-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||     

HOME   ଜିଲ୍ଲା

ଜନସ୍ୱାସ୍ଥ୍ୟ ବିଭାଗ ର ସମ୍ବଲପୁର ରେ ନାହିଁନଥିବା ସମସ୍ୟା କୁ ନେଇ ନିର୍ବାହୀ ଯନ୍ତ୍ରୀ ଙ୍କୁ ଭେଟିଲେ ବିଜେପି ପ୍ରତିନିଧି ଦଳ

10-Sep-2023



ସମ୍ବଲପୁର -(ସଂଜୀବକୁମାରପାଣିଗ୍ରାହୀ) 
ସରକାର ଘରକୁଘର ବିଶୁଦ୍ଧ ପାନୀୟ ଜଳ ଯୋଗାଣ ର ସ୍ବପ୍ନ ସାକାର ହେବାର କଥା କହୁଥିବା ବେଳେ, ସମ୍ବଲପୁରବାସୀ ଆଜିଯାଏ ବିଶୁଦ୍ଧ ଜଳ ପାଇବାର ଦୂରରେ କଥା ଭଲ ଭାବରେ ନିରନ୍ତର ପାଣି ମୁନ୍ଦାଏ ପାଇପାରୁନାହାନ୍ତି ବୋଲି ଅଭିଯୋଗ କରିଛି ସମ୍ବଲପୁର ବି.ଜେ.ପି. l ସମ୍ବଲପୁରର ବିଭିନ୍ନ ଜନସ୍ୱାସ୍ଥ୍ୟ ସମ୍ପର୍କିତ ସମସ୍ୟା କୁ ନେଇ ଆଜି ବି.ଜେ.ପି. ର ଏକ ପ୍ରତିନିଧି ଦଳ ନିର୍ବାହୀ ଯନ୍ତ୍ରୀ ତଥା ୱାଟକୋ ର ମହାପ୍ରବନ୍ଧକ ଇ. ବ୍ରହ୍ମହେଁଶ୍ୱର ଦାସ କୁ ଭେଟି ସମସ୍ୟା ର ସମାଧାନ ଉଦ୍ୟେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି l
ବି.ଜେ.ପି. ର ପ୍ରତିନିଧି ଦଳ ପ୍ରଶ୍ନ କରିଛନ୍ତି ଯେ, 2014 ମସିହା ରେ ସମ୍ବଲପୁର ରେ ଜଣ୍ଡିସ ରୋଗ ବ୍ୟାପିଥିବା ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ 210 କୋଟି ଟଙ୍କାର ପ୍ୟାକେଚ ଘୋଷଣା କରିଥିଲେ, ହେଲେ କାହିଁକି ଆଜି ମଧ୍ୟ ସହର ର ବିଭିନ୍ନ ବସ୍ତି କୁ ପାଇପ ବିଛା ହୋଇନାହିଁ କି ଜଳ ଯୋଗାଣ ହୋଇପାରିନାହିଁ l
ବାରମ୍ବାର ଦାବୀ ସତ୍ୱେ କାହିଁକି ବାଲିବନ୍ଧା ସ୍ଥିତ ପୁରାତନ ପମ୍ପ ହାଉସ କୁ ସମ୍ପୂର୍ଣ୍ଣଭାବେ ବନ୍ଦ କରାଯାଉ ନାହିଁ l ସେମାନେ ଦାବୀ ଜଣାଇଛନ୍ତି ଯେ, ଏହି ପମ୍ପ ହାଉସ କୁ ତୁରନ୍ତ ବନ୍ଦ କରାଯାଉ ଓ ରିଙ୍ଗ ରୋଡ଼ କୁ ବାଧକ ସାଜୁଥିବା ଅଂଶ କୁ ଉଚ୍ଛେଦ କରାଯାଉ l
ସହରବାସୀ ଙ୍କର ହିତ ଦୃଷ୍ଟି ରୁ ନିର୍ମିତ 40 ଗୋଟି ପାଣି ଟାୱାର କୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯିବା ସହ ଆଉ ଏକ ବୃହତ ଜଳ ବିଶୋଧନାଗାର ର ନିର୍ମାଣ କରାଯାଉ l
ସମ୍ବଲପୁର ସହରରେ ବିଭିନ୍ନ ସମୟରେ ପାଇପ ଫାଟିବା,ଦୁର୍ଗନ୍ଧ ପାଣି ମିଶିଯିବା, ଗୋଳିଆ ପାଣି ଆସିବାର ସମସ୍ୟା ନିୟମିତ ରହୁଛି, ତେଣୁ ଏହି ସବୁ ସମସ୍ୟା କୁ ଦୃଷ୍ଟିରେ ରଖି ଜନସାଧାରଣ ଙ୍କ ହିତ ଦୃଷ୍ଟିରୁ ଜନସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ଅଭିଯୋଗ ୱାଟସପ ନମ୍ବର ପ୍ରଚଳନ କରିବାକୁ ମଧ୍ୟ୍ୟ ଏହି ବି.ଜେ.ପି. ପ୍ରତିନିଧି ଦଳ ଦାବୀ ଜଣାଇଛନ୍ତି l
ଏହି ବି.ଜେ.ପି. ପ୍ରତିନିଧି ଦଳ ରେ ବରିଷ୍ଠ ନେତା ସୂର୍ଯ୍ୟ ପାଣିଗ୍ରାହୀ, ବିଜେପି ମହିଳା ମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟା ଆରତିଲତା ବରାଡ଼, ବିଜେପି ଯୁବମୋର୍ଚ୍ଚା ର ପୂର୍ବତନ ଉପସଭାପତି ଦେଓକିରଣ ପଟ୍ଟନାୟକ, ଡାକ୍ତର ପ୍ରଭାସ ଦେବତା, ପୂର୍ବତନ ଜିଲ୍ଲା ଓ.ବି.ସି. ମୋର୍ଚ୍ଚା ସଭାପତି ସରୋଜ ସାହୁ, ସୁବାସ ପଟେଲ ଓ ସୁଧୀର ପାଣିଗ୍ରାହୀ ପ୍ରମୁଖ ସାମିଲ ଥିଲେ l
ଆଲୋଚନା ପରେ ନିର୍ବାହୀ ଯନ୍ତ୍ରୀ ଇ. ବ୍ରହ୍ମହେଶ୍ୱର ଦାସ ( Er. Bramheswar Das) ଅନେକ ସମସ୍ୟା ର ସମାଧାନ ଦିଗରେ ଆମର କାର୍ଯ୍ୟ ଚାଲିଛି ଓ ଅନ୍ୟାନ୍ୟ ସମସ୍ୟା ର ସମାଧାନ ଦିଗରେ ଗୁରୁତ୍ୱର ସହ କାର୍ଯ୍ୟ କରାଯିବ ବୋଲି ଦୃଢ଼ ପ୍ରତିଶୃତି ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026

You Might Also Like