-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||     

HOME   ଜିଲ୍ଲା

୧୪୩ତମ ଭ୍ରାମ୍ୟମାଣ ପାଠାଗାର ଆୟୋଜିତ

09-Sep-2023



ବରଗଡ଼:- ଶିଶୁ କିଶୋର ମାନଙ୍କୁ ଓଡ଼ିଶାର ସମୃଦ୍ଧ ସାହିତ୍ୟ ବିଶେଷ କରି ଓଡିଆ ଶିଶୁ ସାହିତ୍ୟ ଓ ପ୍ରକାଶ ପାଉଥିବା ଶିଶୁ କିଶୋର ପତ୍ର ପତ୍ରିକା ମାନଙ୍କ ସହ ପରିଚିତ କରାଇବା ତଥା ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ପୁସ୍ତକ ପଠନ ପ୍ରତି ଆଗ୍ରହ ସୃଷ୍ଟି କରାଇ ସେମାନଙ୍କୁ ପୁସ୍ତକ ମନସ୍କ କରାଇବା ଉଦ୍ଦେଶ୍ୟରେ କାର୍ଯ୍ୟରତ ଶିଶୁଶ୍ରୀ ଭ୍ରାମ୍ୟମାଣ ପାଠାଗାର ତରଫରୁ ସ୍ଥାନୀୟ ମାଷ୍ଟରଟିକ୍ରା ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ୧୪୩ତମ ପିଲାଙ୍କ ପାଖରେ ପାଠାଗାର କାର୍ଯ୍ୟକ୍ରମ ଇତି ମଧ୍ୟରେ ଆୟୋଜିତ ହୋଇଯାଇଛି। 'ଶିଶୁଶ୍ରୀ' ର ସଭାପତି ମନୋରଞ୍ଜନ ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ

ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତ୍ରୀ ତପସ୍ଵିନୀ ଗୁରୁ ପୁସ୍ତକ ପଠନର ଗୁରୁତ୍ବ ଉପରେ ପିଲାମାନଙ୍କୁ ଅବଗତ କରାଇ ପୁସ୍ତକ କେମିତି ଜୀବନର ପ୍ରତିଟି କ୍ଷେତ୍ରରେ ମନୁଷ୍ୟର ସହାୟକ ହୋଇଥାଏ ବିଭିନ୍ନ ଉଦାହରଣ ମାଧ୍ୟମରେ ବୁଝାଇଥିଲେ।  ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ରେଣୁ ଦାଶ ଶର୍ମା, ଦିବ୍ୟ କାନ୍ତି ଭୋଇ ଓ ମୀନା ପଣ୍ଡା ପୁସ୍ତକ ସବୁ ସମୟରେ ବନ୍ଧୁ ଭଳି ସାହାଯ୍ୟ କରିବା କଥା ଉଲ୍ଲେଖ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷକ ସୀତାରାମ ମହାପାତ୍ର, ଧର୍ମେନ୍ଦ୍ର ମିଶ୍ର ଓ ଶିକ୍ଷୟିତ୍ରୀ ମାନଙ୍କ ମଧ୍ୟରୁ ଝରଣା ପାଣି, ସୁରମା ପଣ୍ଡା, ନିରୂପମା ବନଛୋର, ପଦ୍ମିନୀ ମିଶ୍ର ପ୍ରମୁଖ ଛାତ୍ର ଛାତ୍ରୀ ମାନେ ମୋବାଇଲରେ ବେଶି ସମୟ ବ୍ୟସ୍ତ ନରହି ମଝିରେ ମଝିରେ ପାଖରେ ଥିବା ପାଠାଗାରକୁ ଯାଇ ନୂଆ ନୂଆ ଉପାଦେୟ ପୁସ୍ତକ ସବୁ ପଢିବାକୁ ପରାମର୍ଶ ଦେଇଥିଲେ। ପ୍ରଦର୍ଶିତ ପୁସ୍ତକରୁ ନିଜ ପସନ୍ଦର ପୁସ୍ତକ ଚୟନ କରି, ପଠିତ ପୁସ୍ତକ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରି ଛାତ୍ରଛାତ୍ରୀମାନଙ୍କ ମଧ୍ୟରୁ ଆୟୁଷ ଚିରଗୁନ, ଦେବରାଜ ବିଶି, ସଜନା ମିର୍ଲେ ଓ ସୁରଜ୍ ନାଗ ଯଥା କ୍ରମେ ପ୍ରଥମ, ଦ୍ବିତୀୟ ଓ ତୃତୀୟ ସ୍ଥାନ ଗ୍ରହଣ କରି ପୁରସ୍କୃତ ‌ହୋଇଥିଲେ। ପ୍ରାରମ୍ଭରେ 'ଶିଶୁଶ୍ରୀ' ର ଆବାହକ ଡକ୍ଟର ରବିନାରାୟଣ ସାହୁ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ଓ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବୀରେନ୍ଦ୍ର ନାଥ କୁମାର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026

You Might Also Like