-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||     

HOME   ଜିଲ୍ଲା

ଜନ କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ

10-Sep-2023



ବେଲପଡ଼ା(ପୁର୍ଣ୍ଣ ଶଶୀ ଶେଖର ରାଓ ): ବଲାଙ୍ଗିର ଜିଲ୍ଲା ବେଲପଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଠାରେ ଆଜି ଜନ କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ଯୋଗଦେଇ କାର୍ଯ୍ୟର ଶୁଭାରମ୍ଭ କରିଥିଲେ। ସମ୍ମାନୀତ ଅତିଥି ଭାବେ ବିଧାୟକ ଙ୍କ ପ୍ରତିନିଧି କୁମୁଦ ମହାଖୁଡ (ବାପି) , ଟ୍ରଷ୍ଟ ଦାତା କୁଞ୍ଜବିହାରୀ ମେହେର,ତହସିଲଦାର ପ୍ରଶାନ୍ତି ପ୍ରଧାନ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ରବୀନ୍ଦ୍ର ମେହେର, ଥାନା ଅଧିକାରୀ ଶୁଶାନ୍ତ କୁମାର ଦାଶ, ପଦ୍ମନାଭ ମେହେର, ମୁନା ମେହେର ଉପସ୍ଥିତ ଥିଲେ। ଏଥିରେ ୩୩ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଜନ କଲ୍ୟାଣ ଟ୍ରଷ୍ଟ ସଭାପତି କାନ୍ତ ରଣା ଉପ ସଭାପତି ଶୁମିତ ସିଂ, ସମ୍ପାଦକ କେଦାର ନାଥ ଦଣ୍ଡସେନା , ସହ ସମ୍ପାଦକ ରାହାସ ଦଣ୍ଡସେନା, କୋଷାଧ୍ୟକ୍ଷ ପ୍ରମୋଦ

କୁମାର (ଥାନା) ମେହେର, ସଂଘର ସଦସ୍ୟ ପ୍ରମୋଦ କୁମାର ବୁଡେକ, ଆଲୋକ ବେହେରା, ନରେଶ ସାହୁ, ସୁରେଶ ବରିହା,ଭୋଜ ମେହେର,କୁନୁ ମେହେର, ମହେନ୍ଦ୍ର ମେହେର, ମଣ୍ଟୁ ମେହେର, ଦୈତାରି ପସାୟତ, ଟିମ୍ ଲିଡର ଟିକେଚନ୍ଦ ଦଣ୍ଡସେନା, ରିଙ୍କୁ ମେହେର, ଟିକେଶ୍ବର ସାହୁ, ମନିଷା ବାହୁକ,ମିଥିଲା ମେହେର,ସୁବାଶିନୀ ମୁଣ୍ଡା, କୁମୁଦିନୀ ମେହେର, ବନିତା ମେହେର, ପୂଜା ଦୀପ, ଭୁବନେଶ୍ୱର ନାଗ, ତ୍ରିଲୋଚନ ନାଗ, ନରେନ୍ଦ୍ର ମେହେର, ପ୍ରେମାନନ୍ଦ ବେହେରା, ପ୍ରେମାନନ୍ଦ ସାହୁ, ସଞ୍ଜିବ କୁମାର ପୃଷ୍ଟି, ପ୍ରମୁଖ ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026

You Might Also Like