-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||     

HOME   ଜିଲ୍ଲା

ବିଜେପୁର ଗାନ୍ଧୀପଡ଼ା ଗଣେଶ ପୂଜା କମିଟି ଗଠନ

10-Sep-2023



ବରଗଡ:- (ନିରଞ୍ଜନ ତ୍ରିପାଠୀ)
ବରଗଡ଼ ଜିଲ୍ଲା ବିଜେପୁର ସ୍ଥିତ ଗାନ୍ଧୀପଡା ଠାରେ ଶୁକ୍ରବାର ଦିନ ସନ୍ଧ୍ୟାରେ ସମଜରେ ଗଣେଶ ଚତୁର୍ଥୀ ଦଶୀ ମହାସମାରୋହରେ ପାଳନ କରିବା ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ସର୍ବସମ୍ମତି କ୍ରମେ ସଭାପତି ଭାବେ ବଲରାମ ମେହେର, ଉପସଭାପତି ସନ୍ତୋଷ ମେହେର, ସମ୍ପାଦକ ଦିଲ୍ଲୀପ ମେହେର ଏବଂ କୋଷାଧ୍ୟକ୍ଷ ପିଣ୍ଟୁ ମେହେର ଙ୍କୁ ଚଳିତ ବର୍ଷପାଇଁ କର୍ମକର୍ତ୍ତା ଭାବେ ନିର୍ବାଚିତ କରାଯାଇଛି। ତା ସହ କମିଟିର ସଦସ୍ୟ ଭାବରେ ସର୍ବଶ୍ରୀ ଦିଲିପ ମେହେର,ବଳରାମ ମେହେର,ସନ୍ତୋଷ ମେହେର,ପିଣ୍ଟୁ ମେହେର,ମୁକୁନ୍ଦ ମେହେର,ମୁକେଶ ମେହେର,ଚନ୍ଦନ ମେହେର,ବୁଲୁ ମେହେର,ମନୋଜ ମେହେର,ଦିବ୍ୟ ମେହେର,ବାମଲ ମେହେର,ଦେବେନ୍ଦ୍ର ମେହେର,ଦିଲେଶ ମେହେର,ନିରଞ୍ଜନ ମେହେର,ଅଲେଖ ମେହେର,ଭୋଜରାଜ ମେହେର,ଉମାକାନ୍ତ ମେହେର,ଅନିଲ ମେହେର,ଉମାକାନ୍ତ ପଟେଲ,ମୋତିରାମ ମେହେର,ଜ୍ୟୋତିରାମ ମେହେର,ଜିତୁ ମେହେର,ଝସକେତନ ମେହେର,ଦିପକ ମେହେର,ବିକାଶ ମେହେର,ମନୋଜ ମେହେର,ଲିପୁନ ମେହେର,ଆନନ୍ଦ ମେହେର,ଅଜିତ ମେହେର,ଲୁକେଶ୍ୱର ମେହେର,ଶଙ୍କର ମେହେର,ସଚିନ ମେହେର,ଉମେଶ ମେହେର,ଦିବସ ମେହେର,ମଣ୍ଟୁ ମେହେର କିଭଳି ଭାବରେ ପୂଜା କାର୍ଯ୍ୟ ରୀତିନୀତି ମତେ ସମ୍ପନ୍ନ ହେବା ସହ ଶାନ୍ତି ଶୃଙ୍ଖଳା ବଜାୟ ରହିବ ସେ  ନେଇ ଗୁରୁଦାୟିତ୍ଵ ନେଇଛନ୍ତି।୧୯ତାରିଖ ପୂଜା କାର୍ଯ୍ୟ ସମାପନ ପରେସଂଧ୍ୟାରେ ଅନ୍ନ ଭୋଗ ପ୍ରସାଦ ବଣ୍ଟନ କରାଯିବ ବୋଲି କମିଟିରେ ପ୍ରସ୍ତାବ ଗୃହୀତ କରାଯାଇଛି ବୋଲି କମିଟି ପକ୍ଷରୁ ପ୍ରେସ ଇସ୍ତାହାରରେ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026

You Might Also Like