-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||     

HOME   ଜିଲ୍ଲା

ଓଡିଶା ସାଂସ୍କୃତିକ ସମାଜ ପକ୍ଷରୁ “ବୃକ୍ଷ ଲଗାଅ ବୃକ୍ଷ ବଞ୍ଚାଅ” କାର୍ଯ୍ୟକ୍ରମ

10-Sep-2023




(ସଂଜୀବକୁମାରପାଣିଗ୍ରାହୀ) 

ସମ୍ବଲପୁର -ଆଜି ଓଡିଶା ସାଂସ୍କୃତିକ ସମାଜ ପରିବେଶ ଉପସମିତି ପକ୍ଷରୁ “ବୃକ୍ଷ ଲଗାଅ ବୃକ୍ଷ ବଞ୍ଚାଅ”କାର୍ଯକ୍ରମ ସ୍ଥାନୀୟ ସରକାରି ମହିଳା ମହାବିଦ୍ୟାଳୟ ଓ ଧନକଉଡା ଉଚ୍ଚ ବିଦ୍ୟାଳୟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଉକ୍ତ ଦୁଇ ଅନୁଷ୍ଠାନରେ ସାସ୍କୃତିକ ସମାଜ ପକ୍ଷରୁ ବୃକ୍ଷ ରୋପଣ କରାଯିବା ସହ ଛାତ୍ରଛାତ୍ରୀମାନଙ୍କୁ ବୃକ୍ଷର ଯତ୍ନ ନେଇ ବଞ୍ଚାଇବା ମର ଆବଶ୍ଯକତା ଉପରେ ସଚେତନ କରାଯାଇଥିଲା। ସାଂସ୍କୃତିକ ସମାଜର ପରିବେଶ ଉପସମିତିର ଆବାହକ ଦିଲୀପ କୁମାର ବଘାରଙ୍କ ସମେତ କୋଷାଧ୍ୟକ୍ଷ ଦୀନବନ୍ଧୁ ପଣ୍ଡା,ସଦସ୍ୟ ରାମାନୁଜ ପଣ୍ଡା,ଡ.ପରେଶ ଚନ୍ଦ୍ର ଦାନୀ,ସହସମ୍ପାଦକ ସୁରେଖା ସାହୁଙ୍କ ସମେତ ମହିଳା ମହାବିଦ୍ୟାଳୟର ଅଧ୍ଯକ୍ଷା ପ୍ର.ରାଜଶ୍ରୀ ବରାଳ,ପ୍ରାଧ୍ୟାପକ ଅଖିଳ ବିଶ୍ବାଳ,ପବିତ୍ର ମୋହନ ବେହେରା ,ମୋନା ପାଣିଗ୍ରାହୀ ତଥା ଧନକଉଡା ଉଚ୍ଚ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଆନନ୍ଦ କୁମାର ଡନସନା ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026

You Might Also Like