-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||     

HOME   ଜିଲ୍ଲା

ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଚତୁର୍ଥ ବାର୍ଷିକୋତ୍ସବ ପାଇଁ ରଙ୍ଗୋଲି ପ୍ରତିଯୋଗିତା

10-Sep-2023



ବଲାଙ୍ଗୀର, ପ୍ରେରଣା ନ୍ୟୁଜ୍ ପୋର୍ଟଲର ଚତୁର୍ଥ ବାର୍ଷିକୋତ୍ସବ ଅବସରରେ ଆଜି  ମହିଳା ମାନଙ୍କ ପାଇଁ ଏକ ରଙ୍ଗୋଲି ପ୍ରତିଯୋଗିତା ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଥିଲା । ସ୍ୱେଚ୍ଛାସେବୀ ଅନୁଷ୍ଠାନ ସଂପୂର୍ଣ୍ଣା ଓ ପ୍ରେରଣାର ମିଳିତ ସହଯୋଗରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ବହୁ ମହିଳା ଓ ଛାତ୍ରୀ ଭାଗ ନେଇଥିଲେ ।

 

ରଙ୍ଗୋଲି ପ୍ରତେଯଗିତାରେ ବିଚାରକ ଭାବେ ଶ୍ରୀମତୀ ଆଶାଲତା ସେଠୀ, ହିମାନୀ ତ୍ରିପାଠୀ ଓ ଧୀରେନ୍ଦ୍ର ନାରାୟଣ ସିଂଦେଓ ଯୋଗ ଦେଇ କୃତୀ ପ୍ରତିଯୋଗିନୀ ମାନଙ୍କ ନାମ ଘୋଷଣା କରିଥିଲେ । ରଙ୍ଗୋଲି ପ୍ରତିଯୋଗିତାରେ ଶୀଖା ମେହେର ପ୍ରଥମ, ନେହା କୁମ୍ଭାର ଦ୍ୱିତୀୟ ଓ ଅନୀତା ଦୀପ୍ ତୃତୀୟ ସ୍ଥାନ ହାସଲ କରିଥିଲେ । ଶ୍ରୀମତୀ ସୌଦାମିନୀ ମିଶ୍ରଙ୍କୁ ଏକ ସ୍ୱତନ୍ତ୍ର ପୁରସ୍କର ପ୍ରଦାନ ପାଇଁ ନାମ ଘୋଷଣା କରାଯାଇଥିଲା । କାର୍ଯ୍ୟକ୍ରମକୁ ସଫଳ କରିବାରେ ପ୍ରେରଣା ତରଫରୁ ନେସନାଲ୍ ପିସ୍ ୟୁନିସନର ସତ୍ୟ ରଂଜନ ମିଶ୍ର, ଶିକ୍ଷକ ରାମନାରାୟଣ ଦାସ, କୃପାସିନ୍ଧୁ ମିଶ୍ର ,ସାମ୍ବାଦିକ ସନ୍ତୋଷ ଠାକୁର, ବାବୁ ପୁଝାରୀ, ଯୁଧିଷ୍ଟିର ମେହେର, ଶିକ୍ଷାବିତ୍ ମନୋରଂଜନ ସାହୁ ପ୍ରମୁଖ ସହଯୋଗ କରିଥିଲେ ।  ସଂପୂର୍ଣ୍ଣା ଅନୁଷ୍ଠାନର ରଶ୍ମି ପାତ୍ର, ସଂଜଳୀ ଶତପଥୀ, ସନ୍ତୋଷୀ ମେହେର, ନଳିନୀପ୍ରଭା ଶତପଥୀ, ମମତା ବେହେରା ଓ  ଅନ୍ୟ ମାନେ ସହଯୋଗ କରିଥିଲେ । ଆସନ୍ତା ୧୫ ତାରିଖ ଦିନ

ମଣ୍ଟେଶୋରୀ ପବ୍ଲକ ସ୍କୁଲ ଠାରେ କଲେଜସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା, ୧୬ ତାରିଖ ପି.ପି. ଏକାଡେମୀ ଠାରେ ପ୍ରଥମରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ତିନୋଟି ବିଭାଗରେ  ଚିତ୍ରାଙ୍କନ ପ୍ରତିଯୋଗିତା ଓ ୨୩ ତାରିଖ ଦିନ ପ୍ରଥମରୁ ପଂଚମ ଶ୍ରେଣୀ ଓ ଅଷ୍ଟମରୁ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ ହେବ ବୋଲି ପ୍ରେରଣର ସଂପାଦକ ରଘୁ ନନ୍ଦନ ସିଂହ ସୂଚନା ଦେଇଛନ୍ତି ।

   ସମସ୍ତ କୃତୀ ପ୍ରତିଯୋଗୀ ମାନଙ୍କୁ ଆସନ୍ତା ଅକ୍ଟୋବର ୨ ତାରିଖ ପବିତ୍ର ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ପାଳିତ ହେବାକୁ ଥିବା ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଚତୁର୍ଥ ବାର୍ଷିକୋତ୍ସବରେ ପୁରସ୍କୃତ କରାଯିବ ବୋଲି ପ୍ରେରଣା ପକ୍ଷରୁ କୁହାଯାଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026

You Might Also Like