-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ରାଜ୍ୟ

ଦେବଗଡ଼ : ଅନ୍‌ଲାଇନ୍‌ କ୍ଲାସ୍‌ ପାଇଁ ଗଛରେ ଚଢ଼ି ନେଟ୍‌ୱର୍କ ଖୋଜୁଛନ୍ତି ଛାତ୍ରଛାତ୍ରୀ

14-Dec-2020



 

(ପ୍ରେରଣା ଖବର) ଦେବଗଡ଼ : କରୋନା ସଂକ୍ରମଣ ଯୋଗୁଁ ସାରା ଦେଶରେ ସ୍କୁଲ୍‌, କଲେଜଗୁଡ଼ିକ ବନ୍ଦ ରହିଛି। ଫଳରେ ଶିକ୍ଷାଦାନ ଗୁରୁତର ଭାବେ ବାଧାପ୍ରାପ୍ତ ହୋଇଛି। ତେବେ ଏହି କ୍ଷତିକୁ କିଛିଟା ଭରଣା କରିବାକୁ ଅନ୍‌ଲାଇନ୍ କ୍ଲାସ୍‌ ମାଧ୍ୟମରେ ପାଠପଢ଼ା ଚାଲିଛି। ରାଜ୍ୟ ସରକାର ଅନ୍‌ଲାଇନ୍‌ ପାଠ ପଢ଼ାକୁ ଗୁରୁତ୍ବ ଦେଉଥିବା ବେଳେ ତେଣେ କେନ୍ଦ୍ର ସରକାର ଲୋକଙ୍କୁ ଇଣ୍ଟର୍‌ନେଟ୍‌ ସହ ଯୋଡ଼ିବା ପାଇଁ ଡିଜିଟାଲ୍‌ ଇଣ୍ଡିଆ ନାରା ଦେଇଛନ୍ତି। କିନ୍ତୁ ଦେବଗଡ଼ ଜିଲ୍ଲାରେ ଏ ସବୁ ପ୍ରହସନ ପାଲଟିଛି। ଜିଲ୍ଲାର ପ୍ରାୟ ଅଧିକାଂଶ ସ୍ଥାନରେ ମୋବାଇଲ୍‌ ନେଟ୍‌ୱର୍କ ଆସୁ ନଥିବା ବେଳେ ଯେଉଁଠି ବି ଆସୁଛି ସେଠାରେ ସିଗ୍‌ନାଲ୍‌ ଏତେ ଦୁର୍ବଳ ଯେ ଇଣ୍ଟର୍‌ନେଟ୍‌ ଚଳାଇବା ତ ଦୂରର କଥା ମୋବାଇଲ୍‌ରେ କଥାବାର୍ତ୍ତା କରିବା ମଧ୍ୟ କଷ୍ଟକର ହୋଇପଡୁଛି। ଇଣ୍ଟର୍‌ନେଟ୍‌ ଅଭାବରୁ ଜିଲ୍ଲାର ଛାତ୍ରଛାତ୍ରୀଙ୍କୁ ଅନ୍‌ଲାଇନ୍‌ କ୍ଲାସ୍‌ କରିବା ସମ୍ଭବପର ହେଉନାହିଁ। ବାଧ୍ୟ ହୋଇ ଅନେକ ସ୍ଥାନରେ ଛାତ୍ରଛାତ୍ରୀ ପାଠ ପାଇଁ ଜୀବନକୁ ବାଜି ଲଗାଇ କେଉଁଠି ଗଛ ଉପରେ ତ ପୁଣି କେଉଁଠି ବଣ ଜଙ୍ଗଲ ଘେରା ପାହାଡ଼ ଚଢ଼ୁଥିବା ନଜିର ରହିଛି। ପୂର୍ବରୁ ବି ମୋବାଇଲ ନେଟୱାର୍କ ନଥିବାରୁ ଶିକ୍ଷକ/ଶିକ୍ଷୟିତ୍ରୀ ଗଇଲୋ ଘାଟି ରାସ୍ତାର ସୁରକ୍ଷା ବାଡ଼ ଉପରେ ବିପଦ ସଂକୁଳ ଅବସ୍ଥାରେ ବସି ଅନ୍‌ଲାଇନ୍‌ ମାଧ୍ୟମରେ ତାଲିମ ନେଉଥିବା ଚିତ୍ର ସାମ୍‌ନାକୁ ଆସିଥିଲା। ଏଭଳି ଘଟଣା ଦେଖିବାକୁ ମିଳିଛି ତିଲେଇବଣୀ ବ୍ଲକ ଅନ୍ତର୍ଗତ ଜୁଆଳିଭଙ୍ଗା ଗ୍ରାମରେ। ଗାଁ’ଟି ବ୍ଲକ ମୁଖ୍ୟାଳୟରୁ ୧୦ କିମି ଦୂରରେ ଅବସ୍ଥିତ। ଗାଁ’କୁ କୌଣସି ମୋବାଇଲ୍‌ର ନେଟ୍‌ୱାର୍କ ଆସୁ ନଥିବାରୁ ଛାତ୍ରଛାତ୍ରୀମାନେ ୨ କିମି ଦୂରରେରେ ନେଟ୍‌ୱାର୍କ ଆସୁଥିବା ଏକ ସ୍ଥାନକୁ ଯାଇଥାନ୍ତି। ସେଠାରେ ସିଗ୍‌ନଲ୍‌ ଦୁର୍ବଳ ଯୋଗୁଁ ପିଲାଙ୍କୁ ଗଛ ଉପରେ ତ ପାହାଡ଼ ମୁଣ୍ଡିଆ ଉପରକୁ ଚଢ଼ିବାକୁ ପଡୁଥିବା ଦେଖିବାକୁ ମିଳିଛି। କେତେବେଳେ ବି ସାମାନ୍ୟ ଅସାବଧାନ ହେଲେ ଦୁର୍ଘଟଣା ନିଶ୍ଚିତ। ବାରମ୍ବାର ମୋବାଇଲ୍‌ ସେବା ପାଇଁ ଅଞ୍ଚଳବାସୀ ଦାବି କରି ଆସୁଛନ୍ତି। ଏ ସଂପର୍କରେ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ବିଧାନସଭାରେ ଦାବି ମଧ୍ୟ ଉପସ୍ଥାପନ କରି ସାରିଛନ୍ତି। କିନ୍ତୁ ନା ପ୍ରଶାସନ ନା ରାଜ୍ୟ ସରକାର ଏ ଦିଗରେ କେହି ବି କିଛି ପଦକ୍ଷେପ ନେଉ ନଥିବା ଅଭିଯୋଗ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like