-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||     

HOME   ଜିଲ୍ଲା

ବନବାସୀ ସେବା ସମିତିର ମହିଳା ହକି ଟିମ ରାଜ୍ୟସ୍ତରକୁ ମନୋନୀତ

10-Sep-2023



ବାଲିଗୁଡା:(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ବନବାସୀ ସେବା ସମିତିର ମହିଳା ହକି ଟିମ ରାଜ୍ୟସ୍ତରକୁ ମନୋନୀତ ହୋଇଥିବା ଜଣାପଡିଛି l ଏହି ପରିପ୍ରେକ୍ଷୀରେ ଅନୁଷ୍ଠାନର କ୍ରୀଡା ଶିକ୍ଷକ ହେମନ୍ତ କୁମାର ପାତ୍ର ଓ ମହିଳା କ୍ରୀଡା ପ୍ରଶିକ୍ଷକ ସନ୍ଧ୍ୟାରାଣୀ ଶବର ଙ୍କ ନେତୃତ୍ୱରେ  ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ ରେ ଆୟୋଜିତ ହେବାକୁ ଥିବା ରାଜ୍ୟ ସ୍ତରୀୟ ହକି ପ୍ରତିଯୋଗିତାରେ ଚଳିତ ମାସ ୧୧ ତାରିଖ ରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ବନବାସୀ ସେବା ସମିତିର ମହିଳା ହକି ଟିମ ଭାଗ ନେଇ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ ବୋଲି ଅନୁଷ୍ଠାନ ପକ୍ଷରୁ କୁହାଯାଇଛି  l ଏହି ହକି ଟିମ ର କ୍ୟାପଟେନ ପ୍ରିୟତମା ମଲ୍ଲିକ, ସହ କ୍ୟାପଟେନ ସୁମିତ୍ରା ଶବର ଙ୍କ ସମେତ ୧୮ ଜଣ ମହିଳା ହକି ଖେଳାଳୀ ଙ୍କୁ ଅନୁଷ୍ଠାନ ତରଫରୁ ସହ ସମ୍ପାଦକ ରବିନ୍ଦ୍ର କୁମାର ପଣ୍ଡା, ବିଶ୍ୱଜିତ ଜେନା, ଖଗେନ୍ଦ୍ର ନାୟକ, ଏନଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ମେଡିକାଲ ଡ଼. ଅରବିନ୍ଦ ଖୁଣ୍ଟିଆ, ବନବାସୀ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ନିବେଦିତା ନାୟକ, ସହ ଶିକ୍ଷୟତ୍ରୀ ସ୍ବର୍ଣ୍ଣପ୍ରଭା ପଣ୍ଡା, ତୁଷାର କାନ୍ତ ମହନ୍ତ, ଓ କେୟାର ଟେକର ଚମ୍ପିକା ବଡସେଟ ପ୍ରମୁଖ ଉପସ୍ଥିତ ରହି ସମସ୍ତ ହକି ଖେଳାଳିଙ୍କୁ ଉତ୍ସାହିତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026

You Might Also Like