ଯାଏଁ ଏହି ଦିବସଟି ଏକ ଅଭିଯାନ ଭାବେ ସମଗ୍ର ବିଶ୍ଵରେ ପାଳିତ ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026

You Might Also Like